‘ମମତା ହେଉଛନ୍ତି ବେଇମାନ ଓ ଅହଂକାରୀ, ସୋନିଆ ତାଙ୍କୁ ଭିକ ମାଗିବେନି’

ନୂଆଦିଲ୍ଲୀ : ଗୋଟିଏ ପଟେ 'ଇଣ୍ଡିଆ' ବ୍ଲକରେ ସିଟ୍‌ ବଣ୍ଟନକୁ ନେଇ ବୈଠକ ଚାଲିଥିବା ବେଳେ ଅନ୍ୟପଟେ ନେତାମାନେ ପରସ୍ପର ଉପରେ ଆକ୍ରମଣ କରିବାକୁ ଲାଗିଛନ୍ତି। ଆଜି ଇଣ୍ଡିଆ ମେଣ୍ଟର ବୈଠକ ବସିଛି। ତେବେ ଏହି ବୈଠକରେ ଯୋଗଦେଇନି ଟିଏମ୍‌ସି। ଏହାକୁ…

ହତ୍ୟାର ୧୧ ଦିନ ପରେ କେନାଲରୁ ମିଳିଲା ମଡେଲଙ୍କ ମୃତଦେହ

ନୂଆଦିଲ୍ଲୀ : ଗୁରୁଗ୍ରାମର ବହୁ ଚର୍ଚ୍ଚିତ ମଡେଲ ଦିବ୍ୟା ପହୁଜାଙ୍କ ମିଳିଲା ମୃତଦେହ। ହତ୍ୟାର ୧୧ ଦିନ ପରେ ହରିୟାଣାର ଏକ କେନାଳରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ପୁଲିସ ସୂଚନା ଅନୁସାରେ, ଦିବ୍ୟାଙ୍କ ମୃତଦେହ ଟୋହନା କେନାଳରୁ ମିଳିଛି। ମୃତଦେହଟି…

ମୁଁ ପୂର୍ବତନ ମୁଖ୍ୟମନ୍ତ୍ରୀ, ରିଜେକ୍ଟେଡ୍ ନୁହେଁ: ଶିବରାଜ ସିଂହ

ଭୋପାଳ : ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଆଗକୁ ତାଙ୍କର ଭବିଷ୍ୟତ କ'ଣ ରହିଛି, ସେ ନେଇ ଏଯାଏଁ କୌଣସି ସଂକେତ ଦେଇ ନାହିଁ ବିଜେପି। ତାଙ୍କ ପାଇଁ ଦଳ କ'ଣ ବିଚାର କରୁଛି, ସେ ନେଇ ବହୁ…

ଗଙ୍ଗାସାଗର ମେଳାକୁ ବାଟ ପଚାରିଲେ ୩ ସାଧୁ, ନିର୍ଧୂମ ପିଟିଲେ ଲୋକେ

ନୂଆଦିଲ୍ଲୀ : ପ୍ରସିଦ୍ଧ ଗଙ୍ଗାସାଗର ମେଳାକୁ ଯାଉଥିଲେ ୩ ସାଧୁ। ମାତ୍ର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାକୁ ବାଟ ନ ପାଇବାରୁ ୩ ନାବାଳିକାଙ୍କୁ ପଚାରିଲେ ରାସ୍ତା। ଏହାପରେ ଆରମ୍ଭ ହେଲା ମହାଭାରତ । ପିଲା ଚୋରି ସନ୍ଦେହରେ ସ୍ଥାନୀୟ ଲୋକେ ସେମାନଙ୍କୁ…

