‘ପୋର୍‌’ ବର୍ଗରେ ଦିଲ୍ଳୀ ବାୟୁ ଅବସ୍ଥା

ନୂଆଦିଲ୍ଳୀ: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଏକ ପ୍ରମୁଖ ବିଷୟବସ୍ତୁ ହୋଇଥିବା ବେଳେ ସଭିଙ୍କ ମୁଣ୍ଡ ବଥାର କାରଣ ପାଲଟିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ଦୀପାବଳି ଦିନ ସକାଳେ ଦିଲ୍ଳୀର ବାୟୁ ଗୁଣବତ୍ତା ଖରାପ ରହିଛି। ଏବେ ବି…

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ସୁଖସମୃଦ୍ଧି…

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଲୋକ ଉତ୍ସବ ପୂର୍ବରୁ ଦେଶକୁ ସମ୍ବୋଧିତ କରି ଦେଶକୁ ଖୁସି ଏବଂ ସମୃଦ୍ଧ ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ନିମ୍ନ ବର୍ଗର ଲୋକଙ୍କୁ ସାହାଯ୍ୟ କରିବାକୁ ଏବଂ ଆବଶ୍ୟକ…

ହସ୍ପିଟାଲରେ ଲୋକଙ୍କୁ ପଣବନ୍ଦୀ କରିଥିବା ହମାସ କମାଣ୍ଡର ନିପାତ

ହମାସର ଆଉ ଜଣେ ବରିଷ୍ଠ କମାଣ୍ଡରକୁ ନିପାତ କଲା ଇସ୍ରାଏଲ୍ ସେନା। ଗାଜା ଡାକ୍ତରଖାନାରେ ଏକ ହଜାରରୁ ଅଧିକ ଲୋକଙ୍କୁ ବନ୍ଦୀ କରି ରଖିଥିବା ହମାସ କମାଣ୍ଡରକୁ ସଫା କରିଛନ୍ତି ଇସ୍ରାଏଲ ସୈନ୍ୟବାହିନୀ। ଏନେଇ ଇସ୍ରାଏଲ ପ୍ରତିରକ୍ଷା ବାହିନୀ(ଆଇଡିଏଫ୍) ଟ୍ୱିଟ୍(ବର୍ତ୍ତମାନର ଏକ୍ସ୍)…

ମିଚେଲ ମାର୍ଶଙ୍କ ଅପରାଜିତ ୧୭୭, ହାରିଲା ବାଂଲାଦେଶ

ବିଶ୍ୱକପର ଶେଷ ଗ୍ରୁପ ମ୍ୟାଚ୍‌ରେ ଗର୍ଜିଛି ଅଷ୍ଟ୍ରେଲୀୟ ବ୍ୟାଟର ମିଚେଲ ମାର୍ଶଙ୍କ ବ୍ୟାଟ। ମାର୍ଶଙ୍କ ୧୩୨ ବଲରେ ଅପରାଜିତ ୧୭୭ ରନ ବଳରେ ୮ ୱିକେଟରେ ବାଂଲାଦେଶକୁ ମାତ ଦେଇଛି ଅଷ୍ଟ୍ରେଲିଆ। ବିଜୟ ସହ ବିଶ୍ୱକପ ଅଭିଯାନ ଶେଷ କରିବାକୁ ବାଂଲାଦେଶ ଆଶା…

ଏଣିକି ଜାତୀୟ ରାଜପଥରେ ଯିବାବେଳେ ମିଳିବ ପର୍ଯ୍ୟାପ୍ତ ପରିମାଣର ଇଣ୍ଟରନେଟ

ନୂଆଦିଲ୍ଲୀ: ଏଣିକି ଜାତୀୟ ରାଜପଥରେ ଆପଣ ଯାଉଥିଲେ ଅସୀମିତ ସ୍ପିଡ଼ ଇଣ୍ଟରନେଟ ପାଇପାରିବେ | କଥାଟି ଶୁଣିବାକୁ ଅଜବ ଲାଗୁଥିଲେ ବି ଏକଥା ଏକଦମ ସତ | ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ବା ଏନଏଚଆଇ ଦେଶରେ ୧୦୦୦୦ କିଲୋମିଟର…

ମଧ୍ୟପ୍ରଦେଶ ନିର୍ବାଚନ ପାଇଁ ବିଜେପି ଜାରି କଲା ଘୋଷଣାପତ୍ର

ଭୋପାଳ : ଆସନ୍ତା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ନଭେମ୍ବର ୧୧ତାରିଖରେ ନିଜର ଇସ୍ତାହାର ଜାରି କରିଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କୁଶାଭାଉ ଠାକରେ ଅଡିଟୋରିୟମରେ ‘ମୋଦିଙ୍କ ଗ୍ୟାରେଣ୍ଟି, ବିଜେପିର ଭରସା’ ଶୀର୍ଷକ…

ଦୀପାବଳି ପାଇଁ ପ୍ରବଳ ଭିଡ଼, ରେଳ ଷ୍ଟେସନରେ ହେଲା ଦଳାଚକଟା

ଗୁଜରାଟର ସୁରତ ରେଳ ଷ୍ଟେସନରେ ଆଜି ଭୟଙ୍କର ଦଳାଚକଟା ଦେଖିବାକୁ ମିଳିଛି। ଛଟ ପୂଜା ଓ ଦୀପାବଳି ପାଇଁ ରେଳ ଷ୍ଟେଟସନରେ ପ୍ରବଳ ଭିଡ଼ ହୋଇଥିବା ବେଳେ ଏପରି ଅଘଟଣ ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

‘ୟୁନିଫର୍ମ ସିଭିଲ କୋଡ’ ଲାଗୁ କରିବାରେ ପ୍ରଥମ ରାଜ୍ୟ ବନିବ ଉତ୍ତରାଖଣ୍ଡ

ଖୁବ୍ ଶୀଘ୍ର ଉତ୍ତରାଖଣ୍ଡରେ ଲାଗୁ ହେବାକୁ ଯାଉଛି ୟୁନିଫର୍ମ ସିଭିଲ କୋଡ(UCC) ବା ଏକକ ନାଗରିକ ସଂହିତା। ଦେଶର ପ୍ରଥମ ରାଜ୍ୟ ଭାବେ ଉତ୍ତରାଖଣ୍ଡ ସରକାର ଏହି ଆଇନ ଆଣିବାକୁ ଯାଉଛନ୍ତି। ଆଉ ମାତ୍ର ଗୋଟିଏ ସପ୍ତାହ ପରେ ଉତ୍ତରାଖଣ୍ଡ ୟୁସିସି ଲାଗୁ କରିବାରେ ଦେଶର…

ଏନଆଇଏ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା: ଥରମୋମିଟର ଓ ସୋଡ଼ାରୁ ତିଆରି କରୁଥିଲେ ବୋମା

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୁଣେରୁ ଗିରଫ ହୋଇଥିବା ସନ୍ଦିଗ୍ଧ ଆଇଏସ୍ଆଇଏସ ଆତଙ୍କବାଦୀ ବିରୋଧରେ ତଦନ୍ତ କରୁଥିବା ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିଛି। ଏଥିରେ ଅନେକ ଚାଞ୍ଚଲ୍ୟକର ଖୁଲାସା କରାଯାଇଛି। ଚାର୍ଜସିଟରେ କୁହାଯାଇଛି ଯେ, ଏହି ଆତଙ୍କବାଦୀମାନେ…