ଟନେଲ ଭିତରେ ପର୍ଯ୍ୟାପ୍ତ ପରିମାଣର ପିଇବା ପାଣି ଏବଂ ଅମ୍ଳଜାନ ଅଛି: ଏନଡିଏମଏ
ଉତ୍ତରକାଶୀ: ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲ ଭୁଶୁଡ଼ିବା ପରେ ଗତ ୧୦ଦିନ ହେଲାଣି ୪୧ଜଣ ଶ୍ରମିକ ଭିତରେ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଦିନକୁ ୨୪ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଚାଲିଛି। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଉଦ୍ଧାରକାରୀ ଦଳ…
