ପ୍ରକଳ୍ପ ଉଦ୍‌ଘାଟନ କରିବାକୁ ଯାଇ ହଟହଟା ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା

ବେଙ୍ଗାଲୁରୁ : ପ୍ରକଳ୍ପ ଉଦ୍‌ଘାଟନ କରିବାକୁ ଯାଇ ହଟହଟା ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା। ସ୍ୱିଚ୍ ଟିପିବା ପରେ ବି ଷ୍ଟାର୍ଟ ହେଲାନି ମଟର୍‌। ସର୍ବସମ୍ମୁଖରେ ଲୋକହସା ହେଲେ ମୁଖ୍ୟମନ୍ତ୍ରୀ। ଏହି ଘଟଣା ପରେ ଆକ୍ସନ ମୁଡ୍‌କୁ ଆସିଛନ୍ତି କର୍ଣ୍ଣାଟକ ସରକାର।…

ଆଗାମୀ ନିର୍ବାଚନରେ ରାହୁଲଙ୍କ ଅହଂକାରକୁ ଲୋକ ଦେଖିବେ – ହିମନ୍ତ

ଗୌହାଟୀ : ବଦଳିଲା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସ୍ୱର। ଗତକାଲି ରାହୁଲ ଗାନ୍ଧିଙ୍କୁ ନିର୍ବାଚନ ପୂର୍ବରୁ ଗିରଫ କରିବାକୁ କହୁଥିଲେ କିନ୍ତୁ ଆଜି ଦରକାର ବୋଲି କହୁଛନ୍ତି। ଗୁରୁବାର ଦିନ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ରାହୁଲ…

ଗଣତନ୍ତ୍ର ଦିବସରେ ୧୧୩୨ ଜଣ ବୀରଙ୍କୁ ମିଳିବ ସମ୍ମାନ, ଜମ୍ମୁ କଶ୍ମୀରରୁ ପାଇବେ ସର୍ବାଧିକ

ନୂଆଦିଲ୍ଲୀ : ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପ୍ରଦର୍ଶନ ପାଇଁ ୧୧୩୨ ଜଣଙ୍କୁ ମିଳିବ ସମ୍ମାନ। ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାଲିକା ପ୍ରକାଶ କରିଛି।ଆସନ୍ତାକାଲି ୭୫ତମ ଗଣତନ୍ତ୍ର ଦିବସରେ ଏହି ସମ୍ମାନ ପ୍ରଦାନ କରାଯିବ। ପୁଲିସ, ଅଗ୍ନିଶମ, ହୋମଗାର୍ଡ,…

ପ୍ରଥମ ଦିନରେ ଅଯୋଧ୍ୟା ରାମ ମନ୍ଦିରକୁ ଦାନ ହୋଇଛି ୩ କୋଟି ଟଙ୍କା

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା। ତା’ପର ଦିନ ଅର୍ଥାତ୍ ଜାନୁଆରୀ ୨୩ରେ ଏହାକୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲି ଦିଆଯାଇଥିଲା। ଆଉ ପ୍ରଥମ ଦିନରେ ହିଁ ଭକ୍ତମାନେ ରାମ ମନ୍ଦିରକୁ…

ଭାରତୀୟ ନୌସେନା ନଜରରେ ଚୀନ ଗୁପ୍ତଚର ଜାହାଜ

ନୂଆଦିଲ୍ଲୀ: ମାଳଦ୍ୱୀପର ଏକ ବନ୍ଦରରେ ଚୀନ୍ ଗୁପ୍ତଚର ଜାହାଜ ‘ସିଆଙ୍ଗ ୟାଙ୍ଗ ହଙ୍ଗ- ୩’ ଜାହାଜକୁ ରହିବାକୁ ମାଳଦ୍ବୀପ ସରକାର ଅନୁମତି ଦେଇଛନ୍ତି। ଏ ନେଇ ଭାରତ ବୁଧବାର କହିଛି ଯେ ଆମେ ଚୀନ ଜାହାଜ ଉପରେ ନଜର ରଖିବୁ। ହିନ୍ଦୁସ୍ତାନ…

୨୫ରେ ସାର୍ବଜନୀନ ହୋଇପାରେ ଜ୍ଞାନବାପି ମସଜିଦ ସର୍ଭେ

ନୂଆଦିଲ୍ଲୀ: ଜାନୁଆରୀ ୨୫ ତାରିଖ ଗୁରୁବାର ବାରଣାସୀର ଜ୍ଞାନବାପି ମସଜିଦର ଏଏସଆଇ ସର୍ଭେ ରିପୋର୍ଟ ସାର୍ବଜନୀନ ହୋଇପାରେ । ମିଳିଥିବା ସୂଚନା ଅନୁଯାୟୀ, ଏଏସଆଇ ରିପୋର୍ଟକୁ ସାର୍ବଜନୀନ କରିବା ପାଇଁ ହିନ୍ଦୁ ଓ ମୁସଲମାନ ପକ୍ଷରେ ସହମତି ପ୍ରକାଶ ପାଇଛି। ଏହି…

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ବର୍ଦମାନରୁ ଏକ ବୈଠକରେ ଯୋଗ ଦେଇ ଫେରିବା ବେଳେ ତାଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି। ସୂଚନା ମୁତାବକ,…

‘ଇଣ୍ଡିଆ’ ମେଣ୍ଟକୁ ପଞ୍ଜାବରେ ଝଟ୍‌କା, ଏକା ଲଢ଼ିବ ଆପ୍‌

ପଶ୍ଚିମବଙ୍ଗ ପରେ ପଞ୍ଜାମରେ 'ଇଣ୍ଡିଆ' ମେଣ୍ଟକୁ ଝଟ୍‌କା। ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି। ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍‌ ଏକା ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ସ୍ୱଜାତି ଭକ୍ଷଣ: ବାଘକୁ ମାରି ଖାଇଲା ବାଘ

ବାଘ ପାଲଟିଲା ବାଘର ଶତ୍ରୁ। ନିଜ ପରାକ୍ରମ ଦେଖାଇବାକୁ ଯାଇ କମ୍‌ ବୟସ୍କ ୨ଟି ବାଘଙ୍କ ଉପରେ ଏକ ଶକ୍ତିଶାଳୀ ବାଘ ମରଣାନ୍ତକ ଆକ୍ରମଣ କରିବା ସହ ସେମାନଙ୍କୁ ଝୁଣି ଖାଇଲା। ଆଖି ଖୋସିଦେବା ପରି ଏପରି ଏକ ଘଟଣା ମହାରାଷ୍ଟ୍ରର…

ସହକର୍ମୀଙ୍କ ଉପରକୁ ଗୁଳି କଲେ ଆସାମ ରାଇଫଲ୍ସର ଜଣେ ଯବାନ, ୬ ଆହତ

ସହକର୍ମୀଙ୍କ ଉପରକୁ ଗୁଳି କଲେ ଆସାମ ରାଇଫଲ୍ସର ଜଣେ ଯବାନ। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯବାନ ଜଣକ ତାଙ୍କ ସହକର୍ମୀମାନଙ୍କୁ ଗୁଳି ମାରିବା ପରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ମଣିପୁର…