ଖୁବ୍ଶୀଘ୍ର ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍
ନୂଆଦିଲ୍ଲୀ : ଖୁବ୍ଶୀଘ୍ର ବଜାରକୁ ପଲିମର (ପ୍ଲାଷ୍ଟିକ୍) ନୋଟ୍ ଆସିବାକୁ ଯାଉଛି। ଏଥିପାଇଁ ସରକାର ଆବଶ୍ୟକ ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଇଥିବା ସୂଚନା ଅନୁଯାୟୀ ପରୀକ୍ଷାମୂଳକ ଭାବେ ବଜାରକୁ ୨୦୦ କୋଟି ଟଙ୍କାର ୧୦ ଟଙ୍କିଆ…