ଲୋକସଭାରେ ପାସ ହେଲା ସିଇସି ବିଲ୍‌

ଗଣ ନିଲମ୍ବନ ପରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ବିରୋଧୀ ସଦସ୍ୟଙ୍କ ମରୁଡ଼ି ଦେଖିବାକୁ ମିଳିଛି। ଲୋକସଭାରୁ ଦୁଇ ତୃତୀୟାଂଶ ବିରୋଧୀ ସଦସ୍ୟଙ୍କ ନିଲମ୍ବନ ହୋଇଛନ୍ତି। ଏହା ସତ୍ତ୍ୱେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ କମିଶନ ନିଯୁକ୍ତି ବିଲ୍‌ ଲୋକସଭାରେ ଆଜି ସରକାର…

ସଂସଦ ସୁରକ୍ଷା ତ୍ରୁଟି ମାମଲା : ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ୧୫ ଦିନ ଯାଏ ବୃଦ୍ଧି

ସଂସଦ ସୁରକ୍ଷା ତ୍ରୁଟି ମାମଲାରେ ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ୧୫ ଦିନ ବଢାଇଛନ୍ତି କୋର୍ଟ । ପଟିୟାଲା ହାଉସ କୋର୍ଟ ଏମାନଙ୍କ ଅବଧି ୫ ଜାନୁଆରୀ ପର୍ଯ୍ୟନ୍ତ ବଢାଇଛି ।  ଅଭିଯୁକ୍ତ ନିଲମ, ମନୋରଂଜନ, ସାଗର ଏବଂ…

ଲୋକସଭାରୁ ଆଉ ୩ ସାଂସଦ ନିଲମ୍ବିତ, ମୋଟ ସଂଖ୍ୟା ୧୪୬ ଛୁଇଁଲା

ନୂଆଦିଲ୍ଲୀ: ଲୋକସଭାର ଆଉ ୩ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଗୃହ ଅବମାନନା ଅଭିଯୋଗରେ ଲୋକସଭା ବାଚସ୍ପତି ଓମ ବିର୍ଲା କଂଗ୍ରେସ ସାଂସଦ ନକୁଳ ନାଥ, ଡିକେ ସୁରେଶ ଓ ଦୀପକ ବୈଜଙ୍କୁ ଚଳିତ ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରିଛନ୍ତି। ଏହାକୁ…

ବାରମ୍ବାର ଡାଉନ୍‌ ହେଉଛି ମାଇକ୍ରୋବ୍ଲଗିଂ ସାଇଟ୍‌ ‘ଏକ୍ସ’

ନୂଆଦିଲ୍ଲୀ:  ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ (ପୂର୍ବରୁ ଟ୍ୱିଟର) ଏବେ ବିଭିନ୍ନ ପ୍ରକାରର ବୈଷୟିକ ସମସ୍ୟାର ସମ୍ମୁଖୀନ ହେଉଛି। ଏହି କାରଣରୁ ଗୁରୁବାର ସକାଳ ୧୧ଟାରୁ ‘ଏକ୍ସ’ ଡାଉନ୍‌ ହୋଇଥିବା ଦେଖିବାକୁ ମିଳିଛି। ଏହା ଉପଭୋକ୍ତାମାନଙ୍କ ପାଇଁ ବହୁତ ଅସୁବିଧା ସୃଷ୍ଟି କରୁଛି।…

CISF ହାତକୁ ଗଲା ସଂସଦ ଭବନର ସୁରକ୍ଷା ଦାୟିତ୍ୱ

ହଟିଲା ପୁଲିସ। ସିଆଇଏସ୍‌ଏଫ୍‌ ହାତକୁ ଗଲା ସଂସଦ ଭବନର ସୁରକ୍ଷା ଦାୟିତ୍ୱ। ପର୍ଲାମେଣ୍ଟ ସୁରକ୍ଷାରେ ବ୍ୟାପକ ତ୍ରୁଟି ଘଟଣା ପରେ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ସମଗ୍ର କମ୍ପ୍ଲେକ୍ସର ସୁରକ୍ଷା ଦାୟିତ୍ୱକୁ ନେଇ ତତ୍ପର ହୋଇ ଉଠିଛନ୍ତି ସରକାର।…

