ସାମ୍ବାଦିକା ସୌମ୍ୟା ବିଶ୍ୱନାଥନ୍ ହତ୍ୟା ମାମଲାରେ ୪ ଦୋଷୀଙ୍କୁ ମିଳିଲା ଜାମିନ୍
ସାମ୍ବାଦିକା ସୌମ୍ୟା ବିଶ୍ୱନାଥନ ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ୪ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି । କୋର୍ଟ କହିଛନ୍ତି ଯେ ଏହି ୪ ଜଣ ଦୋଷୀ ପୂର୍ବରୁ ହିଁ ୧୪ ବର୍ଷ ୯ ମାସ ଜେଲରେ ରହି ସାରିଛନ୍ତି ।…
ସାମ୍ବାଦିକା ସୌମ୍ୟା ବିଶ୍ୱନାଥନ ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ୪ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି । କୋର୍ଟ କହିଛନ୍ତି ଯେ ଏହି ୪ ଜଣ ଦୋଷୀ ପୂର୍ବରୁ ହିଁ ୧୪ ବର୍ଷ ୯ ମାସ ଜେଲରେ ରହି ସାରିଛନ୍ତି ।…
ଲାହୋର: ନିଜର ବିବାଦୀୟ ବୟାନ ପାଇଁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମଣିଶଙ୍କର ଆୟର । ପାକିସ୍ତାନ ଗସ୍ତରେ ଥିବାବେଳେ ସେ କହିଛନ୍ତି ଯେ ପାକିସ୍ତାନରେ ତାଙ୍କୁ ଯେତିକି ଖୋଲା ହୃଦୟରେ ସ୍ୱାଗତ କରାଯାଇଛି, ଅନ୍ୟ କୌଣସି ଦେଶରେ…
ଲୋକସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର କଂଗ୍ରେସକୁ ଲାଗିଛି ପୁଣି ଝଟ୍କା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ନାନା ପଟୋଲେଙ୍କୁ ଏନେଇ ଚିଠି ଲେଖି ସେ ଜଣାଇଛନ୍ତି। ସେ…
ଦିଲ୍ଲୀରେ ଆଗାମୀ ମାସେ ପର୍ଯ୍ୟନ୍ତ ବିଶାଳ ସମାବେଶ ଉପରେ ଲାଗିଲା ରୋକ୍। ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ରାଜଧାନୀରେ କୌଣସି ପ୍ରକାର ବିଶାଳ ସମାବେଶର ଆୟୋଜନ ହୋଇପାରିବ ନାହିଁ ବୋଲି ଦିଲ୍ଲୀ ପୁଲିସ କମିଶନର କହିଛନ୍ତି। କୃଷକ ଆନ୍ଦୋଳନକୁ ଦୃଷ୍ଟିରେ ରଖି ଏପରି କାର୍ଯ୍ୟାନୁଷ୍ଠାନ…
ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ମନ୍ଦିର ଶ୍ରୀସାଇଲମ ତଥା ମଲ୍ଲିକାର୍ଜୁନ ମନ୍ଦିର ପ୍ରସାଦରୁ ମିଳିଲା ହାଡ଼ ଖଣ୍ଡ। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଛି। ଏନେଇ ଅଭିଯୋଗ ହେବା ପରେ ମନ୍ଦିର ପ୍ରଶାସନ ତଦନ୍ତ ନିର୍ଦ୍ଦେଶ ଦେଇଛି। ହାଇଦ୍ରାବାଦର ହରିଶ ରେଡ୍ଡୀ ନାମକ ଜଣେ…
ପଞ୍ଜାବ ପରେ ଦିଲ୍ଲୀରେ ମଧ୍ୟ ଇଣ୍ଡିଆ ମେଣ୍ଟକୁ ଲାଗିଛି ଝଟ୍କା। ଦିଲ୍ଲୀରେ ଏକା ଲଢ଼ିବ ଆମ୍ ଆଦ୍ମୀ ପାର୍ଟି। ଆଜି ଏଭଳି କିଛି ସଂକେତ ଦେଇଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ବଡ଼ ସହଯୋଗୀ କଂଗ୍ରେସ ଓ ଆମ୍…
ପୂର୍ବତନ ଭାରତୀୟ କ୍ରିକେଟର ତଥା ବିସିସିଆଇର ପୂବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି। କଳାକନା ବୁଲାଇଲା ଚୋର। ନେଇଗଲା ଦେଢ଼ ଲକ୍ଷ ଟଙ୍କାର ମୋବାଇଲ ଫୋନ୍। ଏନେଇ ଖୋଦ୍ ଥାନାରେ ଅଭିଯୋଗ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲି।…
ପଶ୍ଚିମବଙ୍ଗ ଶାସକ ଦଳ ତ୍ରୁଣମୂଳ କଂଗ୍ରେସ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ ଏଥର ପୁଣି ଥରେ ସୁସ୍ମିତା ଦେବଙ୍କୁ ରାଜ୍ୟସଭା ଟିକେଟ୍ ଦେଇଛି। ଏଥିସହ ସାମ୍ବାଦିକା ସାଗରିକା ଘୋଷ, ମମତା ବାଲା…
ଉତ୍ତରାଖଣ୍ଡର ହଲଦ୍ୱାନୀ ହିଂସା ଘଟଣାର ମାଷ୍ଟରମାଇଣ୍ଡ ଅବଦୁଲ ମଲିକ ଗିରଫ। ଦିଲ୍ଲୀ ଏବଂ ଉତ୍ତରାଖଣ୍ଡ ପୁଲିସର ମିଳିତ ଟିମ୍ ଅବଦୁଲକୁ ଦିଲ୍ଲୀରୁ ଗିରଫ କରିଛି। ପୁଲିସ ଏହି ଘଟଣାରେ ପାଞ୍ଚ ଜଣଙ୍କୁ ଗିରଫ କରିବା ସହ ଏପର୍ଯ୍ୟନ୍ତ ୬୦ରୁ ଅଧିକ ଲୋକଙ୍କୁ…
ଅଙ୍ଗନବାଡିରେ ଚାକିରି ଦେବା ନାଁରେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ। ଜଣେ କି ଦୁଇ ଜଣ ନୁହେଁ ପାଖାପାଖି ୨୦ ଜଣ ମହିଳା ଗଣଦୁଷ୍କର୍ମର ଶିକାର ହୋଇଛନ୍ତି। କେବଳ ସେତିକି ନୁହେଁ ଗଣଦୁଷ୍କର୍ମ କରି ଅଶ୍ଳୀଳ ଭିଡିଓ ସୁଟ୍ କରିଥିବା ମଧ୍ୟ…