ଲୋକସଭାରେ ଖାଲି ପଡ଼ିଲା ୧୭ଟି ଆସନ; କିନ୍ତୁ ଉପ-ନିର୍ବାଚନ ହେବନାହିଁ

ନୂଆଦିଲ୍ଲୀ: ସଦ୍ୟ ସମାପ୍ତ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ରାଜ୍ୟ ବିଧାନସଭା ନିର୍ବାଚନ ପରେ ଭାରତୀୟ ଜନତା ପାର୍ଟି (ବିଜେପି)ର ୧୧ ଜଣ ସାଂସଦ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ଲୋକସଭାରେ ବିଜେପି ସାଂସଦଙ୍କ ସଂଖ୍ୟା ୩୦୦ରୁ ୨୮୯କୁ ହ୍ରାସ…

ଦେଶରେ ପୁଣି ମୁଣ୍ଡ ଟେକୁଛି କରୋନା, ୧୪୮ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ସାରା ବିଶ୍ୱରେ ହଜାର ହଜାର ଲୋକଙ୍କ ଜୀବନ ନେଇଥିବା କରୋନା ମହାମାରୀ ଏବେ ବି ଚିନ୍ତାର କାରଣ ପାଲଟିଛି । ଶୀତ ଋତୁ ଆରମ୍ଭ ହେବା ପରେ ଭାରତରେ କରୋନା ଭୂତାଣୁ ସଂକ୍ରମଣର ନୂଆ ମାମଲା ସାମ୍ନାକୁ ଆସିଛି ।…

ଏନଆଇଏର ୪୧ଟି ସ୍ଥାନରେ ଚଢ଼ାଉ, ୧୫ ଗିରଫ

ନୂଆଦିଲ୍ଲୀ: ଇସ୍ଲାମିକ୍‌ ଷ୍ଟେଟ୍‌ ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ଏଜେନ୍‌ସି (ଏନଆଇଏ)ର ଟିମ୍‌ ଶନିବାର ମହାରାଷ୍ଟ୍ର ଓ କର୍ଣ୍ଣାଟକର ୪୧ଟି ସ୍ଥାନରେ ଚଢ଼ାଉ କରି ୧୫ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ପୁଣେରୁ ଆସିଥିଲେ ଏବଂ ସେମାନେ…

ହମାସ ପ୍ରସଙ୍ଗରେ ସଂସଦରେ ପ୍ରଶ୍ନୋତ୍ତର ସ୍ୱାକ୍ଷରକୁ ମନ୍ତ୍ରୀ ଲେଖୀ ଅସ୍ୱୀକାର କଲେ

ନୂଆଦିଲ୍ଲୀ: ଭାରତ ହମାସକୁ ଆତଙ୍କବାଦୀ ସଂଗଠନ ଘୋଷଣା କରିବାକୁ ଯୋଜନା କରୁଛି କି ନାହିଁ ସେ ନେଇ ସଂସଦର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ ମୀନାକ୍ଷୀ ଲେଖୀ ସ୍ୱାକ୍ଷର କରିବାକୁ ମନା କରିଦେଇଛନ୍ତି। ଲେଖୀଙ୍କ ନାମ ସମ୍ବଳିତ ଏକ ଦସ୍ତାବିଜରେ ହମାସ…

ଗାଜା ଅସ୍ତ୍ରବିରତି ସଂକ୍ରାନ୍ତ ଜାତିସଂଘ ପ୍ରସ୍ତାବନା ଉପରେ ‘ଭିଟୋ’ ପ୍ରୟୋଗ କଲା ଆମେରିକା

ଜାତିସଂଘ: ମାନବିକତା ଦୃଷ୍ଟିରୁ ଗାଜାରେ ତୁରନ୍ତ ଅସ୍ତ୍ରବିରତି ଦାବି କରି ‘ଜାତିସଂଘ ସୁରକ୍ଷା ପରିଷଦ୍‌’ର ଅଧିକାଂଶ ସଦସ୍ୟ ଓ ଅନ୍ୟ ରାଷ୍ଟ୍ରମାନଙ୍କ ସମର୍ଥନରେ ଜାତିସଂଘ ଆଗତ କରିଥିବା ପ୍ରସ୍ତାବନାକୁ ବାସ୍ତବତାଠାରୁ ଭିନ୍ନ କହି ଶୁକ୍ରବାର ଦିନ ଯୁକ୍ତରାଷ୍ଟ୍ର ଆମେରିକା ଏହା ଉପରେ…

ସାଂସଦ ଦାନିସ ଅଲି ବିଏସପିରୁ ବିଦା

ନୂଆଦିଲ୍ଲୀ: ବିଏସପି ସୁପ୍ରିମୋ ମାୟାବତୀ ନିଜ ଦଳର ସାଂସଦ ଦାନିଶ ଅଲ୍ଲୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ବିଏସପି ପକ୍ଷରୁ ଜାରି ଏକ ବିବୃତିରେ ସେ କହିଛନ୍ତି ଯେ ତାଙ୍କୁ ଅନେକ ଥର ମୌଖିକ ଭାବେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖା କରିବାକୁ ସମୟ ମାଗିଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖା କରିବାକୁ ଚାହୁଁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏଥିପାଇଁ ସେ ତାଙ୍କ ଠାରୁ ସମୟ ମାଗିଛନ୍ତି। ପଶ୍ଚିମବଙ୍ଗକୁ କେନ୍ଦ୍ର ଦେବାକୁ ଥିବା ବକେୟା ରାଶି ସମ୍ପର୍କରେ ଆଲୋଚନା କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ…

ମୋଦିଙ୍କୁ କେବେ ଧମକାଇ କିମ୍ବା ଡରାଯାଇ ପାରିବ ନାହିଁ: ପୁଟିନ

ପୁଣି ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟ ଦକ୍ଷତା ଏବଂ ତାଙ୍କ କଠୋର ଆଭିମୁଖ୍ୟକୁ ଭୂରି ଭୂରି ପ୍ରଶଂସା କରିଛନ୍ତି ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ମୋଦିଙ୍କୁ କେବେ ଧମକାଇ କିମ୍ବା ଡରାଯାଇ ପାରିବ ନାହିଁ…

ହସପିଟାଲ ଓ ଶିକ୍ଷାନୁଷ୍ଠାନରେ ଥରକେ ୫ ଲକ୍ଷ ପର୍ଯ୍ୟନ୍ତ କରିହେବ ୟୁପିଆଇ ପେମେଣ୍ଟ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଶୁକ୍ରବାର ଡାକ୍ତରଖାନା ଓ ଶିକ୍ଷାନୁଷ୍ଠାନଗୁଡ଼ିକ ପାଇଁ ୟୁପିଆଇ ଦେୟ ସୀମା ୧ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛି। ଡିସେମ୍ବର ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରି ରିଜର୍ଭ ବ୍ୟାଙ୍କ…

ଗାନ୍ଧୀ ଓ ଆମ୍ବେଦକରଙ୍କ ଆତ୍ମା ଆଜି କାନ୍ଦୁଥିବ: ଦାନିଶ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍‌ ଫର୍‌ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ତେବେ ଏହାକୁ ନେଇ ବିଏସପି ସାଂସଦ ଦାନିଶ ଅଲିଙ୍କ ପ୍ରତିକ୍ରିୟା ସାମ୍ନାକୁ…