୧୫୦ ଅଣ୍ଡର ଗ୍ରାଉଣ୍ଡ ଟାର୍ଗେଟକୁ ଧ୍ୱଂସ କଲା ଇସ୍ରାଏଲ
ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ବିରୋଧରେ ନିଜର ଆକ୍ରମଣକୁ ଜୋରଦାର କରିଛି ଇସ୍ରାଏଲ। ଗାଜା ଷ୍ଟ୍ରିପରେ ଏବେ ଇସ୍ରାଏଲ ସ୍ଥଳଭାଗରେ ହମଲା କରୁଥିବା ବେଳେ ଆକାଶ ପଥରେ ମିସାଇଲ ମାଡ଼ କରିବାକୁ ମଧ୍ୟ ପଛାଇ ନାହିଁ। ଶୁକ୍ରବାର ରାତିରେ ଇସ୍ରାଏଲ ସେନା…
