ପୁଣି ଡରାଇଲାଣି କରୋନା, ଦିନକରେ ୩୫୮ ନୂଆ ଆକ୍ରାନ୍ତ ଚିହ୍ନଟ, ୩ ମୃତ
ପୁଣି ଡରାଇଲାଣି ମହାମାରୀ କରୋନା। ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଲାଣି ସଂକ୍ରମଣ ମାମଲା। କରୋନାର ନୂଆ ଭାରିଏଣ୍ଟ ଜେଏନ୍.୧ ଧୀରେ ଧୀରେ ଚାରିଆଡେ କାୟା ମେଲାଉଛ। ଗତ ୨୪ ଘଣ୍ଟାରେ ସାରା ଦେଶରେ ୩୫୮ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ…
