ମୁକ୍ତ ହେବେ ଫ୍ରାନ୍ସରେ ଫସିଥିବା ୩୦୦ ଭାରତୀୟ
ଫ୍ରାନ୍ସରେ ଫସିଥିବା ୩୦୦ ଭାରତୀୟ ଯାତ୍ରୀଙ୍କ ପାଇଁ ଖୁସି ଖବର। ଦୀର୍ଘ ତିନି ଦିନ ପରେ ଆଜିଠୁ ଆରମ୍ଭ ହେବ ଯାତ୍ରା। ଫ୍ରାନ୍ସରେ ମାନବ ଚୋରା ଚାଲାଣ ସନ୍ଦେହରେ ପ୍ୟାରିସ ନିକଟ ଏକ ବିମାନବନ୍ଦରରେ ତିନି ଦିନ ପାଇଁ ଅଟକି ରହିଥିବା…
ଫ୍ରାନ୍ସରେ ଫସିଥିବା ୩୦୦ ଭାରତୀୟ ଯାତ୍ରୀଙ୍କ ପାଇଁ ଖୁସି ଖବର। ଦୀର୍ଘ ତିନି ଦିନ ପରେ ଆଜିଠୁ ଆରମ୍ଭ ହେବ ଯାତ୍ରା। ଫ୍ରାନ୍ସରେ ମାନବ ଚୋରା ଚାଲାଣ ସନ୍ଦେହରେ ପ୍ୟାରିସ ନିକଟ ଏକ ବିମାନବନ୍ଦରରେ ତିନି ଦିନ ପାଇଁ ଅଟକି ରହିଥିବା…
ସମଗ୍ର ଉତ୍ତର ଭାରତରେ ଜାରି ରହିଛି ହାଡଭଙ୍ଗା ଶୀତ। ଏବେ ଏହି ଶୀତ ସାଙ୍ଗକୁ ଘନ କୁହୁଡି ଲୋକଙ୍କୁ କରିଛି କଲବଲ। କୁହୁଡିର ମୋଟା ଚାଦର ଚାରିଆଡେ ଢ଼ାଙ୍କି ରହିଛି। ଫଳରେ ଦୂରକୁ ଦେଖିବା ଅସମ୍ଭବ ହୋଇପଡିଛି। ଜିରୋ ଭିଜିବିଲିଟି ଯୋଗୁ…
ଗାଜାରେ ଇସ୍ରାଏଲ ଆକ୍ରମଣ ଜାରି ରଖିଛି। ଇସ୍ରାଏଲ୍ ସେନା କ୍ରମାଗତ ଭାବରେ ହମାସ ଆତଙ୍କବାଦୀଙ୍କ ଉପରେ ବୋମା ମାଡ଼ କରୁଛି। ଏହି ସମୟରେ, ଶନିବାର ବିଳମ୍ବିତ ରାତିରେ ଗାଜା ଅଞ୍ଚଳର ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ଏଥିରେ…
ହିନ୍ଦୀଭାଷୀ ରାଜ୍ୟକୁ ନେଇ ଡିଏମ୍କେ ସାଂସଦ ଦେଇଥିବା ବିବାଦୀୟ ମନ୍ତବ୍ୟ ନେଇ ବିବାଦ ତେଜିବାରେ ଲାଗିଛି। ତାଙ୍କ ବୟାନକୁ ନେଇ ଆରମ୍ଭ ହୋଇ ରାଜନୀତି। ଚାରିଆଡୁ ଡିଏମ୍କେ ସାଂସଦଙ୍କ ମନ୍ତବ୍ୟଙ୍କୁ ବିରୋଧ କରାଯାଉଛି। କେବଳ ସେତିକି ନୁହେଁ ସାଂସଦଙ୍କ ମନ୍ତବ୍ୟକୁ ନେଇ…
ପୁଣି ମାରାତ୍ମକ ହେବ କି କରୋନା ? ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ। JN.1 ସବ ଭାରିଆଣ୍ଟ ଚିନ୍ତା ବଢାଇଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ…
ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ଇସ୍ରୋ ପକ୍ଷରୁ ପଠାଯାଇଥିବା ଆଦିତ୍ୟ ସୋଲାର ଅବଜରଭେଟୋରୀ ୨୦୨୪ ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ। ଇସ୍ରୋ ମୁଖ୍ୟ ଡ. ଏସ୍. ସୋମନାଥ ଏହା କହିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ୬ରେ ଆଦିତ୍ୟକୁ L1 ପଏଣ୍ଟରେ…
ଭାରତୀୟ କୁସ୍ତି ସଂଘର ନବ ନିର୍ବାଚିତ ସଦସ୍ୟଙ୍କୁ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବିତ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିବାଦ ବଢ଼ୁଥିବା ବେଳେ ଏବେ ଭାରତୀୟ କୁସ୍ତି ମହାସଂଘକୁ ଚଳାଇବ ଗୋଟିଏ ସ୍ୱତନ୍ତ୍ର ପ୍ୟାନେଲ। ଭାରତୀୟ ଅଲିମ୍ପିକ୍ସ…
କେନ୍ଦ୍ର ସରକାରଙ୍କ ତରଫରୁ କୁସ୍ତିସଂଘର ମାନ୍ୟତା ରଦ୍ଦ ଓ ନବ ନିଯୁକ୍ତ ଅଧ୍ୟକ୍ଷ ସଂଜୟ ସିଂହଙ୍କ ନିଲମ୍ବନ ପରେ କୁସ୍ତିଯୋଦ୍ଧାଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି। ଏହାକୁ ସମର୍ଥନ ଜଣାଇଛନ୍ତି ମହିଳା କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ। ସରକାରଙ୍କ ତରଫରୁ ନିଆଯାଇଥିବା ପ୍ରାଥମିକ…
'କୁଆଡେ ଗଲା ପ୍ରତିବର୍ଷ ୨ କୋଟି ଚାକିରି ପ୍ରତିଶ୍ରୁତି। ବେରୋଜଗାରୀ ଦେଶର ସବୁଠାରୁ ଜ୍ୱଳନ୍ତ ପ୍ରସଙ୍ଗ।' ଏଭଳି କିଛି କହି ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେ। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ଟାର୍ଗେଟ କରି ଖାଡ଼ଗେ ଏକ୍ସରେ ଏକ…
ଭାରତୀୟ କୁସ୍ତି ମହାସଂଘ ଉପରେ କ୍ରୀଡା ମନ୍ତ୍ରଣାଳୟ ବଡ ଆକ୍ସନ ନେଇଛି। ଏହା ପରେ କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂହ କୁସ୍ତିରୁ ସନ୍ୟାସ ନେଇଛନ୍ତି। ସେ ଖୋଦ୍ ଏହି ଘୋଷଣା କରିଛନ୍ତି। ବିଜେପି ସାଂସଦ ବ୍ରିଜଭୂଷଣ…