ରାଜ୍ୟ ସରକାର ସ୍ୱତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଏହା ଆମର ପରିଚୟ। ଜନତା ମୈଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କରିବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷା…
