ଭାରତର ବିଶାଳ ବିଜୟ, ୨୪୩ ରନରେ ହାରିଲା ଦକ୍ଷିଣ ଆଫ୍ରିକା

କୋଲକାତା : କୋଲକାତାର ଐତିହାସିକ ଇଡେନ ଗାଡେନ୍ସଠାରେ ଚାଲିଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୨୪୩ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଚଳିତ ବିଶ୍ବକପରେ ନିଜର ଅପରାଜେୟ ଧାରା ଜାରି ରଖିଛି ଟିମ୍ ଇଣ୍ଡିଆ…

ଗାଜା ‘ଅଲ୍‌-ମଗାଜୀ’ ଶରଣାର୍ଥୀ ଶିବିରରେ ୩୦ରୁ ଊର୍ଦ୍ଧ୍ବ ମୃତ

ଗାଜା ସିଟି: ଶନିବାର ରାତିରେ କେନ୍ଦ୍ରୀୟ ଗାଜାରେ ଥିବା ଏକ ଶରଣାର୍ଥୀ ଶିବିରରେ ଇସ୍ରାଏଲ୍‌ ବୋମାବର୍ଷଣ ଯୋଗୁଁ ୩୦ରୁ ଊର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ହମାସ୍‌ ପରିଚାଳିତ ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟ ମୁଖପାତ୍ର ଅଶ୍‌ରଫ୍‌ ଅଲ୍‌-କୁଦ୍ରା ଜାରି…

ବିହାର କାଷ୍ଟ ସର୍ଭେରେ ମୁସଲମାନ ଏବଂ ଯାଦବଙ୍କ ସଂଖ୍ୟା ଜାଣିଜାଣି ବୃଦ୍ଧି କରାଯାଇଛି : ଅମିତ ଶାହା

ପାଟନା: ଆଜି ବିହାରର ମୁଜାଫରପୁରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ରାଲିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରେ କଡା ଆକ୍ରମଣ କରିଛନ୍ତି | ଅମିତ ଶାହା କହିଛନ୍ତି ଯେ ନୀତୀଶଙ୍କୁ ଇଣ୍ଡିଆ ମେଣ୍ଟର ସଂଯୋଜକ କରାନଯିବାରୁ ଏବେ ସେ…

ଛତିଶଗଡ଼ ନିର୍ବାଚନ: କଂଗ୍ରେସର ଘୋଷଣା ପତ୍ର ଜାରି

ପାଖେଇ ଆସୁଛି ଛତିଶଗଡ ବିଧାନସଭା ନିର୍ବାଚନ। ଏହାକୁ ନେଇ ବିଜେପି ଓ କଂଗ୍ରେସ ମଧ୍ୟ କଡ଼ା ଟକ୍କର ଦେଖିବାକୁ ମିଳିଛି। ମହାଦେବ ବେଟିଂ ଆପ୍‌ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ନାଁ ଆସିବା ପରେ ବିଜେପି ଏକ ପ୍ରକାରର ଆକ୍ରମଣାତ୍ମକ ମୁଡ୍‌ରେ…

ବିଜେପି ନେତାଙ୍କୁ ହତ୍ୟାର 24 ଘଣ୍ଟା ମଧ୍ୟରେ ନକ୍ସଲ କ୍ୟାମ୍ପ୍ ଧ୍ୱଂସ କଲେ ବିଏସଏଫ୍ ଯବାନ

ଛତିଶଗଡରେ ନକ୍ସଲଙ୍କୁ ମୁହଁତୋଡ ଜବାବ ଦେଲେ ବିଏସଏଫ୍ ଯବାନ। ବିଜେପି ନେତାଙ୍କୁ ହତ୍ୟାର 24 ଘଣ୍ଟା ମଧ୍ୟରେ ନକ୍ସଲ କ୍ୟାମ୍ପ୍ ଉଡାଇ ଦେଇଛନ୍ତି ବିଏସଏଫ୍ ଟିମ୍। ଗତକାଲି ନାରାୟଣପୁରରେ ଜଣେ ବିଜେପି ନେତାଙ୍କୁ ହତ୍ୟା କରିଥିଲେ ନକ୍ସଲ। ସୂଚନା ଅନୁସାରେ, ଆଜି ପୂର୍ବାହ୍ନରେ…

ଆତଙ୍କବାଦୀଙ୍କ ଧମକ, ବିଶ୍ୱକପ୍ ଫାଇନାଲ୍ ଦିନ ଉଡାଇଦେବ ଏୟାର୍ ଇଣ୍ଡିଆ ବିମାନ!

