ଅତିଥିଙ୍କୁ ସୁରକ୍ଷା ଦେବେ ୧୩ହଜାର ସୁରକ୍ଷା ବାହିନୀ, କରାଯାଇଛି ଏସବୁ ବ୍ୟବସ୍ଥା

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶବାସୀଙ୍କ ନଜର ରହିଛି। ଲୋକମାନେ ବିଶାଳ ଉଦଘାଟନକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ରାଜ୍ୟରୁ ରାମଲାଲାଙ୍କ ପାଇଁ ବିଭିନ୍ନ ପ୍ରକାରର ଉପହାର ଆସୁଛି। ଜାନୁଆରି ୨୨ରେ ଅଯୋଧ୍ୟାରେ…

ବାଲୁକା କଳାରେ ଶୋଭା ପାଉଛନ୍ତି ପ୍ରଭୁ ଶ୍ରୀରାମ

ଅଯୋଧ୍ୟା: ରାମ ମୟ ଦେଶ । ରାମଙ୍କ ଭକ୍ତିରେ ଦେଶବାସୀ । ସେଥିପାଇଁ ଖୁବ ଜୋରସୋରରେ ଚାଲିଛି ସାଜ୍ଜସଜ୍ଜା । ଏହାରି ଭିତରେ ୫୦୦ ମିନିଚର୍ ବ୍ୟବହାର କରି ଭଗବାନ ଶ୍ରୀରାମଙ୍କ ୨୩ ଫୁଟର ବାଲୁକା କଳା ପ୍ରସ୍ତୁତ କରିଛନ୍ତି ବାଲୁକାଶିଳ୍ପୀ…

ଭାରତୀୟ ବିମାନକୁ ମାଳଦ୍ୱୀପରେ ମିଳିଲାନି ଅନୁମତି, ଆଖିବୁଜିଲା ନାବାଳକ

ଭାରତ ଓ ମାଳଦ୍ୱୀପ ମଧ୍ୟରେ ବିବାଦ ଜାରି ରହିଛି। ଏବେ ଏହି ବିବାଦ ଭିତରେ ଜଣେ ୧୪ ବର୍ଷୀୟ ନାବାଳକ ବଳି ପଡିଛି। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁଙ୍କ ଜିଦ୍‌ ଯୋଗୁ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ମୁତାବକ,…

କଂଗ୍ରେସର ଭାଷା କହୁଛନ୍ତି ଅବିମୁକ୍ତେଶ୍ବରାନନ୍ଦ ସରସ୍ବତୀ: ସ୍ୱାମୀ ଅଧୋକ୍ଷଜାନନ୍ଦ

ନୂଆଦିଲ୍ଲୀ: ଅଯୋଧ୍ୟାରେ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ କେତେକ ଶଙ୍କରାଚାର୍ଯ୍ୟ ପ୍ରଶ୍ନ ଉଠାଇଥିବାବେଳେ ଏହାକୁ ନେଇ ପ୍ରୟାଗରାଜରେ ଥିବା ସାଧୁ ଓ ସନ୍ଥମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଗୋବର୍ଦ୍ଧନ ପୀଠର ମୁଖ୍ୟ ଧର୍ମଚାର୍ଯ୍ୟ, ଜଗତଗୁରୁ ସ୍ୱାମୀ…

୫ଟି ସ୍କୁଲ ରୂପାନ୍ତରଣ: ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା…

ସଂଘବଦ୍ଧ ଆକ୍ରମଣରେ କାର୍ଯ୍ୟରତ ସାମ୍ବାଦିକ ଗୁରୁତର

ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ପାର୍ଶ୍ୟ ତଥା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ମୁଖ୍ୟ ଶାଖା ନିକଟରେ ମଧ୍ୟାହ୍ନ ସମୟରେ ଜଣେ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଫଳରେ ଗୁରୁତର ଆହତ ହୋଇଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଉତ୍ତେଜନା ହ୍ରାସ ପାଇଁ ପାକିସ୍ତାନ-ଇରାନ ସହମତି: କୂଟନୈତିକ ସଂପର୍କ ସ୍ବାଭାବିକ କରିବାକୁ ପ୍ରୟାସ

