ବିନା ଅନୁମତିରେ ଦିଲ୍ଲୀ-ବାକୁ ବିମାନ ଉଡ଼ାଣ ଭରିବାରୁ ଇଣ୍ଡିଗୋର ପାଇଲଟ ନିଲମ୍ବିତ

ନୂଆଦିଲ୍ଲୀ: ଦିଲ୍ଲୀରୁ ଆଜରବାଇଜାନର ରାଜଧାନୀ ବାକୁ ଯାଉଥିବା ଇଣ୍ଡିଗୋ ବିମାନର ପାଇଲଟମାନଙ୍କୁ ବିମାନ ଉଡ଼ାଣରୁ ହଟାଇ ଦିଆଯାଇଛି ଏବଂ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଆବଶ୍ୟକ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ (ଏଟିସି) ଅନୁମତି ବିନା ଉଡ଼ାଣ ଭରିଛି କି ନାହିଁ ତାହାର…

ପୁଣି ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍

ଇଡିର ଘନ ଘନ ଚଢ଼ାଉ ଭିତରେ ଝାଡ଼ଖଣ୍ଡରେ ଜାରି ରହିଛି ରାଜନୈତିକ ହଲଚଲ। ଜମି ଦୁର୍ନୀତି ମାମଲର ଅର୍ଥ ହେରଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜେରା କରିବାକୁ ଆସନ୍ତାକାଲି ଡାକିଛି। ଏହାରି ଭିତରେ ପୁଣି ଥରେ ସନ୍ଧ୍ୟାରେ…

ନୀତୀଶଙ୍କ ଧୋକା ପରେ ପ୍ରଥମଥର ମୁହଁ ଖୋଲିଲେ ରାହୁଲ ଗାନ୍ଧି

ଲୋକସଭା ନିର୍ବାଚନର ଠିକ ପୂର୍ବରୁ ଇଣ୍ଡିଆ ମେଣ୍ଟ ଛାଡ଼ି ପୁଣି ବିଜେପି ସହ ହାତ ମିଳାଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏକଦା ଇଣ୍ଡିଆ ମେଣ୍ଟର ପ୍ରମୁଖ ଚେହେରା ପାଲଟିଥିବା ନୀତୀଶ କୁମାରଙ୍କ ହଠାତ ପଟ ପରିବର୍ତ୍ତନ ପୂରା ଦେଶରେ ହଇଚଇ…

୧୪୬ ସାଂସଦଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ

ଜାନୁଆରୀ ୩୧ ତଥା ବୁଧବାର ଠାରୁ ଆରମ୍ଭ ହେବ ସଂସଦର ବଜେଟ୍‌ ଅଧିବେଶନ। ତେବେ ଏହି ଅଧିବେଶନ ପୂର୍ବରୁ ସମସ୍ତ ସାଂସଦଙ୍କ ନିଲମ୍ବନ ରଦ୍ଦ ହୋଇଛି। ଏନେଇ ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଶୀତ ଅଧିବେଶନ ବେଳେ…

ୟୁଟ୍ୟୁବର୍‌ଙ୍କୁ ଘରୁ ଡାକି ନେଇ ମଦ ପିଆଇ ପିଟିପିଟି ମାରିଦେଲେ

ବନ୍ଧୁ ସାଜିଲେ ବଇରୀ। ୟୁଟ୍ୟୁବର୍‌ଙ୍କୁ ଘରୁ ଡାକି ନେଇ ମଦ ପିଆଇଲେ। ପରେ ପିଟିପିଟି ମାରିଦେଲେ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଗ୍ରେଟର ନଏଡା। ଏହି ଘଟଣାରେ ପୁଲିସ ୭ ଜଣଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ଦୁଇ…

ମେୟର ନିର୍ବାଚନରେ ଜିତିଲା ବିଜେପି, ବର୍ଷିଲେ କେଜ୍ରିୱାଲ

ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଜିମାତ କରିଛି ବିଜେପି। ଦଳ ପାଖରେ ବିଜୟୀ ହେବାକୁ ସଂଖ୍ୟା ନଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ମେୟର ହୋଇଛନ୍ତି। ବିରୋଧୀ ଆପ୍‌ ଓ କଂଗ୍ରେସ ପାଖରେ ୨୦ଟି ଭୋଟ ଥିଲା। କିନ୍ତୁ ପ୍ରିଜାଇଡିଂ ଅଫିସର ହଠାତ୍‌ ୮ଟି…

