ଖୋଲିଲା ବିଶ୍ୱର ବୃହତ୍ତମ ୭ ମହଲା ମନ୍ଦିର

ଖୋଲିଲା ବିଶ୍ୱର ବୃହତ୍ତମ ସ୍ୱବେଦ ମନ୍ଦିର। ଆଜି ବାରଣାସୀର ଉମରାହରେ ସ୍ୱବେଦ ମହାମନ୍ଦିରର ଶୁଭ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଦଗୁରୁ ସଦାଫଲ ଦେଓଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ଏହି ମହାମନ୍ଦିରର ଶୁଭ ଉଦଘାଟନ କରିଛନ୍ତି। ବିହଙ୍ଗମ ଯୋଗ ସଂସ୍ଥାନର ୧୦୦ତମ…

ଫେରିଲା କରୋନା: ଦିନକରେ ୫ ମୃତ, ଚେତାବନୀ ଦେଲା ହୁ’

ପୁଣି କଡ଼ ଲେଉଟାଇଲା ମହାମାରୀ କରୋନା। ପୁଣି ଥରେ ସାରା ବିଶ୍ୱରେ କାୟା ମେଲାଇବା ଆରମ୍ଭ କରିଛି କୋଭିଡ-୧୯ ଭୂତାଣୁ। ଭାରତରେ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ବାଇଡେନଙ୍କ କାରକେଡକୁ ପିଟିଲା କାର୍‌; ବନ୍ଧା ହେଲେ ଡ୍ରାଇଭର

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କାରକେଡ ସହ ପିଟିହେଲା କାର୍‌ । ତେବେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆମେରିକା ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ । ଗତକାଲି ଏହି ଘଟଣା ଘଟିଛି । ବାଇଡେନଙ୍କ କାରକେଡ ସହ ଦୁର୍ଘଟଣା ଘଟିଥିବା ଗାଡ଼ିଟି…

ଦକ୍ଷିଣ ଆଫ୍ରିକା ବିପକ୍ଷରେ ୮ ୱିକେଟରେ ଜିତିଲା ଭାରତ

ପ୍ରଥମେ ବୋଲର୍ ଆଉ ପରେ ଦକ୍ଷିଣ ଆଫ୍ରିକାକୁ ଧୋଇ ଦେଲେ ବ୍ୟାଟର୍। ପ୍ରଥମ ଦିନିିକିଆରେ ଭାରତକୁ ସହଜ ବିଜୟ ମିଳିଛି। ଏହି ମ୍ୟାଚକୁ ଟିମ୍ ଇଣ୍ଡିଆ ୮ ୱିକେଟରେ ଜିତି ନେଇଛି। ପଦାର୍ପଣ ମ୍ୟାଚ୍‌ରେ ସାଇ ସୁଦର୍ଶନଙ୍କ ବ୍ୟାଟିଂର ଚମକ ଦେଖିବାକୁ ମିଳିଛି। ଓପନ କରି ୪୩ଟି ବଲ୍‌ରୁ ୯ଟି…

ଆମ୍ବୁଲାନ୍ସକୁ ବାଟ ଛାଡିବା ପାଇଁ ନିଜ କାରକେଡ଼କୁ ଅଟକାଇଲେ ମୋଦୀ

ବାରଣାସୀ: ସଂପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ବାରଣାସୀ ଗସ୍ତରେ ଅଛନ୍ତି। ତେବେ, ବାରଣାସୀ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦୀ ଆଜି ଏକ ବିରଳ ଘଟଣାକ୍ରମରେ ଏକ ଆମ୍ବୁଲାନ୍ସକୁ ବାଟ ଛାଡ଼ିବା ଉଦ୍ଦେଶ୍ୟରେ ନିଜ ‘କାରକେଡ୍‌’କୁ ଅଟକାଇ ଦେଇଥିଲେ। ଏହି…

