ରେକର୍ଡ଼ : ବିଶୃଙ୍ଖଳା ଆଚରଣ ଅଭିଯୋଗରେ ଉଭୟ ରାଜ୍ୟସଭା ଓ ଲୋକସଭାରୁ ମୋଟ ୧୪୧ ଜଣ ସାଂସଦଙ୍କୁ ନିଲମ୍ବନ କରାଯାଇଛି
ନୂଆଦିଲ୍ଲୀ :ବିଶୃଙ୍ଖଳା ଆଚରଣ ଅଭିଯୋଗରେ ଉଭୟ ରାଜ୍ୟସଭା ଓ ଲୋକସଭାରୁ ମୋଟ ୧୪୧ ଜଣ ସାଂସଦଙ୍କୁ ନିଲମ୍ବନ କରାଯାଇଛି। ଭାରତର ଇତିହାସରେ ପ୍ରଥମଥର ପାଇଁ ସଂସଦରୁ ଏତେ ସଂଖ୍ୟକ ସାଂସଦ ନିଲମ୍ବନ ହେବା ପ୍ରଥମ ଘଟଣା। ଏହି ନିଲମ୍ବନ ପରେ ବିଜେପି…
