ଜମ୍ମୁ ଓ କଶ୍ମୀର ନିର୍ବାଚନ ପୂର୍ବରୁ ପିଓକେକୁ ଆଣ : ଉଦ୍ଧବ ଠାକରେ

ମୁମ୍ବାଇ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ସଂପର୍କରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ଶିବସେନା ନେତା ଉଦ୍ଧବ ଠାକରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ସେଏହି ନିଷ୍ପତ୍ତିକୁ ସ୍ୱାଗତ କରୁଛନ୍ତି । ଧାରା ୩୭୦ ଉଚ୍ଛେଦ ହେବା ପରେ…

ବାଚସ୍ପତି ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ତୋମାର

ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ଭାବେ କାମ କରିବେ ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର। ମଧ୍ୟପ୍ରଦେଶରେ କ୍ଷମତା ଦଖଲ କରିଥିବା ବିଜେପି ଆଜି ଶ୍ରୀ ତୋମାର ବାଚସ୍ପତି ଭାବେ ହେବେ ବୋଲି ଘୋଷଣା କରିଛି। ଶ୍ରୀ ତୋମାର କେନ୍ଦ୍ରର…

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ଆଜି ବିଜେପି ବିଧାୟକ ଦଳର ନେତା ଭାବେ ମୋହନ ଯାଦବ ମନୋନୀତ ହୋଇଛନ୍ତି। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି…

୧୯୧ ବର୍ଷରେ ପଦାର୍ପଣ କଲା ବିଶ୍ବର ସବୁଠୁ ବୟୋଜ୍ୟେଷ୍ଠ ସ୍ଥଳଚର ପ୍ରାଣୀ ‘ଜନାଥନ୍‌’

ସେଣ୍ଟ୍‌ ହେଲେନା: ଚଳିତ ସପ୍ତାହରେ ବିଶ୍ବର ସବୁଠୁ ବୟୋଜ୍ୟେଷ୍ଠ ଜୀବନ୍ତ ସ୍ଥଳଚର ପ୍ରାଣୀ ‘ଜନାଥନ୍‌’ ନାମକ ଗୋଟାଏ କଇଁଛ ୧୯୧ ବର୍ଷ ବୟସରେ ପଦାର୍ପଣ କରିଛି। ‘ଗିନିଜ୍‌ ୱାର୍ଲଡ୍‌ ରେକର୍ଡ’ ଅନୁସାରେ, ଏହି ପ୍ରକାଣ୍ଡ କଇଁଛର ୧୮୩୨ ମସିହାରେ ଜନ୍ମ ଗ୍ରହଣ…

ପୁଣି ଗାଜାରେ ବୋମା ମାଡ

କିଛି ଦିନର ଯୁଦ୍ଧ ବିରାମ ପରେ ପୁଣି ଇସ୍ରାଏଲ ଓ ହମାସ ମଧ୍ୟରେ ଘମାଘୋଟ ଲଢେଇ ଆରମ୍ଭ ହୋଇଯାଇଛି। ସୋମବାର ଇସ୍ରାଏଲ ଦକ୍ଷିଣ ଗାଜାର ମୁଖ୍ୟ ସହର ଉପରେ ଆଖିବୁଜା ବୋମା ମାଡ କରିଛି। ବନ୍ଧକ ଛାଡିବାର ଦାବି ପୂରଣ ନ ହେଲେ…

ମଣିଷଖିଆ ବାଘକୁ ମାରିବାକୁ ନିର୍ଦ୍ଦେଶ

କେରଳର ୱାୟନାଡ ଜିଲ୍ଲାରେ ଶନିବାର ଜଣେ କୃଷକଙ୍କୁ ମାରି ତାଙ୍କ ମାଂସ ଖାଇଥିବା ବାଘକୁ ମାରି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ରବିବାର କେରଳ ସରକାରଙ୍କ ବନ ବିଭାଗ ଏହି ନିର୍ଦ୍ଦେଶ ଦେଇଛି। ତେବେ ବାଘଟିକୁ ମାରିବା ପୂର୍ବରୁ ତାହା ମଣିଷ ମାରି ଖାଇଛି…

ଉପ-ମୁଖ୍ୟମନ୍ତ୍ରୀ ଶିବକୁମାରଙ୍କ ପ୍ରସ୍ତାବକୁ ଗ୍ରହଣ କଲେନି ଅଭିନେତା ଶିବ ରାଜକୁମାର

ଆଗାମୀ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ କନ୍ନଡ ଫିଲ୍ମ ଅଭିନେତା ଶିବ ରାଜକୁମାରଙ୍କୁ ପ୍ରସ୍ତାବ ଦେଇଥିଲେ ବରିଷ୍ଠ କଂଗ୍ରେସ ନେତା ତଥା କର୍ଣ୍ଣାଟକାର ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର। କିନ୍ତୁ ଶିବ ରାଜକୁମାର ଏହି ପ୍ରସ୍ତାବକୁ ଗ୍ରହଣ କରି ନାହାନ୍ତି। ସେ…

ଭାଙ୍ଗିଯିବ କର୍ଣ୍ଣାଟକାର କଂଗ୍ରେସ ସରକାର!

‘କର୍ଣ୍ଣାଟକାରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରରେ ସବୁ କିଛି ଠିକ୍‌ଠାକ୍ ଚାଲି ନାହିଁ। ଖୁବ୍‌ଶୀଘ୍ର ଏହା ଭାଙ୍ଗିଯାଇପାରେ।’ ଜେଡି (ଏସ୍‌) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ୱାମୀ ଏହି ଦାବି କରିଛନ୍ତି। ସେ କହିଛନ୍ତି, ଜଣେ ରାଷ୍ଟ୍ରମନ୍ତ୍ରୀ କଂଗ୍ରେସ ଛାଡ଼ି…

ଏଥିକ୍ସ କମିଟି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହୁଆ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଟିଏମସି ସାଂସଦ ମହୁଆ ମୈତ୍ର। ସଂସଦରୁ ବହିଷ୍କାର ହେବା ପରେ ଏଥିକ୍ସ କମିଟି ବିରୁଦ୍ଧରେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏଥିକ୍ସ କମିଟି ତାଙ୍କ ବିରୁଦ୍ଧରେ ନେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଚ କରିଛନ୍ତି ମହୁଆ। ଗତ ସପ୍ତାହରେ ସଂସଦରେ ପ୍ରଶ୍ନ ପଚାରିବାକୁ ଟଙ୍କା ନେବା…

ଜମ୍ମୁ-କଶ୍ମୀରରେ ହୋଇଛି କି ମାନବାଧିକାର ଉଲ୍ଲଙ୍ଘନ? ନିରପେକ୍ଷ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ବୈଧ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଉଚ୍ଛେଦ ବିରୋଧରେ ହୋଇଥିବା ଏକାଧିକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଠିକ ବୋଲି କହିଛନ୍ତି। ତେବେ ଜମ୍ମୁ-କଶ୍ମୀରକୁ ତୁରନ୍ତ…