ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ କଲା ଡେଲିଭରୀ ବୟ

ସଇତାନ ସାଜିଲା ଡେଲିଭରୀ ବୟ। ଏକାଥିବା ଜାଣିବା ପରେ ଘରେ ପଶି ମହିଳାଙ୍କୁ କଲା ଦୁଷ୍କର୍ମ। ରାସନ ସାମଗ୍ରୀ ଦେବାକୁ ଆସି ଅଭିଯୁକ୍ତ ଜଣକ ଏଭଳି ନରକୀୟକାଣ୍ଡ ଘଟାଇଥିବା ଜଣାପଡିଛି। ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ଏହି ଘଟଣା ଘଟିଛି। ପୁଲିସ ଏହି…

ମୁଣ୍ଡରେ ଗାମୁଛା ବାନ୍ଧି ଧାନ କାଟିଲେ ରାହୁଲ୍ ଗାନ୍ଧି

ରାୟପୁର: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଦୁଇ ଦିନିଆ ଛତିଶଗଡ଼ ଗସ୍ତରେ ଅଛନ୍ତି। ଗସ୍ତର ଦ୍ୱିତୀୟ ଦିନରେ ରାହୁଲ ଗାନ୍ଧି ଆଜି ସକାଳେ ନୂଆ ରାୟପୁରର କଟିଆ ଗାଁରେ ପହଞ୍ଚିଥିଲେ। ସେ ଏଠାକାର ଚାଷୀଙ୍କ ସହ ମିଶି ଧାନ ଅମଳ କରିଥିଲେ।…

ମହୁଆ ମୋଇତ୍ରାଙ୍କୁ ବିଜେପିର ଟାର୍ଗେଟ୍‌

ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଫସିଥିବା ଟିଏମ୍‌ସି ସାଂସଦ ମହୁଆ ମୋଇତ୍ରାଙ୍କୁ ନେଇ ଥମୁନି ବିବାଦ। ବିରୋଧୀ ଦଳ ତାଙ୍କୁ ଚାରିପଟୁ ଘେରୁଛନ୍ତି। ଏହାରି ଭିତରେ ବିଜେପି ମଧ୍ୟ ବାରମ୍ବାର ଏହି ଟିଏମ୍‌ସି ନେତ୍ରୀଙ୍କୁ ଟାର୍ଗେଟ୍‌ କରିଚାଲିଛି। ସାଂସଦ ନିଶିକାନ୍ତ ଦୁବେଙ୍କ ପରେ…

ଜାମିନ ନ ଦେବାରୁ ରାଗିଯାଇ ବିଚାରପତିଙ୍କ ଗଳା ଚିପିଲେ ଓକିଲ

ହମିରପୁର: ଉତ୍ତରପ୍ରଦେଶର ହମିରପୁରରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ହମିରପୁର ଜିଲ୍ଲା କୋର୍ଟରେ ଜଣେ ଓକିଲ ବିଚାରପତିଙ୍କ ଉପରେ ଆକ୍ରମଣ କରିଥିବାର ଖବର ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ଓକିଲ ଲଢ଼ୁଥିବା ଏକ ମାମଲାରେ ଅଭିଯୁକ୍ତ ଜାମିନ ପାଇପାରିନଥିଲେ।…

ଆଉ ରାସ୍ତାରେ ଗଡ଼ିବନି କଳା-ହଳଦିଆ ଟ୍ୟାକ୍ସି

୬୦ ବର୍ଷର ଇତିହାସ ଉପରେ ଲାଗିବ ବ୍ରେକ। ଆଉ ରାସ୍ତାରେ ଗଡ଼ିବନି କଳା-ହଳଦିଆ ଟ୍ୟାକ୍ସି। ରାଜରାସ୍ତାରୁ ଗାଏବ ହୋଇଯିବ 'ପ୍ରିମିୟର ପଦ୍ମିନୀ'। ଦୀର୍ଘ ୬ ଦଶନ୍ଧି ଧରି ମୁମ୍ବାଇ ରାସ୍ତାରେ ରାଜ କରୁଥିବା ଏହି କଳା-ହଳଦିଆ ଟ୍ୟାକ୍ସି ଆଉ ଲୋକଙ୍କୁ ସେବା…