ମେଡିକାଲ ଛାତ୍ରୀ ଯୌନ ନିର୍ଯାତନାର ଶିକାର; ଅଭିଯୁକ୍ତ ଅଧିକାରୀଙ୍କୁ କ୍ୟାମ୍ପସ୍‌ ମନା

ଗୋରଖପୁର : ଯୌନ ନିର୍ଯାତନାର ଶିକାର ହୋଇଥିବା ପରି ସାଂଘାତିକ ଅଭିଯୋଗ ଆଣିଲେ ମେଡିକାଲ ଛାତ୍ରୀ। ନିଜ କଲେଜର ଜଣେ ପ୍ରଶାସନିକ ଅଧିକାରୀଙ୍କ ବିରୋଧରେ ଛାତ୍ରୀଜଣକ ଏପରି ଅଭିଯୋଗ ଆଣିବା ପରେ କ୍ୟାମ୍ପସ୍‌ରେ ଚହଳ ସୃଷ୍ଟି ହୋଇଛି। ଏପରି ଘଟଣା ଗୋରଖପୁରସ୍ଥିତ…

ଆତଙ୍କବାଦୀ ହାଫିଜ୍ ସୟିଦର ଘନିଷ୍ଠ ସହଯୋଗୀ ଅବଦୁଲ ଭୁଟ୍ଟବୀର ମୃତ୍ୟୁ

ନୂଆଦିଲ୍ଲୀ: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍ ସୟିଦର ଘନିଷ୍ଠ ସହଯୋଗୀ ଅବଦୁଲ ସଲାମ ଭୁଟ୍ଟବୀର ହୃଦଘାତରେ ମୃତ୍ୟୁ ଘଟିଛି। ପାକିସ୍ତାନରେ ସରକାରୀ ହାଜତରେ ଥିବା ସମୟରେ ହୃଦଘାତରେ ତାର ମୃତ୍ୟୁ ହୋଇଥିବା ଜାତିସଂଘ ପକ୍ଷରୁ ସୂଚନା ଦିଆଯାଇଛି। ମିଳିତ ଜାତିସଂଘ…

ଟିସୁ ପେପରରେ ଆଇଲାଇନର ଜରିଆରେ ସୂଚନା ଲେଖିଥିବା ଚିଠିକୁ ପୁଲିସ କଲା ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁର ସିଇଓ ସୂଚନା ସେଠ(ବେଙ୍ଗାଲୁରୁର ସିଇଓ) ଗୋଆରେ ନିଜର ୪ ବର୍ଷର ଶିଶୁକୁ ହତ୍ୟା କରିଥିବା ଅଭିଯୋଗ‌ରେ ପୁଲିସ ହେପାଜତରେ ରଖିଛି। ମହିଳାଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ ପୁଲିସ୍‌ ହାତରେ ପଡ଼ିଥିବା ବେଳେ ତାଙ୍କ କିଛି ସାମଗ୍ରୀରୁ ଏକ ହାତଲେଖା ଚିଠି…

ଭାରତର ଦୀର୍ଘତମ ସମୁଦ୍ର ସେତୁ ଲୋକାର୍ପିତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ହେଉଛି ଦେଶର ଦୀର୍ଘତମ ସମୁଦ୍ର ସେତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାଁରେ ଏହାକୁ ନାମିତ କରାଯାଇଛି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି। ଏହି ସେତୁର…

ମନ୍ଦିରରେ ବସି ଭକ୍ତିରେ ’ଝାଞ୍ଜ’ ବଜାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ଗସ୍ତରେ ଅଛନ୍ତି। ନାସିକରେ ଏକ ରୋଡ୍ ସୋ’ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ରାମ କଥା କୁଣ୍ଡ ଏବଂ କଳା ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ…

ଚଢ଼ାଉ ପାଇଁ ଯାଇଥିବା ବେଳେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାରେ ୨ ଗିରଫ

ପଶ୍ଚିମବଙ୍ଗର ଉତ୍ତର ୨୪ ପରଗଣା ଜିଲ୍ଲାର ସନ୍ଦେଶଖାଲୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନଙ୍କୁ ଆକ୍ରମଣ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି। ଏହି ଦୁଇ ଅଭିଯୁକ୍ତ ହେଉଛନ୍ତି ମେହବୁର ମୋଲ୍ଲାହ ଓ ସୁକଲାମ ସରକାର। ଇଡି ଟିମ୍‌କୁ ଆକ୍ରମଣ କରିବା…