ନୀତିଶ ଭାରି ଚତୁର, ତାଙ୍କର ରାଜନୀତି କରିବାର ନିଜସ୍ୱ ରଣନୀତି ଅଛି: ପ୍ରଶାନ୍ତ କିଶୋର

ପାଟନା: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆଜିକାଲି ବିହାରରେ ଜନସୁରାଜ ଯାତ୍ରା କରୁଛନ୍ତି। ସେ ଗାଁ ଗାଁ ବୁଲି ଲୋକଙ୍କୁ ଭେଟୁଛନ୍ତି। ଅନୁମାନ କରାଯାଉଛି ଯେ ସେ ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ନିଜ ଦଳ ଆରମ୍ଭ କରିବେ ଏବଂ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା…

ଚୀନ ବୈଦେଶିକ ମନ୍ତ୍ରୀଙ୍କ ପରେ ପ୍ରତିରକ୍ଷା ମନ୍ତ୍ରୀ ବି ନିଖୋଜ!

କେଉଁଆଡେ ଉଭାନ ହୋଇଯାଉଛନ୍ତି ସି ଜିନପିଙ୍ଗଙ୍କ କ୍ୟାବିନେଟ ମନ୍ତ୍ରୀ? ଜଣଙ୍କ ପରେ ଜଣ ମନ୍ତ୍ରୀଙ୍କର କାହିଁକି ମିଳୁନି ପତ୍ତା? ଚୀନର କ୍ୟାବିନେଟ ମନ୍ତ୍ରୀଙ୍କ ନିଖୋଜକୁ ନେଇ ଏପରି କିଛି ପ୍ରଶ୍ନ ସୃଷ୍ଟି ହୋଇଛି। ପ୍ରଥମେ ବୈଦେଶିକ ମନ୍ତ୍ରୀ କିନ୍ ଗ୍ୟାଙ୍ଗଙ୍କ ନିଖୋଜ ପରେ ପୂର୍ବତନ…

ସନାତନ ଧର୍ମ ପରେ ବିଜେପିକୁ ଟାର୍ଗେଟ କଲେ ଉଦୟନିଧି: ଦଳକୁ କହିଲେ ‘ବିଷଧର ସାପ’

ନୂଆଦିଲ୍ଲୀ:ତାମିଲନାଡୁ କ୍ରୀଡା ମନ୍ତ୍ରୀ ତଥା ଏଡିଏମକେ ନେତା ଉଦୟନିଧି ଷ୍ଟାଲିନ ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି । ସନାତନ ଧର୍ମ ପରେ ଏବେ ବିଜେପିକୁ କରିଛନ୍ତି ଟାର୍ଗେଟ କଲେ ଉଦୟନିଧି । ବିଜେପିକୁ  ବିଷଧର ସାପ ସହ ତୁଳନା କରି…

ଜନ୍ମଦିନରେ ଦେଶବାସୀଙ୍କୁ ଉପହାର ଦେବେ ପ୍ରଧାନମନ୍ତ୍ରୀ: ଉପହାରର ନାଁ ‘ଆୟୁଷ୍ମାନ ଭବ’

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଦେବେ ଭବ୍ୟ ଉପହାର । ଏ ଉପହାର ସାରା ଦେଶବାସୀଙ୍କ ପାଇଁ । କେନ୍ଦ୍ର ସରକାର ଚଳିତବର୍ଷ ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ  ‘ଆୟୁଷ୍ମାନ ଭବ’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି । କେନ୍ଦ୍ର…

‘ଜି୨୦’ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଗରେ ମାନବ ଅଧିକାର ଓ ଅବାଧ ଗଣମାଧ୍ୟମ ପ୍ରସଙ୍ଗ ଉଠାଇଲି: ଭିଏତ୍‌ନାମ୍‌ରେ କହିଲେ ବାଇଡେନ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ଆୟୋଜିତ ‘ଜି୨୦’ ଶିଖର ସମ୍ମିଳନୀରେ ଯୋଗ ଦେବା ଅବସରରେ ମାନବ ଅଧିକାର ପ୍ରତି ସମ୍ମାନ, ନାଗରିକ ସଙ୍ଗଠନର ଭୂମିକା ଏବଂ ଅବାଧ ଗଣମାଧ୍ୟମ ସମେତ ବିଭିନ୍ନ ପ୍ରସଙ୍ଗ ଉତ୍ଥାପନ କରିଥିବା କଥା ରବିବାର ଦିନ ଭିଏତ୍‌ନାମ୍‌ରେ ଆମେରିକାର ରାଷ୍ଟ୍ରପତି…