JSW ଗ୍ରୁପ୍‌ ସିଏମ୍‌ଡି ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ଦୁଷ୍କର୍ମ ମାମଲା, ଥାନାରେ ଅଭିଯୋଗ କଲେ ୩୦ ବର୍ଷୀୟା ଡାକ୍ତରାଣୀ

ବଢିଲା JSW ଗ୍ରୁପ୍‌ ସିଏମ୍‌ଡି ସଜ୍ଜନ ଜିନ୍ଦଲଙ୍କ ଅଡ଼ୁଆ । ଦୁଷ୍କର୍ମ ଅଭିଯୋଗରେ ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ମାମଲା ରୁଜୁ କରିଛି ମୁମ୍ବାଇ ପୋଲିସ । ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦୁଷ୍କର୍ମ ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି…

ସୋଲାର ବିସ୍ଫୋରକ କମ୍ପାନୀରେ ବିସ୍ଫୋରଣ, ୯ ମୃତ

ମହାରାଷ୍ଟ୍ର ନାଗପୁରରେ ଅଘଟଣ। ଏକ ସୋଲାର୍ ଏକ୍ସପ୍ଲୋସିଭ୍(ସୋଲାର ବିସ୍ଫୋରକ) କମ୍ପାନୀରେ ବିସ୍ଫୋରଣ ଘଟି ଅତି କମରେ ଛଅ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିସହ ଏକାଧିକ ଲୋକ ଆହତ ହୋଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୩୦ ସମୟରେ ସୋଲାର ଇଣ୍ଡଷ୍ଟ୍ରିଜ୍…

ଇଣ୍ଡିଆ ମେଣ୍ଟ ବୈଠକ ପୂର୍ବରୁ କେଜ୍ରିୱାଲଙ୍କ ରଣହୁଙ୍କାର

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ପଞ୍ଜାବର ବଠିଣ୍ଡାଠାରେ ୧୧୨୫ କୋଟି ଟଙ୍କା ମୂଲ୍ୟର ବିକାଶ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ବଠିଣ୍ଡାରେ ‘ବିକାଶ କ୍ରାନ୍ତି ରାଲି’ରେ ଭାଗ ନେଇଥିଲେ। ଏହି ସମୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ…

ଏହି ଛାତ୍ରମାନେ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଭଡାଟିଆ ଗୁଣ୍ଡା: ରାଜ୍ୟପାଳ ଆରିଫ ଖାନ

ନୂଆଦିଲ୍ଲୀ: କେରଳରେ ଷ୍ଟୁଡେଣ୍ଟସ୍ ଫେଡେରେସନ୍ ଅଫ୍ ଇଣ୍ଡିଆ (SFI) କର୍ମୀଙ୍କ ବିରୋଧ ସତ୍ତ୍ୱେ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଶନିବାର କାଲିକଟ ବିଶ୍ୱବିଦ୍ୟାଳୟ ପରିସରରେ ପହଞ୍ଚିଥିଲେ। ସେ କହିଛନ୍ତି ଯେ ଶାସକ କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆ-ମାର୍କ୍ସବାଦୀ (ସିପିଆଇ-ଏମ) ର ଛାତ୍ର…

ତିନୋଟି ରାଜ୍ୟରେ ବିଧାନସଭା ନିର୍ବାଚନରେ ​​ଦଳର ପରାଜୟକୁ ନେଇ ଚିଦାମ୍ବରମ୍ ଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ୍ ତିନୋଟି ରାଜ୍ୟରେ ବିଧାନସଭା ନିର୍ବାଚନରେ ​​ଦଳର ପରାଜୟକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି। ଛତିଶଗଡ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶର ବିଧାନସଭା ନିର୍ବାଚନରେ ​​ଦଳର ପରାଜୟକୁ ନେଇ କଂଗ୍ରେସ ନେତା ଆଲୋଚନା କରିଛନ୍ତି। ନ୍ୟୁଜ୍…