ବିଶ୍ବକପ୍ : ଭାରତର ଦମଦାର୍ ବିଜୟ, ପାକିସ୍ତାନ ୭ ଓ୍ବିକେଟରେ ପରାସ୍ତ

ଅହମଦାବାଦ : ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ…

ଓଡ଼ିଶାରେ ବିକାଶ ପରିବର୍ତ୍ତେ ବିଜେଡି ନେତାଙ୍କ ପକେଟ ଗରମ ହେଉଛି: ଧର୍ମେନ୍ଦ୍ର

ଆଠଗଡ: ଓଡ଼ିଶା ସରକାରଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମାର୍ଚ୍ଚ ୩୧, ୨୦୨୪ ସୁଦ୍ଧା ପ୍ରାୟ ସାଢେ ୨୭ ଲକ୍ଷ ଘର ନିର୍ମାଣ କରିବା ପାଇଁ ମୋଦୀ ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ଦିଆଯାଇଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୭ ଲକ୍ଷ ୫୬…

ବ୍ଲଡ କ୍ୟାନସର ରୋଗୀଙ୍କୁ ମିଳିବ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା, ଭାରତର ପ୍ରଥମ ସ୍ବଦେଶୀ ସିଏଆର-ଟି ଥେରାପିକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ  : ବ୍ଲଡ କ୍ୟାନସର ରୋଗୀଙ୍କ ଚିକିତ୍ସା ପାଇଁ ଭାରତରେ ଏକ ଅତ୍ୟାଧୁନିକ ଚିକିତ୍ସା ପ୍ରଣାଳୀକୁ ଅନୁମୋଦନ କରାଯାଇଛି। ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସକୋ) ବିଶେଷଜ୍ଞ କାର୍ଯ୍ୟ କମିଟିର ସୁପାରିଶ କ୍ରମେ ଭାରତର ପ୍ରଥମ ସ୍ବଦେଶୀ କାଇମେରିକ ଆଣ୍ଟିଜେନ…

ଆଦାନୀ କଥା କହିବାରୁ ଆପ୍‌ ସାଂସଦଙ୍କ ଉପରେ ବର୍ଷିଲେ କୋର୍ଟ

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସଂଜୟ ସିଂହଙ୍କ ଉପରେ ବର୍ଷିଲେ କୋର୍ଟ। ଆଦାନୀଙ୍କ କଥା ଉଠାଇବାରୁ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଆପ୍‌ର ଏହି ରାଜ୍ୟସଭା ସାଂସଦଙ୍କୁ ତାଗିଦ କରିଛନ୍ତି। ପ୍ରକୃତରେ ମନି ଲଣ୍ଡରିଂ ଅଭିଯୋଗରେ ଗତ ୪…

ରାହୁଲ ପଛୁଆବର୍ଗଙ୍କୁ ଅପମାନିତ କରୁଥିବା ଅଭିଯୋଗ

ହାଇଦ୍ରାବାଦ  : ଗୋଟିଏ ପଟେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଜାତିଗତ ଜନଗଣନା କରିବେ ବୋଲି ପ୍ରତିଶ୍ରୁତି ଦେଇ କ୍ରମାଗତ ଭାବରେ ଓବିସି ପ୍ରସଙ୍ଗ ଉଠାଉଛନ୍ତି, ଯାହା ଦ୍ୱାରା ତାଙ୍କ ଦଳ ଦେଶର ବୃହତ୍ତମ ଜନସଂଖ୍ୟା ଓବିସିର ସମର୍ଥନ ପାଇପାରିବ।…

ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଶପଥ ନେଇ ପ୍ରଶ୍ନ, ପିଆଇଏଲ ଉପରେ ୫ ଲକ୍ଷ ଜରିମାନା ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ   : ସୁପ୍ରିମକୋର୍ଟ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ତ୍ରୁଟିପୂର୍ଣ୍ଣ ଶପଥକୁ ଚ୍ୟାଲେଞ୍ଜ କରି କରାଯାଇଥିବା ଆବେଦନ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆବେଦନ କରିଥିବା ବ୍ୟକ୍ତିଙ୍କ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ୫ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୁପ୍ରିମକୋର୍ଟରେ ଏକ…

