ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ସଭାପତିଙ୍କୁ ହରାଇଲେ ବିଜେପି ପ୍ରାର୍ଥୀ
ଭାରତ ରାଷ୍ଟ୍ର ସମିତି (ବିଆରଏସ୍) ମୁଖ୍ୟ ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଓ ତେଲଙ୍ଗାନା କଂଗ୍ରେସ ସଭାପତି ତଥା ମୁଖ୍ୟମନ୍ତ୍ରୀ ଆଶାୟୀ ରେବନ୍ଥ ରେଡ୍ଡୀଙ୍କୁ ଲାଗିଛି ବଡ଼ ଝଟକା। ଉଭୟଙ୍କୁ ପରାସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ କଟପଲ୍ଲୀ ଭେଙ୍କଟରମଣ ରେଡ୍ଡୀ।…