ସନାତନ ଧର୍ମର ଅପମାନ ବେଳେ କାହିଁକି ନୀରବ ରହିଲା କଂଗ୍ରେସ: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ: ସନାତନ ଧର୍ମକୁ ନେଇ ଚାଲିଛି ରାଜନୀତି। ଡିଏମକେ ସରକାରରେ ଥିବା ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ପାଲଟା ଜବାବ ଦେଇଛନ୍ତି। ଅନୁରାଗ ଠାକୁର କହିଛନ୍ତି ଯେ ସନାତନ…

ମୁଁ ବି ଗୀତା, ଉପନିଷଦ୍ ପଢିଛି: ରାହୁଲ ଗାନ୍ଧି

ପ୍ୟାରିସ୍ : ଭାରତରେ ଅନୁଷ୍ଠିତ ହେଉଥିବା ଜି-୨୦ ବୈଠକରେ ଯୋଗଦେବାକୁ ବିଶ୍ବର ଶକ୍ତିଶାଳୀ ରାଷ୍ଟ୍ରମୁଖ୍ୟମାନେ ଭାରତରେ ଅଛନ୍ତି । ଭାରତର ସଫଳ ଆୟୋଜନକୁ ସମଗ୍ର ବିଶ୍ବ ପ୍ରସଂଶା କରୁଛି । କିନ୍ତୁ ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି  ବିଦେଶରେ…

ବେଲ୍ଟ ଓ ରୋଡ ପ୍ରକଳ୍ପରୁ ଓହରିବା ମୁଡ୍‌ରେ ଇଟାଲୀ, ଜି-୨୦ରେ ଚାଇନାକୁ ଜଣାଇଲା

ଚାଇନା ଦ୍ୱାରା ଚାଲିଥିବା ବେଲ୍ଟ ଓ ରୋଡ୍‌ ପ୍ରକଳ୍ପରୁ ଓହରି ଯିବା ଯୋଜନାରେ ଇଟାଲୀ। ଭାରତରେ ଅନୁଷ୍ଠିତ ହୋଇଥିବା ଜି-୨୦ ବୈଠକ ବେଳେ ଏକଥା ଚାଇନାର ପ୍ରଧାନମନ୍ତ୍ରୀ ଲି କିଆଙ୍ଗଙ୍କୁ ପରୋକ୍ଷରେ ଜଣାଇ ଦେଇଛନ୍ତି ତାଙ୍କ ଇଟାଲୀ ପ୍ରତିପକ୍ଷ ଜର୍ଜିଆ ମେଲୋନି। ଚାଇନାର…

ସରିଲା ଜି-20 ଶିଖର ସମ୍ମିଳନୀ, ନଭେମ୍ବରରେ ଭର୍ଚୁଆଲ ବୈଠକ ପାଇଁ ପରାମର୍ଶ ଦେଲେ ମୋଦି

ଜି-20 ଶିଖର ସମ୍ମିଳନୀର ଚଳିତ ସଂସ୍କରଣ ଶେଷ ହୋଇଛି। ଦୁଇ ଦିନ ଧରି ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଉଦଯାପିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଅଧ୍ୟକ୍ଷତା ଦାୟିତ୍ୱ ଦେଇ ସଭା ସାଙ୍ଗ କରି…

ଚୀନ ମୁକାବିଲା ପାଇଁ ଲଦାଖରେ ଭାରତ ନିର୍ମାଣ କରିବ ବିଶ୍ୱର ସର୍ବୋଚ୍ଚ ସାମରିକ ଏୟାରଫିଲ୍ଡ

ନୂଆଦିଲ୍ଲୀ: ଜି-୨୦ ଶିଖର ସମ୍ମିଳନୀ ଶେଷ ହେବାର କିଛି ମିନିଟ୍ ପରେ ଚୀନକୁ ଏକ ବଡ଼ ବାର୍ତ୍ତା ଦେଇଛି ଭାରତ । ଲଦାଖର ନୟୋମାଠାରେ ଭାରତ ନିର୍ମାଣ କରିବ ବିଶ୍ୱର ସର୍ବୋଚ୍ଚ ସାମରିକ ଏୟାରଫିଲ୍ଡ । ସେପ୍ଟେମ୍ବର ୧୨, ୨୦୨୩ରେ ପ୍ରତିରକ୍ଷା…