ଇସଲାମାବାଦ: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଆତଙ୍କବାଦୀ ଆଡ଼ାଗୁଡ଼ିକ ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ ଓ ଏହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ଇରାନର ଦକ୍ଷିଣ ସୀମାରେ ପାକିସ୍ତାନର କ୍ଷେପଣାସ୍ତ୍ର ମାଡ଼କୁ ନେଇ ଜଟିଳ ସ୍ଥିତି ଲାଗି ରହିଛି। ଉଭୟ ଦେଶ ସର୍ବାଧିକ ସଂଯମରେ କାମ…

ୟୁଏଇ ରାଜ ପରିବାରର ଅଚଳାଚଳ ସମ୍ପତ୍ତି: ୪୦୭୮ କୋଟି ଟଙ୍କାର ଭବନ, ୮ଟି ଘରୋଇ ଜେଟ୍‌

ଆବୁଧାବି: ଆବୁଧାବି ରାଜ ପରିବାର ଇଂଲଣ୍ଡ ଫୁଟବଲ କ୍ଲବ୍ ମାଞ୍ଚେଷ୍ଟର ସିଟିର ମାଲିକ ଏବଂ ତାଙ୍କର ମୁକେଶ ଅମ୍ବାନୀ ଓ ଗୌତମ ଆଦାନୀଙ୍କଠାରୁ ଅଧିକ ସମ୍ପତ୍ତି ରହିଛି। ଦୁନିଆର ସବୁଠାରୁ ଧନୀ ପରିବାର ପାଖରେ ଏକ ରାଷ୍ଟ୍ରପତି ଭବନ ରହିଛି ଯାହାର…

କଂଗ୍ରେସକୁ ଝଟ୍‌କା: ପଶ୍ଚିମବଙ୍ଗରେ ୪୨ଟି ଯାକ ଆସନରେ ଲଢ଼ିବ ଟିଏମ୍‌ସି

କୋଲକାତା: ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଇଣ୍ଡିଆ ମେଣ୍ଟକୁ ଆଜି ଏକ ଧକ୍କା ଲାଗିଛି। ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପଶ୍ଚିମବଙ୍ଗରେ କଂଗ୍ରେସ ସହିତ କୌଣସି ଆସନ ବୁଝାମଣା କରିବ ନାହିଁ। ସମସ୍ତ ୪୨ଟି ଯାକ ଆସନରେ ଏକା ଲଢ଼ିବ।…

ଅପପ୍ରଚାରର ମୁକାବିଲା ପାଇଁ ଅଣ୍ଟାଭିଡ଼ିଲା ନିର୍ବାଚନ ଆୟୋଗ: ଇଭିଏମ୍‌, ଭିଭିପାଟ୍‌ ପାଇଁ ସଚେତନତା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପୁର୍ବରୁ ଇଭିଏମ୍‌ ଏବଂ ନିର୍ବାଚନ ପ୍ରକ୍ରିୟାକୁ ନେଇ ଇଣ୍ଟରନେଟ୍‌ ମିଡିଆର ଅପପ୍ରଚାର ଉପରେ ପୂର୍ଣ୍ଣଚ୍ଛେଦ ପକାଇବା ପାଇଁ ଆୟୋଗ ଯୋଜନା ପ୍ରସ୍ତୁତ କରୁଥିବା ସୂତ୍ରରୁ ଜଣାପଡ଼ିଛି। ଆୟୋଗ ପକ୍ଷରୁ ଯେଉଁ ଯୋଜନା ପ୍ରସ୍ତୁତ କରାଯାଇଛି ତାହା…