ଆଉ ଚାଲିବନି କି ଡିଜେଲ୍‌ ଗାଡ଼ି! ୧୦% GST ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ ନୀତିନ ଗଡକରୀ

ଦେଶରେ ଡିଜେଲ୍‌ ଗାଡ଼ି ଉପରେ ଲଗାମ୍‌ ଲାଗିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହା କହିଛନ୍ତି। ବାୟୁ ପ୍ରଦୂଷଣକୁ କମ୍‌ କରିବା ଲକ୍ଷ୍ୟରେ ଦେଶରେ ଗଡ଼ୁଥିବା ଡିଜେଲ୍‌ ଗାଡ଼ିଗୁଡ଼ିକ ଉପରେ ପ୍ରତିବନ୍ଧକ ଲଗାଇବାକୁ ଗଡକରୀ ଦାବି କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରସ୍ତାବ…

ନୂଆ ସଂସଦ ଭବନରେ ବଦଳିବ କର୍ମଚାରୀ ଏବଂ ମାର୍ଶଲଙ୍କ ୟୁନିଫର୍ମ

୧୯ ତାରିଖ ଗଣେଶ ପୂଜା ଅବସରରେ ନୂଆ ସଂସଦ ଭବନରେ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ନୂଆ ସଂସଦ ଭବନରେ ପ୍ରବେଶ ସହିତ କର୍ମଚାରୀ ଏବଂ ସୁରକ୍ଷା କର୍ମୀଙ୍କ ପୋଷାକ ମଧ୍ୟ ପରିବର୍ତ୍ତନ ହେବ । ଏହାଛଡା ଦୁଇ ସଦନର…

ଅପେକ୍ଷା କରନ୍ତୁ, ଆପେ ଆପେ ଭାରତରେ ମିଶିଯିବ ପାକ୍‌ ଅଧିକୃତ କଶ୍ମୀର: କେନ୍ଦ୍ରମନ୍ତ୍ରୀ

ପାକିସ୍ତାନ ଅଧିକୃତ କଶ୍ମୀର, ଯାହାକୁ ନେଇ ଦୀର୍ଘଦିନ ଧରି ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଲାଗି ରହିଛି, ଏହି ଅଞ୍ଚଳକୁ ନେଇ ବଡ଼ ବୟାନ୍ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ଆର୍ମି ଚିଫ୍ ଜେନେରାଲ୍ ଭିକେ ସିଂହ। ଖୁବ୍ ଶୀଘ୍ର ଏହା ଆପେ ଆପେ…

୪୮ଘଣ୍ଟା ଫସି ରହିବା ପରେ ନିଜଦେଶକୁ ଫେରିଲେ କାନାଡା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଗତରବିବାର କାନାଡା ଫେରିବାର ଥିଲା। ତେବେ ସେ ଯେଉଁ ବିମାନରେ ଯାତ୍ରା କରିଥାଆନ୍ତେ ସେହି ବିମାନଟିରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଥିଲା। ତେଣୁ ‌ସେ ଆଉ କାନାଡ଼ା ଯାଇ ନପାରି ଦିଲ୍ଲୀରେ ରହିଥିଲେ। ପ୍ରକାଶିତ ରିପ‌ୋର୍ଟ…

ନେପାଳୀ ଯୁବତୀଙ୍କୁ ପ୍ରେମ ପରେ ହତ୍ୟା କଲେ ବିବାହିତ ସେନା ଅଧିକାରୀ

ପଶ୍ଚିମବଙ୍ଗ ସିଲିଗୁଡ଼ିରୁ ଆସିଛି ଏକ ଦୁଃଖଦ ଖବର। ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ ଜଣେ ନେପାଳୀ ଯୁବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଗିରଫ କରିଛି ଡେରାଡୁନ୍ ପୁଲିସ। ସୋମବାର ଦିନ ପଶ୍ଚିମବଙ୍ଗର ସିଲିଗୁଡ଼ି ଅଞ୍ଚଳରେ ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିବା…

ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଅବଧି ୨୫ ଯାଏ ବଢ଼ିଲା

ଆପ୍‌ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଥିବା ମେଡିକାଲ ବେଲ୍‌ ଅବଧିକୁ ଆଜି ସୁପ୍ରିମକୋର୍ଟ ବୃଦ୍ଧି କରିଛନ୍ତି। ଆସନ୍ତା ୨୫ ତାରିଖ ଯାଏ ଏହା ବଢ଼ାଇ ଦିଆଯାଇଛି। ମନିଲଣ୍ଡରିଂ ମାମଲାରେ ଇଡି ଶ୍ରୀ ଜୈନଙ୍କୁ ଗିରଫ କରିଥିଲା।…

ହରିୟାଣାରେ ଗୋ-ରକ୍ଷକ ମୋନୁ ମାନେସର୍‌ ଅଟକ

ନୂଆଦିଲ୍ଲୀ: ରାଜସ୍ଥାନରେ ୨ଜଣ ଲୋକଙ୍କୁ ହତ୍ୟା କରାଯିବା ଏବଂ ଜୁଲାଇ ମାସରେ ମାସରେ ନୁହ୍‌ ହିଂସାକାଣ୍ଡକୁ ଉସୁକାଇ ଥିବା ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଖୋଜାପଡ଼ିଥିବା ଗୋ-ରକ୍ଷକ ମୋନୁ ମାନେସର୍‌ଙ୍କୁ ଆଜି ହରିୟାଣା ପୁଲିସ ଅଟକ ରଖିଥିବା କଥା ବିଭିନ୍ନ ଜାତୀୟ…

ଚନ୍ଦ୍ରବାବୁ ନାଇଡୁଙ୍କ ଗୃହବନ୍ଦୀ ଆବେଦନ ଖାରଜ

ଦୁର୍ନୀତି ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନି। ସେ ନିଜ ଘର ଭିତରେ ପୁଲିସ୍‌ ନଜରରେ ରହିବାକୁ ଚାହୁଁଥିଲେ। ଏଥିପାଇଁ ସେ କୋର୍ଟରେ…

ଉତ୍ତର ପ୍ରଦେଶରୁ ନିର୍ବାଚନ ଲଢ଼ିବେ ଖଡଗେ!

ଦିଲ୍ଲୀରେ ମୁକୁଟୁ ପିନ୍ଧିବାକୁ ହେଲେ ଉତ୍ତର ପ୍ରଦେଶ ଦେଇ ଆସିବାକୁ ପଡ଼ିବ। ଏକଥା କଂଗ୍ରେସ ଠାରୁ ଆରମ୍ଭ କରି ବିଜେପି ଭଳି ରାଜନୀତିକ ଦଳ ବେଶ ଭାବେ ଜାଣନ୍ତି। ଉତ୍ତର ପ୍ରଦେଶରେ ଯିଏ ଯେତେ ଭଲ ପ୍ରଦର୍ଶନ କରିବ, ସେହି ଦଳ…

ବ୍ରିଟିସ ସମୟର ରାଜଦ୍ରୋହ ଆଇନର ବୈଧତା ଯାଞ୍ଚ କରିବେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ଖଣ୍ଡପୀଠ

ନୂଆଦିଲ୍ଲୀ: ଭାରତୀୟ ପିଙ୍ଗଳ କୋଡ୍ (ଆଇପିସି) ଅଧୀନରେ ଉପନିବେଶକାଳୀନ ରାଜଦ୍ରୋହ ଆଇନ ସମ୍ବନ୍ଧୀୟ ବ୍ୟବସ୍ଥାର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନଗୁଡ଼ିକୁ ସୁପ୍ରିମ୍ କୋର୍ଟ ମଙ୍ଗଳବାର ୫ ବିଚାରପତିଙ୍କୁ ନେଇ ଗଠିତ ସମ୍ବିଧାନିକ ଖଣ୍ଡପୀଠକୁ ପଠାଇଦେଇଛନ୍ତି । ସାମ୍ବିଧାନିକ ଖଣ୍ଡପୀଠକୁ ପଠାଇବା…