ପୁଣି ହସ୍ପିଟାଲ ଉପରେ ଏୟାରଷ୍ଟ୍ରାଇକ୍, ବାଇଡେନ୍ଙ୍କୁ ଦାୟୀ କଲା ହମାସ
ଥମୁନି ଯୁଦ୍ଧ। ଇସ୍ରାଏଲ୍ ଓ ହମାସ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଏହାରି ଭିତରେ ପୁଣି ଥରେ ଗାଜାର ସବୁଠାରୁ ବଡ଼ ହସ୍ପିଟାଲ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ। ଅଲ୍-ଶିଫା ହସ୍ପିଟାଲ ଭିତରେ ହମାସ ଆତଙ୍କୀଙ୍କ ଆଡ୍ଡାସ୍ଥଳ ଥିବା ଦାବି କରି…
