ଉତ୍ତରପ୍ରଦେଶର ଜାଲନ ପାଓ୍ଵର ହାଉସରେ ଭୀଷଣ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶର ଜାଲନ ପାଓ୍ଵର ହାଉସରେ ଭୀଷଣ ଅଗ୍ନିକାଣ୍ଡ । ନିଆଁ ଯୋଗୁଁ ଅନେକ ଟ୍ରାନ୍ସଫରମର ଧୁ ଧୁ ହୋଇ ଜଳିଯାଇଥିଲା । ଘଟଣା ସ୍ଥଳରେ ୧୨ରୁ ଅଧିକ ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ପାଓ୍ଵର ହାଉସରେ ଥିବା…

ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଲେ ନୀରଜ ଚୋପ୍ରା

ଭାରତୀୟ କ୍ରୀଡାରେ ଯୋଡି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ଆଉ ଦେଶ ପାଇଁ ଏହି ଗୋଲ୍ଡ ମେଡାଲ ଜିତିଛନ୍ତି ଗୋଲଡେନ୍ ବୟ…

ଦିଲ୍ଲୀବାସୀଙ୍କୁ କ୍ଷମା ମାଗିଲେ ଓ ସହଯୋଗ ଲୋଡିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ସେପ୍ଟେମ୍ବର ୭ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଜି-୨୦ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ଜୋରଦାର ପ୍ରସ୍ତୁତି ବି ଚାଲିଛି।  । ଦିଲ୍ଲୀ ସରକାରଙ୍କ ସର୍କୁଲାର ଅନୁଯାୟୀ ସହରର ସମସ୍ତ ସ୍କୁଲ, କଲେଜ ଏବଂ…

ଚନ୍ଦ୍ରପୃଷ୍ଠରେ ମାଟିର ତାପମାତ୍ରା ମାପିଲା ଚନ୍ଦ୍ରଯାନ-3

ଚନ୍ଦ୍ରରେ ଅନୁସନ୍ଧାନ ଆରମ୍ଭ କରିଦେଇଛି ଚନ୍ଦ୍ରଯାନ-3। ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ ପରେ ଇସ୍ରୋକୁ ପଠାଉଛି ନୂଆ ନୂଆ ତଥ୍ୟ। ଏହିପରିପ୍ରେକ୍ଷୀରେ ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ChaSTE ପେଲୋଡ୍ ଚନ୍ଦ୍ରପୃଷ୍ଠରୁ ପଠାଇଛି ଆଉ ଏକ ସୂଚନା। ସେଠାରେ ମାଟିର ତାପମାତ୍ରା କେତେ ରହେ ତା'ର…

ଓୱାଇସିଙ୍କ ହାତରେ କେସିଆରଙ୍କ କାର୍‌ ଷ୍ଟିଅରିଂ: ଶାହା

ହାଇଦ୍ରାବାଦ୍‌: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ତେଲେଙ୍ଗାନା ଖମ୍ମମରେ ‘ରାୟଥୁ ଗୋସା-ଭାଜପା ଭରୋସା’ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏଥର ଭାଜପା ଏଠାରେ କ୍ଷମତାକୁ ଆସିବ ବୋଲି ସେ ଦାବି କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ହେଉଛି ୪ଜି…

ଜି -୨୦ ଶିଖର ସମ୍ମିଳନୀକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ୍‌

ନୂଆଦିଲ୍ଲୀ,୨୭।୮: ଜି-୨୦ ଶିଖର ସମ୍ମିଳନୀକୁ ନେଇ କଂଗ୍ରେସ କେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛି। କଂଗ୍ରେସ ନେତା ପୱନ ଖେରା କହିଛନ୍ତି ଯେ, ଜି-୨୦ ହେଉଛି ଏକ ରୋଟେସ୍‌ନାଲ୍‌ ଅଧ୍ୟକ୍ଷତା, କଂଗ୍ରେସ ନେତା ପୱନ ଖେରା କହିଛନ୍ତି, ସେ (ପ୍ରଧାନମନ୍ତ୍ରୀ ମୋଦି)…

‘ଚନ୍ଦ୍ରକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କର, ଶିବଶକ୍ତି ପଏଣ୍ଟକୁ ରାଜଧାନୀ କର’: ସ୍ବାମୀ ଚକ୍ରପାଣି

ମୁମ୍ବାଇ: ଅଗଷ୍ଟ ୨୩ରେ, ଭାରତର ଚନ୍ଦ୍ରୟାନ -୩ ମିଶନ ଚନ୍ଦ୍ରର ସାଉଥ ପୋଲ ଉପରେ ସପ୍ଟ ଲ୍ୟାଣ୍ଡିଂ କରି ମହାକାଶରେ ଇତିହାସ ସୃଷ୍ଟି କଲା। ଯାହା ପରେ ସମଗ୍ର ଦେଶରେ ଉତ୍ସବ ପାଳନ କରିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୦୨୪ ପରେ ରାହୁଲ ହେବେ ପ୍ରଧାନମନ୍ତ୍ରୀ: କଂଗ୍ରେସ ନେତା

ନୂଆଦିଲ୍ଲୀ: ଲୋକ ସଭା ନିର୍ବାଚନ ୨୦୨୪କୁ ଆଉ ବର୍ଷକରୁ ବି କମ ସମୟ ବାକି ରହିଛି। ଏହାରି ଭିତରେ ପ୍ରାୟ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତିରେ ଲାଗି ପଡିଲେଣି। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିବାକୁ ୨୬ ବିରୋଧୀ ଦଳ ‘ଇଣ୍ଡିଆ’…

ମୁଜାଫରପୁର ଜିଲାରେ ଫ୍ରିଜ ବିସ୍ଫୋରଣ: ଜିଅନ୍ତା ଜଳିଗଲେ ନଣନ୍ଦ-ଭାଉଜ

ପାଟ୍‌ନା: ମୁଜାଫରପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଫ୍ରିଜ୍‌ ବିସ୍ଫୋରଣ ହୋଇ ନଣନ୍ଦ ଏବଂ ଭାଉଜଙ୍କ ମୃତ୍ୟୁ ଘଟିଛି। ଜିଲାର ଦେଓରିଆ ଥାନା ଅନ୍ତର୍ଗତ ଡୁମରୀ ପରମାନନ୍ଦପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଫ୍ରିଜ୍‌ ବିସ୍ଫୋରଣ ହୋଇ ଘରେ ନିଆଁ…

ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ରାକ୍ଷୀ ଉପହାର

ଭୋପାଳ: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନିର୍ବାଚନ ବର୍ଷରେ ପ୍ରିୟ ଭଉଣୀମାନଙ୍କ ପାଇଁ ଉପହାରର ବାକ୍ସ ଖୋଲିଛନ୍ତି। ମୁଖ୍ୟମନ୍ତ୍ରୀ ରବିବାର ତାଙ୍କ ସରକାରଙ୍କ ‘ଲାଡଲି ବେହନା’ ଯୋଜନା ଅଧୀନରେ ଆୟୋଜିତ ଏକ ସମ୍ମିଳନୀରେ ଘୋଷଣା କରିଛନ୍ତି ଯେ ଶ୍ରାବଣ…