ଇସ୍ରାଏଲ ସେନାକୁ ଭେଟିଲେ ନେତାନ୍ୟାହୁ

ଇସ୍ରାଏଲ ଓ ହମାସ ଆତଙ୍କବାଦୀଙ୍କ ମଧ୍ୟରେ ଜାରି ରହିଛି ଯୁଦ୍ଧ। ଏହାରି ଭିତରେ ଗାଜା ସୀମାବର୍ତ୍ତୀ ଅଞ୍ଚଳକୁ ଗସ୍ତ କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ। ଏହି ଅବସରରେ ସେ ଗାଜାରେ ମୁତୟନ ଥିବା ଇସ୍ରାଏଲ ଡିଫେନ୍ସ ଫୋର୍ସର ସୈନିକଙ୍କ ସହ…

ପୁଣି ଥରିଲା ଆଫଗାନିସ୍ତାନ, ତୀବ୍ରତା ୬.୫ ରେକର୍ଡ

ପୁଣି ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ। ଆଜି ସକାଳୁ ଆଫଗାନିସ୍ତାନର ପଶ୍ଚିମ ଅଞ୍ଚଳରେ ତୀବ୍ର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ରେକର୍ଡ କରାଯାଇଛି। ଇଏମ୍‌ଏସ୍‌ସି ଅନୁଯାୟୀ ଭୂମିକମ୍ପର କେନ୍ଦ୍ରସ୍ଥଳର ୧୦ କିଲୋମିଟର ଗଭୀରତାରେ ଥିବା କୁହାଯାଇଛି।…

୪୦୦ ଟଙ୍କାରେ ମିଳିବ ଗ୍ୟାସ୍‌ ସିଲିଣ୍ଡର୍‌, ପ୍ରତିଶ୍ରୁତି ଦେଲେ କେସିଆର୍‌

ଆଗକୁ ୪୦୦ ଟଙ୍କାରେ ମିଳିବ ଗ୍ୟାସ୍‌ ସିଲିଣ୍ଡର। କେବଳ ସେତିକି ନୁହେଁ ସରକାରୀ ଭତ୍ତା ମଧ୍ୟ ବଢ଼ିବ। ୪ ହଜାରକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା। ଏଭଳି କିଛି ପ୍ରତିଶ୍ରୁତିରେ ପୋତି ପକାଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ। ଆସନ୍ତା ନଭେମ୍ବର…

ବାହାନଗା ଦୁର୍ଘଟଣା ପରେ ଏଆଇ ସଂଲଗ୍ନ ଫୋରେନସିକ ପରୀକ୍ଷାଗାର ବସାଇବାକୁ ଏମ୍ସର ଯୋଜନା

ଭୁବନେଶ୍ୱର: ରାଜଧାନୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଏକ ହାଇଟେକ୍ ଆଞ୍ଚଳିକ ଫୋରେନସିକ୍ ଲାବୋରେଟୋରି ପ୍ରତିଷ୍ଠା କରିବାକୁ ଯୋଜନା କରୁଥିବା ସୂଚନା ମିଳିଛି। ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ବହୁସଂଖ୍ୟକ ମୃତାହତ ହେଲେ ଶବ ଚିହ୍ନଟ ଓ ସଂରକ୍ଷଣରେ ସହାୟତା…

ଭୂମିକମ୍ପରେ ଥରିଲା ରାଜଧାନୀ, ତୀବ୍ରତା ୩.୧ ରେକର୍ଡ

ଭୟଙ୍କର ଭୂମିକମ୍ପରେ ଥରିଲା ଦେଶର ରାଜଧାନୀ ଦିଲ୍ଲୀ। ଆଜି ମଧ୍ୟାହ୍ନ ୪ଟା ୮ ମିନିଟ୍‌ରେ ଦିଲ୍ଲୀ ଏନ୍‌ସିଆର୍‌ରେ ପୁଣି ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୧ ରେକର୍ଡ କରାଯାଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଦିଲ୍ଲୀ…

ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ଲଢିବେ ‘ରାମାୟାଣ’ ଅଭିନେତା

ମଧ୍ୟ ପ୍ରଦେଶ ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଦଳ ଅଭିନେତା ବିକ୍ରମ ମସ୍ତାଲଙ୍କୁ ଟିକେଟ୍ ଦେଇଛି।ତାଙ୍କୁ ଦଳ ମଧ୍ୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହଙ୍କ ବିପକ୍ଷରେ ଛିଡା କରାଇଛି। ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନ ତାଲିକା ଘୋଷଣା…

ଫିଲ୍ମ ଷ୍ଟାଇଲ୍‌ରେ ଲୁଟ୍‌, ନକଲି ED ସାଜି ଘରେ ପଶି ନେଇଗଲେ ୩ କୋଟି

ଫିଲ୍ମ ଷ୍ଟାଇଲ୍‌ରେ ଲୁଟ୍‌। ଖିଲାଡି ଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ 'ସ୍ପେଶାଲ-୨୬' ଷ୍ଟାଇଲ୍‌ରେ ନକଲି ଇଡି ସାଜି ବୁଲାଇଲେ କଳା କନା। ଘରେ ପଶି ଲୁଟି ନେଲେ ୩ କୋଟି। ଏଭଳି କିଛି ଘଟଣା ଘଟିଛି ରାଜଧାନୀ ଦିଲ୍ଲୀର ହରିଦାସ ନଗରରେ।…

‘ମେମୋରୀ ଲସ୍‌’ ପାଇଁ ନୀତୀଶ କୁମାରଙ୍କୁ ଖାଦ୍ୟରେ ମିଶାଇ ଦିଆଯାଉଛି ଔଷଧ!

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ତାଙ୍କର ମେମୋରୀ ଲସ୍‌ ତଥା ସ୍ଣରଣ ଶକ୍ତି ହ୍ରାସ କରାଇବା ପାଇଁ ଚାଲିଛି ଷଡ଼ଯନ୍ତ୍ର। ନୀତୀଶ କୁମାରଙ୍କୁ ଖାଦ୍ୟରେ ମିଶାଇ ଔଷଧ ଦିଆଯାଉଛି। ଏଭଳି କିଛି ବଡ଼ ଦାବି କରିଛନ୍ତି ପୂର୍ବତନ ସାଂସଦ ତଥା ନୀତୀଶ କୁମାରଙ୍କ…

ଟ୍ରକ୍‌କୁ ପଛରୁ ପିଟିଲା ମିନି ବସ୍‌: ୧୨ ମୃତ, ୨୩ ଆହତ

ଦ୍ରୁତଗତିରେ ଯାଉଥିବା ଏକ ମିନି ବସ୍ ଭାରସାମ୍ୟ ହରାଇ ଟ୍ରକ୍ ପଛରେ ପିଟି ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର (ପୂର୍ବର ଔରାଙ୍ଗାବାଦ) ଜିଲ୍ଲାର ସମୃଦ୍ଧି ଏକ୍ସପ୍ରେସୱେର…

ମଧ୍ୟ ପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ମଧ୍ୟ ପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଦଳ ମଧ୍ୟ ପ୍ରଦେଶ ପାଇଁ ଏହି ପର୍ଯ୍ୟାୟରେ ୧୪୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବା ବେଳେ ଛତିଶଗଡ଼…