ସର୍ଜିକାଲ ଷ୍ଟ୍ରାଇକ୍ ପରେ ଖରାପ ହେଲା ପାକିସ୍ତାନ-ଇରାନ ସଂପର୍କ

ଇସ୍ଲାମାବାଦ: ପାକିସ୍ତାନ ଉପରେ ଇରାନର ସର୍ଜିକାଲ ଷ୍ଟ୍ରାଇକ୍ ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଖରାପ ହେବାରେ ଲାଗିଛି । ଇରାନରୁ ନିଜ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି ପାକିସ୍ତାନ। ଏହା ସହିତ ପାକିସ୍ତାନରେ ଅବସ୍ଥାପିତ ଇରାନୀ ରାଷ୍ଟ୍ରଦୂତଙ୍କୁ ବହିଷ୍କାର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜେରା କଲା ଇଡି

ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହରିୟାଣାର ପୂର୍ବତନ ଭୂପିନ୍ଦର ସିଂହ ହୁଡ୍ଡାଙ୍କୁ ଆଜି ଇଡି ପଚରାଉଚରା କରିଛି। ପ୍ରିଭେନ୍‌ସନ୍‌ ଅଫ୍‌ ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ତାଙ୍କୁ…

ବାଣ ନେଇ ଅଯୋଧ୍ୟା ଯାଉଥିବା ଟ୍ରକ୍‌ରେ ଲାଗିଲା ନିଆଁ

ବାଣ ଲଦା ହୋଇଥିବା ଏକ ଟ୍ରକ୍‌ରେ ଲାଗିଲା ନିଆଁ। ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାର ଖରଗିଖେଡା ଗାଁ ନିକଟରେ ଏକ ଟ୍ରକ୍‌ରେ ସନ୍ଦିଗ୍ଧ ପରିସ୍ଥିତିରେ ନିଆଁ ଲାଗିବା ଯୋଗୁ ଭୟଙ୍କର ବିସ୍ଫୋରଣ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା ମୁତାବକ,…

ସରକାରୀ ଘର ଖାଲି କରିବାକୁ ମହୁଆକୁ ମିଳିଲା ତୃତୀୟ ନୋଟିସ୍‌

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କୁ ବୁଧବାର ନୂଆଦିଲ୍ଲୀରେ ତାଙ୍କ ସରକାର ଆବଣ୍ଟିତ ବାସଭବନ ଖାଲି କରିବାକୁ ପୁଣି ନୋଟିସ୍‌ ମିଳିଛି। ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଥିବା ସମ୍ପତ୍ତି ନିର୍ଦ୍ଦେଶାଳୟ ପକ୍ଷରୁ ମୈତ୍ରଙ୍କୁ ତାଙ୍କ…

ମଝି ଆକାଶରେ କ୍ରୁ ସଦଦ୍ୟଙ୍କୁ କାମୁଡ଼ି ଦେଲେ ଯାତ୍ରୀ, ଅଧାରାସ୍ତାରୁ ଫେରିଗଲା ବିମାନ

ଦିନକୁ ଦିନ ବିମାନ ଭିତରେ ହିଂସକ ହୋଇପଡୁଛନ୍ତି ଯାତ୍ରୀ। ଏପରିକି କ୍ରୁ ସଦସ୍ୟଙ୍କୁ ମାଡ ମାରିବାକୁ ମଧ୍ୟ ପଛାଉ ନାହାନ୍ତି। ଦିଲ୍ଲୀରୁ ଗୋଆ ଯାଉଥିବା ଇଣ୍ଡିଗୋ ବିମାନ ବିଳମ୍ବ ହେବା ପରେ ପାଇଲଟଙ୍କୁ ଜଣେ ଯାତ୍ରୀ ଚାପୁଡା ମାରିବ ଘଟଣା ପରେ…

