ଉତ୍ତରାଖଣ୍ଡରେ ଲାଗୁ ହେବ ୟୁସିସି !

ୟୁନିଫର୍ମ ସିଭିଲ କୋଡ (ୟୁସିସି) ବା ଏକକ ନାଗରିକ ସଂହିତା ଲାଗୁ କରିବାକୁ ଅଣ୍ଟା ଭିଡୁଛି ଉତ୍ତରାଖଣ୍ଡ। ଦେଶର ପ୍ରଥମ ରାଜ୍ୟ ଭାବେ ଉତ୍ତରାଖଣ୍ଡ ସରକାର ଲାଗୁ କରିବାକୁ ଯାଉଛନ୍ତି ୟୁସିସି ନିୟମ। ଏନେଇ ଏକ ବଡ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏନେଇ ଆଜି ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ୧୫ଟି ରାଜ୍ୟରେ ଖାଲି ପଡିବାକୁ ଥିବା ୫୬ ଆସନ ପାଇଁ ନିର୍ବାଚନ ହେବ। ନିର୍ବାଚନ ଆୟୋଗଙ୍କ ଚିଠି ଅନୁଯାୟୀ, ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ନାମାଙ୍କନ ପତ୍ର…

ବିହାରରେ ରାହୁଲଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ବିହାରରେ ବଦଳି ସାରିଛି ମେଣ୍ଟ। କଂଗ୍ରେସକୁ ସମର୍ଥନ କରୁଥିବା ଜେଡିୟୁ ଏବେ ଏନ୍‌ଡିଏ ନୌକାରେ ବସିଛି। ପୁଣିଥରେ ୟୁ-ଟର୍ଣ୍ଣ ମାରି ସାରିଛନ୍ତି ନୀତୀଶ। ବିରୋଧୀଙ୍କୁ ଦେଇଛନ୍ତି ଧୋକା। ଏହାରି ଭିତରେ ଏବେ ବିହାରରେ ପହଞ୍ଚିଛି ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା।…

ପୈତୃକ ଘର ଦାନ କରି ନିଜର ମନ କଥା ଖୋଲି କହିଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ନିଜର ପୈତୃକ ଘର ଦାନ କରି ଦେଇଛନ୍ତି। ଏହି ଘଟଣା ଏବେ ଚର୍ଚ୍ଚାର ପରିସରରେ ରହିଛି। ସୂଚନାଯୋଗ୍ୟ, ସୋମବାର ସକାଳେ ଅର୍ଥ‌ାତ ଜାନୁଆରି ୨୯ ତାରିଖରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ରୋହତକରୁ ଭିବାନୀ ଅଭିମୁଖେ…

ଲକ୍ଷେ ଟଙ୍କିଆ କ୍ୟାପ୍‌ ପିନ୍ଧି ପ୍ରଚାର କଲେ ନବାଜ

ପାଖେଇ ଆସିଲାଣି ପାକିସ୍ତାନ ନିର୍ବାଚନ। ଏଥିପାଇଁ ଜୋରସୋରେ୍‌ ଚାଲିଛି ପ୍ରଚାର। ଭୋଟିଂ ପୂର୍ବରୁ ସମସ୍ତ ଦଳର ହେଭିଓ୍ୱେଟ୍‌ ନେତା ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ଚାଲିଛି ଘନ ଘନ ରାଲି। ଏହାରି ଭିତରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନବାଜ ଶରିଫ ନିର୍ବାଚନ ପ୍ରଚାର…