ତେଜୁଛି ଇସ୍ରାଏଲ-ହମାସ୍‌ ଯୁଦ୍ଧ: ଦିଲ୍ଲୀ, ମହାରାଷ୍ଟ୍ର ଓ ଗୋଆରେ ହାଇଆଲର୍ଟ

ନୂଆଦିଲ୍ଲୀ: ଇସ୍ରାଏଲ-ହମାସ ଯୁଦ୍ଧ ତେଜୁଥିବା ବେଳେ ଦିଲ୍ଲୀ, ମହାରାଷ୍ଟ୍ର ଓ ଗୋଆରେ ଆଜି ହାଇ ଆଲର୍ଟ ଜାରି ହୋଇଛି। ଦିଲ୍ଲୀରେ ସମ୍ଭାବ୍ୟ ହିଂସା ହେବା ସଂକ୍ରାନ୍ତରେ ସୁରକ୍ଷା ସଂସ୍ଥା ପକ୍ଷରୁ ସୂଚନା ପାଇବାପରେ ଦିଲ୍ଲୀ ପୁଲିସ ସୁରକ୍ଷା କଡ଼ାକଡ଼ି କରିଛି। ଶୁକ୍ରବାର…

ଇସ୍ରାଏଲ ପାଇଁ ବଡ଼ ଚ୍ୟାଲେଞ୍ଜ ହମାସ୍‌ର ଗୁପ୍ତ ସୁଡ଼ଙ୍ଗ: ଗାଜାରେ ୫୦୦ କିମିର ସୁଡ଼ଙ୍ଗ ନେଟ୍‌ୱର୍କ

ନୂଆଦିଲ୍ଲୀ : ଇସ୍ରାଏଲ ସେନା ଗାଜା ଷ୍ଟ୍ରିପ୍‌ରେ ପଶି ଆକ୍ରମଣ ଯୋଜନା କରିଛି। ତେବେ ଇସ୍ରାଏଲ ସେନାର ଏହି ଅପରେସନ୍‌ ପାଇଁ ସବୁଠୁ ବଡ଼ ଚ୍ୟାଲେଂଜ ହେବ ହମାସ୍‌ ଆତଙ୍କବାଦୀ ଗୋଷ୍ଠୀର ଭୂତଳ ଗୁପ୍ତ ସୁଡ଼ଙ୍ଗ। ଅନେକ ବିଶେଷଜ୍ଞ ଏନେଇ ଇସ୍ରାଏଲକୁ…

ଇସ୍ରାଏଲ୍‌ରୁ ୨୩୫ ଭାରତୀୟଙ୍କୁ ନେଇ ଫେରିଲା ‘ଅପରେସନ୍‌ ଅଜୟ’ର ଦ୍ବିତୀୟ ବିମାନ

ନୂଆଦିଲ୍ଲୀ: ‘ଅପରେସନ୍‌ ଅଜୟ’ ବ୍ୟବସ୍ଥାରେ ଯୁଦ୍ଧ-ବିକ୍ଷତ ଇସ୍ରାଏଲ୍‌ରୁ ଦ୍ବିତୀୟ ବ୍ୟାଚ୍‌ରେ ୨୩୫ ଭାରତୀୟଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ଆଜି ସକାଳେ ନିରାପଦରେ ଭାରତରେ ପହଞ୍ଚିଛି। ଆଜି ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରିଥିବା ଏହି ସ୍ବତନ୍ତ୍ର…

ବିମାନ ଆକ୍ରମଣରେ ହମାସ୍‌ ବାୟୁସେନା ମୁଖ୍ୟ ନିହତ: ଇସ୍ରାଏଲ୍‌ ବାୟୁସେନା

ତେଲ୍‌ ଅଭିଭ୍‌: ଗତରାତିରେ କରାଯାଇଥିବା ବିମାନ ଆକ୍ରମଣରେ ହମାସ୍‌ ବାୟୁସେନା ମୁଖ୍ୟ ମୁରାଦ ଆବୁ ମୁରାଦଙ୍କର ମୃତ୍ୟୁ ଘଟିଥିବା କଥା ଇସ୍ରାଏଲୀୟ ବାୟୁସେନା କହିଛି। ଗାଜା ଷ୍ଟ୍ରିପ୍‌ରେ ବାୟୁସେନା କାର୍ଯ୍ୟକଳାପ ବୁଝାଶୁଝା କରୁଥିବା ମୁଖ୍ୟାଳୟ ଉପରେ ବିମାନ ଆକ୍ରମଣ କରାଯିବାରୁ ତାଙ୍କର…