ସିଏମ୍ଓ ଅଫିସ୍ରେ ହଠାତ୍ କ୍ଲୋରିନ୍ ଗ୍ୟାସ୍ ନିର୍ଗତ ହେତୁ ୧୦ ଜଣ ନର୍ସିଂ ଛାତ୍ରୀ ଚେତାଶୂନ୍ୟ
ଉତ୍ତର ପ୍ରଦେଶର ମଥୁରା ଜିଲ୍ଲାରୁ ଶୁକ୍ରବାର ଏକ ଗ୍ୟାସ୍ ଲିକ୍ ଘଟଣା ସାମ୍ନାକୁ ଆସିଛି। ଏଠାରେ ସିଏମ୍ଓ ଅଫିସ୍ରେ ହଠାତ୍ କ୍ଲୋରିନ୍ ଗ୍ୟାସ୍ ନିର୍ଗତ ହେତୁ ୧୦ ଜଣ ନର୍ସିଂ ଛାତ୍ରୀ ଚେତାଶୂନ୍ୟ ହୋଇପଡିଥିଲେ। ଏହି ଘଟଣା ପରେ ପୂରା କ୍ୟାମ୍ପସରେ…
