ଭାରତ ମଣ୍ଡପମର ସ୍ୱାଗତ ସ୍ଥଳରେ ଶୋଭାପାଉଛି ଓଡ଼ିଶାର କାରୁକାର୍ଯ୍ୟପୂର୍ଣ୍ଣ ଐତିହ୍ୟ କୋଣାର୍କ ଚକ୍ର
ଆଜିଠୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଦୁଇ ଦିନିଆ ଜି-୨୦ ସମ୍ମିଳନୀ । ଏଥିପାଇଁ ଭାରତ ମଣ୍ଡପମ୍ରେ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବିଦେଶୀ ନେତା । ସେମାନଙ୍କୁ ସ୍ୱାଗତ କରୁଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଉ ଭାରତ ମଣ୍ଡପମର ସ୍ୱାଗତ…