ନଭେମ୍ବର ୧୯ରେ ଏୟାର୍ ଇଣ୍ଡିଆ ବିମାନ ଉପରେ ହୋଇପାରେ ବଡ ଧରଣର ଆତଙ୍କୀ ହମଲା। ବ୍ୟାନ୍ ହୋଇଥିବା ଆତଙ୍କୀ ସଂଗଠନ ଶିଖ୍ ଫର ଜଷ୍ଟିସ୍ (SFJ)ର ପ୍ରତିଷ୍ଠାତା ଆତଙ୍କବାଦୀ ଗୁରପତୱନ୍ତ ସିଂହ ପନ୍ନୁନ୍ ଏକ ଭିଡିଓ ଜାରି କରି ଏହି ଚେତାବନୀ…

ଜନ୍ମଦିନରେ ବିରାଟଙ୍କ ଶତକ, ସଚିନଙ୍କ ୪୯ ଶତକର ସମକକ୍ଷ

କୋଲକାତା : ନିଜର ଜନ୍ମଦିନରେ ଭାରତର କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ କୋହଲି । ଏହା ସହିତ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହୋଇଛନ୍ତି ବିରାଟ । ବିରାଟଙ୍କ…

ଘରେ ପଶି ମହିଳା ସରକାରୀ କର୍ମଚାରୀଙ୍କୁ ଛୁରୀ ଭୁସି ହତ୍ୟା

ଘରେ ପଶି ଅତି ନିର୍ମମ ଭାବେ ମହିଳା ସରକାରୀ କର୍ମଚାରୀଙ୍କୁ ଛୁରୀ ଭୁସି ହତ୍ୟା କଲେ ଦୁର୍ବୃତ୍ତ। କର୍ଣ୍ଣାଟକର ବେଙ୍ଗାଲୁରୁରେ ଘଟିଛି ଏଭଳି କିଛି ହତ୍ୟାକାଣ୍ଡ। ପ୍ରତିମା। ତାଙ୍କ ବୟସ ୩୭ ବର୍ଷ। ସେ କର୍ଣ୍ଣାଟକର ଖଣି ଏବଂ ଭୂବିଜ୍ଞାନ ବିଭାଗର…

ପୂର୍ବତନ ଇସ୍ରୋ ମୁଖ୍ୟଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଲେ ଏସ୍‌ ସୋମନାଥ

ପଦାରେ ପଡ଼ିଲା ଇସ୍ରୋ କଳି। ଇସ୍ରୋର ପୂର୍ବତନ ମୁଖ୍ୟ କେ. ଶିବନଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ବର୍ତ୍ତମାନ ମୁଖ୍ୟ ଏସ୍‌ ସୋମନାଥ। ୨୦୧୮ରେ ଇସ୍ରୋ ଅଧ୍ୟକ୍ଷ ପଦ ପାଇଁ ପୂର୍ବତନ ଅଧ୍ୟକ୍ଷ କେ.ଶିବନ ଏସ୍‌ ସୋମନାଥଙ୍କୁ ରୋକିବାକୁ ଚେଷ୍ଟା କରିଥିଲେ।…

ଦିଲ୍ଲୀରେ ୧୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ୍

ନୂଆଦିଲ୍ଲୀ: ରାଜଧାନୀର ବାୟୁ ପ୍ରଦୂଷଣ ସ୍ଥିତି ଅତ୍ୟନ୍ତ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ସ୍ଥିତି ଏପରି ହୋଇଛି ଯେ ଦିଲ୍ଲୀର ଅନେକ ସ୍ଥାନରେ ଏକ୍ୟୁଆଇ ପାଖାପାଖି ୫୦୦ ପାଖାପାଖି ପହଞ୍ଚିଛି। ଏଭଳି ପରିସ୍ଥିତିରେ ଏୟାର କ୍ୱାଲିଟି ମ୍ୟାନେଜମେଣ୍ଟ କମିଶନ ରାଜଧାନୀରେ ଜିଆରଏପି-୪ ଲାଗୁ…