National & International

ଆଉ ରହିବନି ଏଲପିଜି ସିଲିଣ୍ଡର ଚିନ୍ତା, ମାଗଣାରେ ଗ୍ୟାସ୍ ଦେବ ବିଜେପି

ନୂଆଦିଲ୍ଲୀ: ମହିଳାଙ୍କର ରହିବନି ଆଉ ଏଲପିଜି ସିଲିଣ୍ଡର ଚିନ୍ତା। ଏଣିକି ମାଗଣାରେ ମିଳିବ ଗ୍ୟାସ ସିଲିଣ୍ଡର। ଆଜ୍ଞା ହଁ ବିଶ୍ୱାସ ନ ହେଲେ ମଧ୍ୟ ଏହା ସତ। ଏଭଳି କିଛି ପ୍ରତିଶ୍ରୁତି ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଏକ ଇସ୍ତହାର…

୧୮ ଶହ ପଏଣ୍ଟ ବଢିଲା ସେନସେକ୍ସ, ସେୟାର ମାର୍କେଟ୍‌ରେ ଉତ୍ସାହ

ନୂଆଦିଲ୍ଲୀ: ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଲା ସେୟାର ବଜାର । ୧୮ ଶହ ପଏଣ୍ଟ ବଢିଲା ସେନସେକ୍ସ । ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ…

ଆମେରିକୀୟ ଆଇଟି କମ୍ପାନୀ ‘ଓରାକେଲ୍’ର ୩୦ ହଜାର କର୍ମଚାରୀଙ୍କୁ ଛଟେଇ, ୧୨ହଜାର ଭାରତୀୟ ପ୍ରଭାବିତ

ଆମେରିକା : ଆମେରିକୀୟ ଆଇଟି କମ୍ପାନୀ ‘ଓରାକେଲ୍’କର୍ମଚାରୀଙ୍କୁ କଲା ଛଟେଇ । କମ୍ପାନୀ ବିଶ୍ୱ ସ୍ତରରେ ପ୍ରାୟ ୩୦ ହଜାର କର୍ମଚାରୀଙ୍କୁ ଛଟେଇ କରିଛି । ଭାରତୀୟ କର୍ମଚାରୀଙ୍କ ସଂଖ୍ୟା ୪୦%ରୁ ଅଧିକ ରହିଛି । ଏଥିରେ ୧୨୦୦୦ ଭାରତୀୟ କର୍ମଚାରୀଙ୍କ…

ବୀର ବିକ୍ରମ ଯାଦବ ହେଲେ ଡିଜିସିଏର ନୂଆ ଡିଜି

ନୂଆଦିଲ୍ଲୀ : ବରିଷ୍ଠ ଆଇଏଏସ ଅଧିକାରୀ ବୀର ବିକ୍ରମ ଯାଦବଙ୍କୁ ଡିଜିସିଏର ଡିଜି ଭାବେ ନିଯୁକ୍ତ କରାଯାଇଛି । ନିଯୁକ୍ତି ସଂକ୍ରାନ୍ତୀୟ କେନ୍ଦ୍ର କ୍ୟାବିନେଟ କମିଟିରେ ଏନେଇ ଅନୁମୋଦନ ହୋଇଛି । ଏୟାର ଟ୍ରାଫିକ୍, ବିମାନ ବାତିଲ ଏବଂ ଯାତ୍ରୀଙ୍କ ସୁରକ୍ଷାକୁ…

ରୁଷୀୟ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ରୁଷ : କ୍ରିମିଆରେ ରୁଷୀୟ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୯ ଜଣଙ୍କର ମୃତ୍ୟୁ ହୋଇଛି । TASS ବୁଧବାର ରିପୋର୍ଟ ଅନୁସାରେ, ବିମାନରେ ୨୩ ଜଣ ଯାତ୍ରୀ ଏବଂ ଛଅ ଜଣ କ୍ରୁ ସଦସ୍ୟ ଥିଲେ । ରୁଷୀୟ ଆଣ୍ଟୋନୋଭ-୨୬…