ଜାଲିକାଟ୍ଟୁ ପ୍ରତିଯୋଗିତାରେ ଅଘଟଣ; ଜଣେ ନାବାଳକଙ୍କ ସମେତ ୨ ମୃତ

ମଦୁରାଇ: ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ବୁଧବାର ଷଣ୍ଢ ପିଛା କରୁଥିବା ଖେଳ ମଞ୍ଜୁଭିରଟ୍ଟୁରେ ଜଣେ ନାବାଳକଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ ଜଣ ଆହତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ଭାଲେୟମପଟ୍ଟିର ରବି (୧୧) ଏବଂ ଜଣେ ୩୫ ବର୍ଷୀୟ…

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୧୮ ମୃତ

ବାଣ ଫ୍ୟାକ୍ଟ୍ରିରେ ହେଲା ଭୟଙ୍କର ବିସ୍ଫୋରଣ। ଚାଲିଗଲା ୧୮ ଜଣଙ୍କ ଜୀବନ। ଥାଇଲାଣ୍ଡର ସୁଫାନ ବୁରୀ ଅଞ୍ଚଳରେ ଘଟିଛି ଏଭଳି କିଛି ଦୁର୍ଘଟଣା। ଏଠାରେ ଥିବା ଏକ ବାଣ ଫ୍ୟାକ୍ଟ୍ରିରେ ହଠାତ୍‌ ବିସ୍ଫୋରଣ ହେବା ଯୋଗୁ ପାଖାପଖି ୧୮ ଜଣଙ୍କ ମୃତ୍ୟୁ…

‘କଂଗ୍ରେସ କେବଳ ଗରିବି ହଟାଓ ସ୍ଲୋଗାନ ଦେଉଥିଲା…’ : ମୋଦୀ

କୋଚି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର (ଜାନୁଆରୀ ୧୭) କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ଗରିବୀ ହଟାଓ ସ୍ଲୋଗାନ ଦେଇଥିଲା, କିନ୍ତୁ ଆମେ (ଏ ଦିଗରେ) କାମ କରିଛୁ ଓ ଆମ କାମର ପ୍ରଭାବ ଦେଶରେ ଦେଖିବାକୁ…

ମଣିପୁରରେ ପୁଣି ହିଂସା, କମାଣ୍ଡୋଙ୍କୁ ଗୁଳି କରି ହତ୍ୟା

ମଣିପୁରରେ ଥମୁନି ହିଂସା। ପୁଣି ଏଠାରେ ସୁରକ୍ଷାକର୍ମୀ ଓ ଦୁର୍ବୃତ୍ତ ମୁହାଁମୁହିଁ ହୋଇଛନ୍ତି। ମଣିପୁରର ତେଙ୍ଗନୋଉପଲ ଜିଲ୍ଲାର ସୀମାବର୍ତ୍ତ ସହର ମୋରେହରେ ସୁରକ୍ଷାକର୍ମୀ ଓ କୁକି ସମ୍ପ୍ରଦାୟର କିଛି ଦୁର୍ବୃତ୍ତ ମଧ୍ୟରେ ଗୁଳିମାଡ ହୋଇଛି। ଏନେଇ ପୁଲିସ ସୂଚନା ଦେଇଛି। ସୂଚନା ମୁତାବକ, ଦୁର୍ବୃତ୍ତମାନେ…

କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ

ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ଆଖିବୁଜିଲା ଆଉ ଏକ ଚିତା। ମଙ୍ଗଳବାର ଚିତା ସୌର୍ଯ୍ୟର ମୃତ୍ୟୁ ହୋଇଛି। ଏହି ଚିତାକୁ ଦକ୍ଷିଣ ଆଫ୍ରିକାର ନାମ୍ବିଆରୁ ଅଣାଯାଇଥିଲା। ଏହାକୁ ମିଶାଇ କୁନୋ ନ୍ୟାସନାଲ ପାର୍କରେ ବର୍ତ୍ତମାନ ସୁଦ୍ଧା ୧୦ଟି ଚିତାର ମୃତ୍ୟୁ ହୋଇସାରିଲାଣି।…