ଭୁଲବଶତଃ ଗୁଳିଭର୍ତ୍ତି ବନ୍ଧୁକରୁ ଚାଲିଲା ଗୁଳି: ଜଣେ ସେନା ଅଧିକାରୀଙ୍କର ମୃତ୍ୟୁ
ଶ୍ରୀନଗର: ଜମ୍ମୁକଶ୍ମୀରର ବାନ୍ଦିପୋରାସ୍ଥିତ ସେନାର ୧୪ ରାଷ୍ଟ୍ରୀୟ ରାଇଫଲ୍ସ (ଆରଆର) କ୍ୟାମ୍ପରେ ଆଜି ଏକ ଛୋଟ ଦୁର୍ଘଟଣାରେ ଜଣେ ଯବାନଙ୍କର ମୃତ୍ୟୁ ହୋଇଯାଇଛି | ବାସ୍ତବରେ ଜଣେ ସୈନିକଙ୍କ ହାତରୁ ଗୁଳି ଭର୍ତ୍ତି ବନ୍ଧୁକ ହଠାତ୍ ଖସିପଡ଼ିବାରୁ ଏଥିରୁ ଗୁଳି ଫାୟାରିଂ…
