ଜିମ୍ବାେଓ୍ଵରେ ବିମାନ ଦୁର୍ଘଟଣା: ନିଜ ହୀରା ଖଣିକୁ ପରିଦର୍ଶନରେ ଯାଉଥିବା ଭାରତୀୟ ବ୍ୟବସାୟୀ ଓ ତାଙ୍କ ପୁତ୍ର ସମେତ ୬ ମୃତ
ଜୋହାନ୍ସବର୍ଗ: ଦକ୍ଷିଣ-ପଶ୍ଚିମ ଜିମ୍ବାେଓ୍ଵର ଏକ ହୀରା ଖଣି ନିକଟରେ ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଦୁର୍ଘଟଣା ଘଟି ଜଣେ ଭାରତୀୟ କୋଟିପତି ଖଣି ବ୍ୟବସାୟୀ ଏବଂ ତାଙ୍କ ପୁଅଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ଜିମ୍ବାୱେର ଏକ ନ୍ୟୁଜ୍ ଏବଂ…