ହୋଟେଲରୁ ଆଇପିଏଲ୍‌ରେ କାର୍ଯ୍ୟରତ ବ୍ରଡକାଷ୍ଟ ଇଞ୍ଜିନିୟରଙ୍କ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ମାର୍ଚ୍ଚ ୨୮ ତାରିଖରୁ ଆଇପିଏଲର ନୂଆ ସିଜିନ୍ ଆରମ୍ଭ ହୋଇଛି। ଏହି ସମୟରେ ଟୁର୍ଣ୍ଣାମେଣ୍ଟ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟ ପାଇଁ ବ୍ରଡକାଷ୍ଟ ଇଞ୍ଜିନିୟର ଭାବରେ କାମ କରୁଥିବା ଜଣେ ବ୍ରିଟିଶ ନାଗରିକଙ୍କ ମୃତ୍ୟୁ…

ମାସୁଦ ଆଝାରର ବଡ ଭାଇ ମହମ୍ମଦ ତାହିର ଅନୱରର ମୃତ୍ୟୁ, କାରଣ ଅସ୍ପଷ୍ଟ

ଇସଲାମାବାଦ : ପାକିସ୍ତାନରୁ ମଙ୍ଗଳବାର ଏକ ବଡ ଖବର ସାମ୍ନାକୁ ଆସିଛି। ଆତଙ୍କବାଦୀ ସଙ୍ଗଠନ ଜୈଶ-ଏ-ମହମ୍ମଦର ମୁଖ୍ୟ ମାସୁଦ ଆଝାରର ବଡ ଭାଇ ମହମ୍ମଦ ତାହିର ଅନୱରର ମୃତ୍ୟୁ ଘଟିଛି। ମାତ୍ର କେଉଁ କାରଣରୁ ତା’ର ମୃତ୍ୟୁ ଘଟିଛି ତାହା ଅସ୍ପଷ୍ଟ…

ଇରାନ ସହ ଯୁଦ୍ଧ ଶେଷ କରିବାକୁ ପ୍ରସ୍ତୁତ: ଡୋନାଲଡ ଟ୍ରମ୍ପ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛନ୍ତି। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି ଯେ ସେ ଇରାନ ସହିତ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତୁତ । ଯଦିଓ ହର୍ମୁଜ୍ ପ୍ରଣାଳୀ ବନ୍ଦ…

କଲୋନୀରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜୀବନ୍ତ ଦଗ୍ଧ

ସୁରତ : ଗୁଜରାଟ ସୁରତ ଜିଲ୍ଲାରେ ଲିମ୍ବାୟତ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ । ଏକ କଲୋନୀରେ ନିଆଁ ଲାଗିବା ଯୋଗୁଁ ଗୋଟିଏ ପରିବାରର ୫ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ସୂଚନା ମିଳିବା ପରେ ପୋଲିସ ଏବଂ ଅଗ୍ନିଶମ ଟିମ୍…

କ୍ୟାନ୍ସର ଚିକିତ୍ସାରେ ନୂଆ ସମ୍ଭାବନା, ମାତ୍ର ୫ ଦିନରେ ବ୍ରେନ ଟ୍ୟୁମର ଭଲ କଲା ନୂଆ ଔଷଧ

ନୂଆଦିଲ୍ଲୀ: କ୍ୟାନ୍ସର ଚିକିତ୍ସାରେ ନୂଆ ସମ୍ଭାବନା । ମାତ୍ର ୫ ଦିନରେ ବ୍ରେନ ଟ୍ୟୁମର ଗାଏବ କଲା ନୂଆ ଔଷଧ। କର୍କଟ ଭଳି ମାରାତ୍ମକ ରୋଗର ଚିକିତ୍ସା କ୍ଷେତ୍ରରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଆମେରିକାର ମାସାଚୁସେଟ୍ସ ଜେନେରାଲ୍ ହସ୍ପିଟାଲର…