ସଲମାନଙ୍କ ଫାର୍ମ ହାଉସରେ ପଶିବାକୁ ଚେଷ୍ଟା କରି ୨ ଗିରଫ
ବଲିଉଡ ଅଭିନେତା ସଲମାନ ଖାନ୍ଙ୍କୁ ଯେବେ ଠାରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ହତ୍ୟା ଧମକ ମିଳିଛି, ସେବେଠୁ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏହାରି ଭିତରେ ତାଙ୍କ ପନଭେଲ ସ୍ଥିତ ଫାର୍ମ ହାଉସକୁ ପଶିବାକୁ କିଛି ସନ୍ଦିଗ୍ଧ ବ୍ୟକ୍ତି ଚେଷ୍ଟା…