କେରଳ ବିସ୍ଫୋରଣ : ବିଜୟନଙ୍କ ସହ କଥା ହେଲେ ଅମିତ ଶାହା, ଇହୁଦୀ ଧର୍ମସ୍ଥଳୀର ସୁରକ୍ଷା ବଢିଲା

ନୂଆଦିଲ୍ଲୀ: କୋଚିର କନଭେନସନ୍ ସେଣ୍ଟରରେ ଚାଲିଥିବା ଏକ ଖ୍ରୀଷ୍ଟିଆନ ସମାବେଶରେ ବିସ୍ଫୋରଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି । କେନ୍ଦ୍ର ସରକାର ସମସ୍ତ ସମ୍ଭବ ସହାୟତା ଯୋଗାଇ ଦେବାକୁ ଶାହା…

ଇସ୍ରାଏଲ-ହମାସ ଯୁଦ୍ଧ: ଇଜିପ୍ଟ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ଇସ୍ରାଏଲ ଓ ହମାସ ମଧ୍ୟ ଦୀର୍ଘ ଦିନ ହେବ ଲାଗି ରହିଛି ଯୁଦ୍ଧ। ଏଥିଯୋଗୁ ଅନେକ ଲୋକେ ଉଭୟ ପକ୍ଷରୁ ପ୍ରାଣ ହରାଇସାରିଲେଣି। ଏବେ ଏହି ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତେହ…

ବିଧାନସଭା ନିର୍ବାଚନ ଲଢ଼ିବେ ନାହିଁ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ପାଣିପାଗ ସରଗରମ ରହିଛି | ଏହି ବିଧାନସଭା ନିର୍ବାଚନରେ ବିଜେପି ଓ କଂଗ୍ରେସ ମଧ୍ୟରେ ଜୋରଦାର ଲଢେଇ ହେବାକୁ ଥିବାବେଳେ ନିର୍ବାଚନରେ ​​କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଲଢ଼ିପାରନ୍ତି ବୋଲି…

ଧମକ ପରେ ବି ଗାଜାକୁ ସହାୟତା କରିବେ ଏଲନ୍‌ ମସ୍କ

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗାଜାରେ ଗ୍ରାଉଣ୍ଡ ଅପରେସନ ଆରମ୍ଭ କରିଦେଇଛି ଇସ୍ରାଏଲ। ଚାରିପୁଟି ଇସ୍ରାଏଲ ଗାଜାକୁ ଘେରି ରହିଛି। ଇସ୍ରାଏଲ ତରଫରୁ ଗାଜାକୁ ସମସ୍ତ ପ୍ରକାର ଯୋଗାଯୋଗ ବନ୍ଦ କରିଦିଆଯାଇଛି। ଏହାର ପ୍ରଭାବ ହମାସ ଆତଙ୍କୀଙ୍କ…

ଫ୍ରିଜ୍‌ରୁ ବାହାରିଲା ଗୋଡ଼ହାତ ବନ୍ଧା ହୋଇଥିବା ଅନ୍ତଃସତ୍ତ୍ବା ମଡେଲ୍‌ଙ୍କ ଶବ

ଲସ୍‌ ଏଞ୍ଜେଲେସ୍‌: ହାତଗୋଡ଼ ଓ ମୁହଁ ବନ୍ଧାଯାଇଥିବା ଅବସ୍ଥାରେ ଏକ ଆପାର୍ଟମେଣ୍ଟ୍‌ରେ ଥିବା ଫ୍ରିଜ୍‌ ଭିତରୁ ଉଦ୍ଧାର କରାଯାଇଥିବା ଜଣେ ମଡେଲ୍‌ଙ୍କ ଶବର ବ୍ୟବଚ୍ଛେଦ ରିପୋର୍ଟ ଶୁକ୍ରବାର ଦିନ ପ୍ରକାଶ କରାଯାଇଥିବା କଥା ‘ନ୍ୟୁୟର୍କ ପୋଷ୍ଟ୍‌’ ରିପୋର୍ଟ କରିଛି। ୩୧ ବର୍ଷୀୟ…