ମାଳଦ୍ୱୀପ ସଂସଦରେ ହାତାହାତି, ଗଡ଼ାଗଡ଼ି ହେଲେ ସାଂସଦ

ମାଳଦ୍ୱୀପ ସଂସଦରେ ଦେଖିବାକୁ ମିଳିଲା ରେସଲିଂ ରିଙ୍ଗର ଦୃଶ୍ୟ । ମାଳଦ୍ୱୀପ ସଂସଦ ଭିତରେ ଗୃହ କାର୍ଯ୍ୟ ବଦଳରେ ଚାଲିଲା ଘମାଘୋଟ ମାରପିଟ୍। ଖାଲି ଧସ୍ତାଧସ୍ତି କି ଠେଲାପେଲା ନୁହେଁ, ଜୋରଦାର ହାତାହାତି ଓ ଗଡ଼ାଗଡ଼ି ବି ହେଲେ ବିରୋଧୀ ଓ ଶାସକ…

ଭାରତକୁ ବିରୋଧ କରିବା ପଡିବ ମହଙ୍ଗା, ଭାଙ୍ଗିବ ମୁଇଜ୍ଜୁ ସରକାର!

ଭାରତକୁ ବିରୋଧ କରିବା ଏବେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁଙ୍କୁ ପଡିପାରେ ମହଙ୍ଗା। ତାଙ୍କ ବିରୋଧରେ ଆସିପାରେ ଅନାସ୍ଥା ପ୍ରସ୍ତାବ। ଲଗାତର ଭାରତକୁ ବିରୋଧ କରିବା ଓ ତାଙ୍କ କ୍ରୁର ନୀତି ପାଇଁ ସେ ବରୋଧୀଙ୍କ ଟାର୍ଗେଟ୍‌ରେ ଅଛନ୍ତି। ଏହାରି ଭିତରେ…

କୋଟାରେ ପୁଣି ଜୀବନ ହାରିଲେ ଛାତ୍ରୀ

ଏପଟେ ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ଚାପମୁକ୍ତ ରହିବାର ଟିପ୍ସ ଦେଉଛନ୍ତି, ସେପଟେ କୋଟାରୁ ଆସିଛି ଦୁଃଖଦ ଖବର। ରାଜସ୍ଥାନ କୋଟାରେ ଜେଇଇ କୋଚିଂ ନେଉଥିବା ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଚଳିତ ବର୍ଷ ଏଯାବତ୍ ଦୁଇ ଜଣ ଆତ୍ମହତ୍ୟା କଲେଣି। ଗତ ବର୍ଷ ମଧ୍ୟ…

ଶିକ୍ଷକ ସ୍ୱାମୀକୁ ଶ୍ରେଣୀଗୃହରେ ତାଲା ପକାଇ ଜୀଅନ୍ତା ଜାଳିଦେଲା ସ୍ତ୍ରୀ

ନିଜ ହାତରେ ସ୍ତ୍ରୀ ପୋଛିଦେଲା ନିଜ ମଥା ସିନ୍ଦୁର। ହୋମ ନିଆଁକୁ ସାକ୍ଷୀ ରଖି ସାତ ଜନ୍ମ ପାଇଁ ସାଥୀ କରିଥିବା ସ୍ୱାମୀକୁ କରିଦେଲା ପର। ପ୍ରେମିକ ସହ ମିଶି ଘଟାଇଲା ବିଭତ୍ସକାଣ୍ଡ। ସ୍ୱାମୀକୁ ସ୍କୁଲ ଶ୍ରେଣୀଗୃହରେ ବନ୍ଦ କରି ପେଟ୍ରୋଲ…

ପରୀକ୍ଷା-ପେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା; ପ୍ରତିଯୋଗିତା ବନ୍ଧୁଙ୍କ ସହ ନୁହେଁ, ନିଜ ସହ କର

ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। 'ପରୀକ୍ଷା-ପେ ଚର୍ଚ୍ଚା' କାର୍ଯ୍ୟକ୍ରମ ମାଧ୍ୟମରେ ପିଲାମାନଙ୍କ ମନର ଦ୍ୱନ୍ଦ୍ୱ ଦୂର କଲେ। ଏଥିସହ ପିଲାମାନେ କିପରି ଚାପମୁକ୍ତ ହୋଇ ପରୀକ୍ଷା ଦେବେ ସେଥିପାଇଁ ଟିପ୍ସ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ପରୀକ୍ଷା…