୨୫ ପଣବନ୍ଦୀଙ୍କୁ ଛାଡ଼ିଲା ହମାସ୍‌: ଗାଜାରେ ଅଟକିଲା ଯୁଦ୍ଧ, ରାଫା ସୀମାଦେଇ ପହଞ୍ଚିଲା ରିଲିଫ୍‌

ଗାଜା: ଇସ୍ରାଏଲ-ହାମାସ୍‌ ଯୁଦ୍ଧରେ ପ୍ରଥମ ଥର ପାଇଁ ଅସ୍ତ୍ରବିରତି ଆଜି ସକାଳ ୭ଟାରୁ ଲାଗୁ ହୋଇଛି ଏବଂ ଏହା ଆଗାମୀ ୪ ଦିନ ପାଇଁ ଜାରି ରହିବ । ଯୁଦ୍ଧବିରତି ଚୁକ୍ତି ମୁତାବକ ହମାସ୍‌ ଆଜି ୨୫ ପଣବନ୍ଦୀଙ୍କୁ ଖଲାସ କରିଛି।…

ମୃତ ସାମ୍ବାଦିକାଙ୍କ ମା’ଙ୍କ ଇଚ୍ଛା ପୂରା ହେଲା ; ସୌମ୍ୟାଙ୍କ ହତ୍ୟାକାରୀଙ୍କୁ ହେଲା ଆଜୀବନ ଜେଲ

ନୂଆଦିଲ୍ଲୀ: ସାମ୍ବାଦିକା ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ଜଣ ହତ୍ୟାକାରୀଙ୍କର ଆଜି ଦଣ୍ଡର ଶୁଣାଣି ହୋଇଛି। ୪ଜଣ ହତ୍ୟାକାରୀ ରବି କପୁର, ଅମିତ ଶୁକ୍ଳା, ବଲବୀର ମଲିକ ଓ ଅଜୟ କୁମାରଙ୍କୁ ଦିଲ୍ଲୀର ସା‌କେତ କୋର୍ଟ ଆଜୀବନ…

ମୋଦୀଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ଭଟିଣ୍ଡା ଏସପି ସସପେଣ୍ଡ୍

ନୂଆଦିଲ୍ଲୀ: ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପଞ୍ଜାବ ଗସ୍ତ ସମୟରେ ତାଙ୍କ ସୁରକ୍ଷା ଉଲ୍ଲଂଘନ ଅଭିଯୋଗରେ ଜଣେ ପୁଲିସ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି ତତ୍କାଳୀନ ଫିରୋଜପୁର ଆରକ୍ଷୀ ଅଧୀକ୍ଷକ (ଏସପି) ଗୁରବିନ୍ଦର ସିଂହ। ଗୁରବିନ୍ଦର ସିଂ ବର୍ତ୍ତମାନ…

ମହାଦେବ ଆପ୍‌: ନିର୍ବାଚନ ପୂର୍ବରୁ ଭୂପେଶ ବାଘେଲଙ୍କ ନାଁ ନେଇଥିଲେ, ଏବେ ସ୍ୱର ବଦଳାଇଲେ

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ମହାଦେବ ବେଟିଂ ଆପ୍‌ରୁ ୫୦୮ କୋଟି ଟଙ୍କା ନେଇଥିବା ଅଭିଯୋଗ ହୋଇଥିଲା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଥିବା ଜଣେ କୋରିୟର ଏପରି ଦାବି କରିଥିଲେ। ଏହାକୁ ନେଇ ରାଜନୀତିକ…

ଛୁଟିରେ ବିଚାରପତି, ନିରାଶ ହେଲେ ସଞ୍ଜୟ ସିଂହ

ନୂଆଦିଲ୍ଲୀ : ପ୍ରତ୍ୟାହୃତ ହୋଇ ସାରିଥିବା ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଆପ୍‌ ନେତା ସଞ୍ଜୟ ସିଂହଙ୍କୁ ମିଳିନି ଆଶ୍ୱସ୍ତି। ଆଜି ତାଙ୍କ ଜାମିନ ଆବେଦନର ଶୁଣାଣି ଥିବା ବେଳେ ବିଚାରପତି ଛୁଟିରେ ଚାଲି ଯାଇଛନ୍ତି।…

