ବିନା ଅସ୍ତ୍ରୋପଚାରରେ ଫୁସଫୁସରୁ ବାହାରିଲା ଛୁଞ୍ଚି

ଭୁବନେଶ୍ୱର: ପୁଣି ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ପାଦେ ଆଗେଇଲା ଭୁବନେଶ୍ଵର AIIMS। ରାଜ୍ୟରେ ପ୍ରଥମ ଥର ପାଇଁ ବିନା ଅସ୍ତ୍ରୋପଚାରରେ ଫୁସଫୁସରୁ ବାହାରିଲା ଛୁଞ୍ଚି। ବ୍ରୋଙ୍କୋସ୍କୋପିକ୍ ପଦ୍ଧତିରେ ଫୁସଫୁସରୁ ସିଲେଇ ଛୁଞ୍ଚି ବାହାରି କରିଛନ୍ତି ଡାକ୍ତରୀ ଦଳ । ପଶ୍ଚିମବଙ୍ଗରୁ ଆସିଥିବା…

ଅସୁସ୍ଥ ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି। ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା…

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ

ପୁରୀ   : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ହୁଣ୍ଡିକୁ ନେଉଥିବା ଦାନ ଟଙ୍କା ଗଣତି ବେଳେ ଚୋରି କରି ଜଣେ ପିଅନ ଧରାପଡ଼ିଛନ୍ତି । ଶ୍ରୀମନ୍ଦିର ଭିତରେ ଡୋନେସନ ସେଲ୍‌ରେ ଟଙ୍କା ଗଣତି ବେଳେ ଏହା ଘଟିଛି। ସିସିଟିଭି ଫୁଟେଜରୁ ଚୋରି…

ବିଧାନସଭାର ଶେଷ ଅଧିବେଶନ: ଫଟୋ ଫ୍ରେମ୍‌ରେ ଶାସକ-ବିରୋଧୀ, ଭାବବିହ୍ୱଳ ହେଲେ ବିଧାୟକ

ଭୁବନେଶ୍ବର: ଷୋଡଶ ବିଧାନସଭାର ଶେଷ ଅଧିବେଶନରେ ଶାସକ ଓ ବିରୋଧୀ ଦଳର ବିଧାୟକମାନଙ୍କୁ ଗୋଟିଏ ଫଟୋ ଫ୍ରେମ୍‌ରେ ଦେଖିବାକୁ ମିଳିଛି। ଗତ ୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବଜେଟ୍‌ ଅଧିବେଶନ ଅବସରରେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସହିତ ବିଧାୟକମାନେ ଆଜି…

ପୁଣି ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ବିଧାନସଭା ଅଧିବେଶନ

ଭୁବନେଶ୍ବର: ଷୋଡଶ ବିଧାନସଭାର ଶେଷ ଅଧିବେଶନ ଶୁକ୍ରବାର ସମାପ୍ତ ହୋଇଛି। ଗତ ୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବଜେଟ୍‌ ଅଧିବେଶନକୁ ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସନ୍ଧ୍ୟାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ରଖିଛନ୍ତି। ଏହି ଅଧିବେଶନରେ ମୋଟ୍‌ ୭ଟି…

ରାହୁଲ ପ୍ରଥମେ ନିଜକୁ ନ୍ୟାୟ ଦିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡା:ଝାରସୁଗୁଡାରେ ମୋଦିଙ୍କୁ ନେଇ ଗର୍ଜିଲେ ରାହୁଲ।ଉତ୍ତର ରଖିଲେ ଧର୍ମେନ୍ଦ୍ର। ମୋଦୀଙ୍କ ଜାତି ଭାଷଣକୁ ନେଇ ରାହୁଲଙ୍କ କଟାକ୍ଷ ପରେ ଧର୍ମେନ୍ଦ୍ରଙ୍କ ବାଣୀରେ ସ୍ପଷ୍ଟ କରାଇଲେ ରାହୁଲଙ୍କ ପ୍ରତି ହେଉଥିବା ଅନ୍ୟାୟ। ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି…

ଧରାପଡିଲେ ଦୁଇ ଲୁଟେରା

ଭୁବନେଶ୍ବର: ଧରାପଡିଲେ ଦୁଇ ଲୁଟେରା । ଏକୁଟିଆ ଦେଖି ଜଣେ ମହିଳାଙ୍କ ଠାରୁ ଝାମ୍ପିନେଇଥିଲେ ତାଙ୍କ ଭ୍ୟାନିଟ୍ ବ୍ୟାଗ । ଏନେଇ ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ ଉକ୍ତ ମହିଳା ଜଣଙ୍କ । ଅଭିଯୋଗକୁ ଆଧାରକରି ଆଜି ଦୁଇ ଜଣ ଲୁଟେରାଙ୍କୁ…

ନୀଳଗିରି ଖାଦାନ ପାଣିରୁ ୨ ମୃତଦେହ ଉଦ୍ଧାର

ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା କାଂଶ ଗ୍ରାମର ଦୁଇଜଣ ଯୁବକ ଚାରିଦିନ ହେବ ନିଖୋଜ ଥିବାବେଳେ ଘଟଣାକୁ ନେଇ ସନ୍ଦେହ ପ୍ରକାଶ ପାଇଥିଲା। ନୀଳଗିରି ବ୍ଲକ୍‌ ମଛୁଆ ଗ୍ରାମ ନିକଟରେ ଥିବା ଏକ ପରିତ୍ୟକ୍ତ ଖାଦାନ ନିକଟରୁ ଯୁବକଙ୍କ ଜୋତା…

ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର

ଭୁବନେଶ୍ୱର : ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର । ଆଦିତ୍ୟ ବିର୍ଲା ଗ୍ରୁପର ପୂର୍ବତନ ମାନବ ସମ୍ବଳ ବିଭାଗ ମୁଖ୍ୟ ସଂତୃପ୍ତ ମିଶ୍ର ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳକୁ ସ୍ବାଗତ କରିଛନ୍ତି । ଏହାପରେ…

ଦଶପଲ୍ଲାରୁ ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥକାଠ

ପୁରୀ: ଚଳିତ ବର୍ଷ ଜୁଲାଇ ୭ ତାରିଖ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏଥି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ଶୁକ୍ରବାର ଦିନ ପ୍ରଥମ…