ଗୁଗଲ୍ ସର୍ଚ୍ଚ ହିଷ୍ଟ୍ରି; ସବୁଠୁ ଅଧିକା ଖୋଜା ହୋଇଥିବା କ୍ରିକେଟର୍ ବିରାଟ କୋହଲି
ନୂଆଦିଲ୍ଲୀ:ନିକଟରେ 25 ବର୍ଷର ସର୍ଚ୍ଚ ହିଷ୍ଟ୍ରି ପ୍ରକାଶ କରିଛି 'ଗୁଗଲ୍', ଯେଉଁଥିରେ ରେକର୍ଡ କରିଛନ୍ତି ବିରାଟ କୋହଲି। କୋହଲି ସବୁଠୁ ଅଧିକ ଖୋଜା ହୋଇଥିବା କ୍ରିକେଟର ବୋଲି ଜଣାପଡିଛି। ଗୁଗଲ୍ ପ୍ରକାଶ କରିଥିବା ରିପୋର୍ଟ ଅନୁସାରେ, 25 ବର୍ଷ ମଧ୍ୟରେ ବିରାଟ…