ତେଜସ୍‌ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଲଢ଼ୁଆ ବିମାନରେ ଚଢ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବେଙ୍ଗାଲୁରୁରେ ଯୁଦ୍ଧ ବିମାନ ତେଜସରେ ଉଡ଼ିଲେ। ଶନିବାର ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ହାଲ) ର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ତେଜସ୍ ବିମାନରେ ବସି ଉଡାଣ ଭରିଛନ୍ତି।…

ସୁପ୍ରିମକୋର୍ଟଙ୍କ ପ୍ରଶ୍ନ: କାହିଁକି ଏକାଠି ବସୁ ନାହାନ୍ତି ମୁଖ୍ୟମନ୍ତ୍ରୀ ଓ ଉପ ରାଜ୍ୟପାଳ?

ଦେଶର ରାଜଧାନୀ ଦିଲ୍ଲୀରେ ନୂଆ ମୁଖ୍ୟ ଶାସନ ସଚିବଙ୍କୁ ନେଇ କ୍ଷମତାସୀନ ଆପ୍‌ ସରକାର ଓ ଉପ ରାଜ୍ୟପାଳଙ୍କ ମଧ୍ୟରେ ତିକ୍ତତା ଚରମସୀମାରେ ପହଞ୍ଚିଛି। ବିବାଦ ବଢ଼ୁଥିବାରୁ ଆଜି ସୁପ୍ରିମକୋର୍ଟ ଏଥିରେ ହସ୍ତକ୍ଷେପ କରିଛନ୍ତି। ଉଭୟ ପକ୍ଷଙ୍କୁ ଏକାଠି ବସିବାକୁ ସର୍ବୋଚ୍ଚ…

ଚୀନରେ ମାତୁଛି H9N2 ଭୂତାଣୁ; ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଲା- ଭାରତକୁ ବ୍ୟାପିବା ଆଶଙ୍କା କମ୍

ନୂଆଦିଲ୍ଲୀ: ଚୀନରେ ଗୋଟିଏ ପରେ ଗୋଟିଏ ଭୟଙ୍କର ଭୂତାଣ ଜନିତ ରୋଗ ବ୍ୟାପୁଛି। ଯାହାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଦୀର୍ଘ ୫ ବର୍ଷ ହେଲା କରୋନା ମହାମାରୀର ତାଣ୍ଡବ ସାରା ବିଶ୍ୱ ଦେଖିଥିବା ବେଳେ ଏବେ ଉତ୍ତର ଚୀନରେ ଏଚ୍‌୯ଏନ୍‌୨(ଏଭିଆନ…

ରୁଷ ଉପରେ ୟୁକ୍ରେନର ଘନ ଘନ ଡ୍ରୋନ ଆକ୍ରମଣ, ୧୬ଟି ଡ୍ରୋନକୁ ଖସାଇଲା ରୁଷ୍

କିବ୍ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଇସ୍ରାଏଲ-ହମାସ ଯୁଦ୍ଧ ଉପରେ ଏବେ ସମଗ୍ର ବିଶ୍ବର ଆଖି ରହିଛି । କିନ୍ତୁ ସେପଟେ ରୁଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଜାରି ରହିଛି । ସେପଟେ କ୍ରିମିଆରେ ୟୁକ୍ରେନର ୧୬ଟି ଡ୍ରୋନକୁ ଖସାଇ ଦେଇଥିବା ରୁଷ୍…

ଶିବରାଜ ସିଂହ ଚୌହାନଙ୍କ ଦାବି: ବିଶ୍ୱକପରେ ଭାରତ ହାରିବା ପରେ ଖୁସି ହୋଇଥିଲେ ରାହୁଲ ଓ ପ୍ରିୟଙ୍କା

ଭାରତ ବିଶ୍ୱକପ ଫାଇନାଲ ହାରିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିବାରେ ଲାଗିଛି। ଏହିକ୍ରମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ବଡ଼ ଦାବି କରିଛନ୍ତି। ଭାରତ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ହାରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଓ…