ସମଲିଙ୍ଗୀ ବିବାହକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ସମଲିଙ୍ଗୀ ଯୋଡିକୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଝଟ୍କା। ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ସଫା ସଫା ମନା କରିଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି। ସମଲିଙ୍ଗୀ…
