ମଧ୍ୟପ୍ରଦେଶରେ ପରାଜୟକୁ ନେଇ ଇଭିଏମ ଉପରେ ଦୋଷ ଲଦିଲେ ଅଖିଳେଶ
ଭୋପାଳ: ଗତକାଲି ୪ଟି ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ସାମ୍ନାକୁ ଆସିଥିଲା | ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ବିଜେପି ଚମତ୍କାର ବିଜୟ ହାସଲ କରିଥିବା ବେଳେ ତେଲେଙ୍ଗାନାରେ କଂଗ୍ରେସ ନିର୍ବାଚିତ ହୋଇଥିଲା । ମଧ୍ୟପ୍ରଦେଶରେ ବିଜେପି ଠାରୁ କ୍ଷମତା ଛଡ଼ାଇବା…