ରାମ ମନ୍ଦିର ଉଦ୍‌ଘାଟନ ଉତ୍ସବ: ସୋନିଆ ଗାନ୍ଧିଙ୍କ ସମେତ ମଲ୍ଲିକାର୍ଜ୍ଜୁନ ଖାଡ଼ଗେ ଓ ଅଧିର ରଞ୍ଜନ ଚୌଧୁରୀଙ୍କୁ ନିମନ୍ତ୍ରଣ

ରାମ ମନ୍ଦିର ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ନେଇ ଉଠୁଛୁ ପଡୁଛି ଅଯୋଧ୍ୟା। ଏଠାରେ ଆରମ୍ଭ ହୋଇଯାଇଛି ଭବ୍ୟ ଆୟୋଜନ। ଆସନ୍ତା କାଲି ଅର୍ଥାତ୍‌ ଜାନୁୟାରୀ ୨୨ରେ ହେବାକୁ ଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ୮ ହଜାର ଅତିଥି ଉପସ୍ଥିତ ରହିବେ। ଏଥିରେ ବଡ ବଡ…

ଭାରତକୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ

ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ତିକ୍ତତା ସମ୍ପର୍କରେ ସମସ୍ତଙ୍କୁ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଖୋଲାଖୋଲି ଭାବେ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି। ପଡ଼ୋଶୀ ଦେଶ ଚନ୍ଦ୍ରରେ ପହଞ୍ଚି ସାରିଲେଣି କିନ୍ତୁ ପାକିସ୍ତାନ ମାଟିରୁ ଉଠି…

ତୃତୀୟ ଲିଙ୍ଗୀଙ୍କ ସଶକ୍ତିକରଣ: ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସମାବେଶିତାର କାହାଣୀ

ନୂଆଦିଲ୍ଲୀ: ପରିସଂଖ୍ୟାନ ଏକ ପ୍ରଗତିର ଚିତ୍ର ପ୍ରଦାନ କରିପାରେ । କିଛି କାହାଣୀ ସଂଖ୍ୟାକୁ ଅତିକ୍ରମ କରି ଆମ ଭାବ ପ୍ରବଣତାକୁ ଗଭୀରଭାବେ ଅନୁରଣିତ କରିଥାଏ । ସେଭଳି ଏକ କାହାଣୀ  ନୀଳେଶଙ୍କର । ନୀଳେଶ ଜଣେ ତୃତୀୟ ଲିଙ୍ଗର ବ୍ୟକ୍ତି…

୪ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ କଫ୍‌ ସିରପ୍‌ ମନା

୪ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ ଏଣିକି କଫ ସିରପ୍‌ ଦେବା ମନା। ଭାରତର ଡ୍ରଗ ରେଗୁଲେଟର ଚାରି ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ କଫ ସିରପ ଦେବା ଉପରେ ବ୍ୟାନ୍‌ ଲଗାଇଛନ୍ତି। ସାରା ବିଶ୍ୱରେ କଫ୍‌ ସିରପ ଯୋଗୁ ୧୪୧…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍‌

ଜେଲ ଦଣ୍ଡରେ ଦଣ୍ଡିତ ହେଲେ ଉଚ୍ଚ ଶିକ୍ଷାମନ୍ତ୍ରୀ। ବେଆଇନ ସମ୍ପତ୍ତି ଠୁଳ ତଥା ଦୁର୍ନୀତି ମାମଲାରେ ମାଡ୍ରାସ ହାଇକୋର୍ଟ ତାମିଲନାଡୁର ଉଚ୍ଚ ଶିକ୍ଷାମନ୍ତ୍ରୀ କେ. ପୋନମୁଡିଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ ରକିଛନ୍ତି। କେବଳ ସେତିକି ନୁହେଁ ପୋନମୁଡି ଏବଂ ତାଙ୍କ…