୪୦ ଘଣ୍ଟା ପରେ ପ୍ରକଟ ହେଲେ ସୋରେନ୍‌

ଦିଲ୍ଲୀରୁ ଗାଏବ ହୋଇଥିବା ଝଡଖଣ୍ଡ ମୁଖ୍ୟମନ୍ତ୍ରୀ ଶେଷରେ ରାଞ୍ଚିରେ ପ୍ରକଟ ହୋଇଛନ୍ତି। ଇଡି ସହ ଦୀର୍ଘ ୪୦ ଘଣ୍ଟାର ଲୁଚକାଳି ଖେଳ ପରେ ଦେଖା ଦେଇଛନ୍ତି ହେମନ୍ତ ସୋରେନ୍‌। ରବିବାର ଠାରୁ ଗାଏବ ଥିବା ସୋରେନ୍‌ ଆଜି ଆସି ରାଞ୍ଚିରେ ପହଞ୍ଚିଛନ୍ତି।…

ପିସିସି ଅଫିସରେ ପିଟାପିଟି ହେଲେ ନେତା, ବର୍ଷିଲା ଲାତ-ଗୋଇଠା

ଥମୁନି କଂଗ୍ରେସର ଅନ୍ତଃକନ୍ଦଳ। ଏବେ ଦାଣ୍ଡରେ ପଡି ହାଟରେ ବିକ୍ରି ହେଲାଣି କଂଗ୍ରେସର ଭିତିରିଆ ଲଢ଼େଇ। ସର୍ବ ସମ୍ମୁଖରେ ପିଟାପିଟି ହେଉଛନ୍ତି ନେତା। କେବଳ ସେତିକି ନୁହେଁ ପିସିସି ଅଫିସରେ ଚୌକି ମଧ୍ୟ ଫିଙ୍ଗାଫିଙ୍ଗି ହୋଇଛନ୍ତି। ପରସ୍ପରକୁ ଅସଭ୍ୟା ଭାଷାରେ ଗାଳିଗୁଲଜ କରିବା…

ଚଣ୍ଡିଗଡ଼ ମେୟର ନିର୍ବାଚନ ଜିତିଲା ବିଜେପି; ହାଇକୋର୍ଟ ଯିବ କହିଲା ଆପ୍

ଚଣ୍ଡିଗଡ଼ ମେୟର ନିର୍ବାଚନରେ ଇଣ୍ଡିଆ ମେଣ୍ଟକୁ ଝଟକା। ବିଜେପିର ମନୋଜ କୁମାର ସୋନକର ଜିତିଲେ ମେୟେର ଆସନ। ପ୍ରଥମ କରି ଇଣ୍ଡିଆ ମେଣ୍ଟ ଦଳ ବିଜେପି ବିରୁଦ୍ଧରେ ଏକାଠି ନିର୍ବାଚନ ଲଢୁଥିବା ବେଳେ ଏହାକୁ ଝଟକା ଲାଗିଛି। ଏଠାରେ ଆପ୍ ଏବଂ…

ବିଜେପି ନେତାଙ୍କୁ ହତ୍ୟା ମାମଲା, ୧୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ

ବିଜେପି ନେତାଙ୍କୁ ହତ୍ୟା ମାମଲାରେ ୧୫ ଜଣଙ୍କୁ ମିଳିଲା ମୃତ୍ୟୁ ଦଣ୍ଡାଦେଶ। ସମସ୍ତ ଅପରାଧୀଙ୍କ ବିରୋଧରେ ଫାଶୀ ଦଣ୍ଡାଦେଶ ଶୁଣାଇଲେ କୋର୍ଟ।  ନିକଟରେ କେରଳର ଏକ ଜିଲ୍ଲା କୋର୍ଟ ୨୦୨୧ ମସିହାରେ ବିଜେପି ନେତାଙ୍କୁ ହତ୍ୟା ମାମଲାରେ SDPI ସହ ଜଡିତ…