‘ଭାରତ ରତ୍ନ’ରେ ସମ୍ମାନିତ ହେବେ ଲାଲକୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ : 'ଭାରତ ରତ୍ନ'ରେ ସମ୍ମାନିତ ହେବେ ଲାଲକୃଷ୍ଣ ଆଡଭାନୀ। ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ 'ଭାରତ ରତ୍ନ'। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି।…
