ସତ୍ୟେନ୍ଦ୍ର ଜୈନଙ୍କୁ ଆଶ୍ୱସ୍ତି, ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍‌ ବଢ଼ାଇଲେ ସୁପ୍ରିମ୍‌କୋର୍ଟ

ଆମ୍‌ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି। ତାଙ୍କ ସ୍ୱାସ୍ଥ୍ୟ ଖରାପ ଆଧାରରେ ସୁପ୍ରିମ୍‌କୋର୍ଟ ଦେଇଥିବା ୬ ସପ୍ତାହର ଅନ୍ତରୀଣ ଜାମିନ୍‌କୁ ଏବେ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ମନି ଲଣ୍ଡରିଂ ମାମଲାରେ କୋର୍ଟ ତାଙ୍କ ଅନ୍ତରୀଣ…

୫ଟି ଫ୍ଲିଟ୍ ସପୋର୍ଟ ଜାହାଜ ପାଇଁ ଏଚଏସଏଲ୍ ସହ ୧୯ ହଜାର କୋଟିର ଚୁକ୍ତି

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ପାଇଁ ପ୍ରୋତ୍ସାହନ। ପ୍ରତିରକ୍ଷା ମନ୍ତ୍ରଣାଳୟ ଆଜି (ଅଗଷ୍ଟ ୨୫, ୨୦୨୩) ଭାରତୀୟ ନୌସେନା ପାଇଁ ପାଞ୍ଚଟି ଫ୍ଲିଟ୍ ସପୋର୍ଟ ଜାହାଜ (FSS) ଅଧିଗ୍ରହଣ ପାଇଁ ବିଶାଖାପାଟନମ୍ ହିନ୍ଦୁସ୍ତାନ ସିପିୟାର୍ଡ ଲିମିଟେଡ୍ (HSL) ସହିତ ୧୯,୦୦୦ କୋଟି ଟଙ୍କା…

ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କଲେ ଗ୍ରୀସ୍ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଗ୍ରୀସ୍ ରାଷ୍ଟ୍ରପତି କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି। ଅର୍ଡର ଅଫ୍ ଅନର ୧୯୭୫ ମସିହାରେ ସ୍ଥାପିତ ହୋଇଥିଲା। ତାରାର ସମ୍ମୁଖ ପାର୍ଶ୍ୱରେ ଦେବୀ ଏଥେନାଙ୍କ ମୁଣ୍ଡକୁ “କେବଳ…

ଜି-୨୦ ଶିଖର ସମ୍ମିଳନୀ: ତିନି ଦିନ ପାଇଁ ସଟଡାଉନ ହେବ ଦିଲ୍ଲୀ

ନୂଆଦିଲ୍ଲୀ: ଜି-୨୦ ଶିଖର ସମ୍ମିଳନୀ ପାଇଁ ସଟଡାଉନ ହେବ ଦିଲ୍ଲୀ। ସେପ୍ଟେମ୍ବର ୮ରୁ ୧୦ ତାରିଖ ଯାଏ ରାଜଧାନୀ ନୂଆଦିଲ୍ଲୀର ପ୍ରଗତି ମୈଦାନସ୍ଥିତ ଭାରତ ମଣ୍ଡପମରେଜି-୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ସମ୍ମିଳନୀ ସମୟରେ ଯାତ୍ରା ପାଇଁ ମେଟ୍ରୋ ବ୍ୟବହାର କରିବାକୁ ଦିଲ୍ଲୀ…

୯ ବର୍ଷ ପରେ ଆରମ୍ଭ ହେବ ରହସ୍ୟମୟ ‘ଛୋଟ ଅମରନାଥ ଯାତ୍ରା’ !

ନୂଆଦିଲ୍ଲୀ:  ଛୋଟ ଅମରନାଥ ଯାତ୍ରା ୨୦୨୩   ।  କାଶ୍ମୀର ବାନ୍ଦୀପୋରା ଜିଲ୍ଲାରେ ପ୍ରାୟ ୯ ବର୍ଷର ବ୍ୟବଧାନ ପରେ ଆରମ୍ଭ ହେବ  ଛୋଟ ଅମରନାଥ ଯାତ୍ରା  । ସେଥିପାଇଁ ଚାଲିଛି ଆୟୋଜନ। ଛୋଟ ଅମରନାଥ ଯାତ୍ରା ଅଗଷ୍ଟ ୩୧ ତାରିଖରୁ ଆରମ୍ଭ…

ଗୌହାଟି ହାଇକୋର୍ଟରେ ହେବ ମଣିପୁର ହିଂସା ମାମଲାର ଶୁଣାଣି, ସୁପ୍ରିମକୋର୍ଟଙ୍କ ଆଦେଶ

ଗୌହାଟି: ମଣିପୁରରେ ହୋଇଥିବା ହିଂସାକାଣ୍ଡର ପ୍ରଭାବ ସମଗ୍ର ରାଜ୍ୟରେ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ହୋଇଥିବା ହିଂସାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିସନ ଦାୟର ମଧ୍ୟ ହୋଇଛି। ଯେଉଁଥିପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ହିଂସା ସଂକ୍ରାନ୍ତ ମାମଲାର ଶୁଣାଣି ଗୌହାଟି…

‘ଅଜିତ ଏନସିପି ନେତା’ ବୟାନ ପ୍ରସଙ୍ଗ: ଶରଦ ପାୱାରଙ୍କ ୟୁ-ଟର୍ଣ୍ଣ

ବିଜେପି ଓ ଶିବସେନା(ଏକନାଥ ସିନ୍ଦେ) ସହ ହାତ ମିଳାଇ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ହୋଇଥିବା ଅଜିତ ପାୱାରଙ୍କ ସମ୍ପର୍କରେ ଏନସିପି ସୁପ୍ରିମୋ ଶରଦ ପାୱାର ଦେଇଥିବା ବୟାନକୁ ନେଇ ଚର୍ଚ୍ଚା। ବିଜେପି ସହ ଅଜିତ ହାତ ମିଳାଇଥିଲେ ହେଁ ସେ ଏବେ…

ଦିଲ୍ଲୀ ସେବା ଆଇନର ପରୀକ୍ଷା କରିବେ ସୁପ୍ରିମକୋର୍ଟ, କେନ୍ଦ୍ରକୁ ନୋଟିସ

ଦେଶର ରାଜଧାନୀ ଦିଲ୍ଲୀର ପ୍ରଶାସନିକ ନିଯୁକ୍ତି ଓ ବଦଳି ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଦିଲ୍ଲୀ ସର୍ଭିସ ଆଇନର ସମୀକ୍ଷା କରିବେ ସୁପ୍ରିମକୋର୍ଟ। ନିକଟରେ କେନ୍ଦ୍ର ସରକାର ଏ ସଂକ୍ରାନ୍ତ ବିଲ୍‌ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପନ…

ମୋଦିଙ୍କ ସହ ଜିନପିଙ୍ଗଙ୍କ ଆଲୋଚନା

ଭାରତର ଅନୁରୋଧକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ କଥାବାର୍ତ୍ତା କରିଥିବା ଦାବିକୁ ନୂଆଦିଲ୍ଲୀ ପକ୍ଷରୁ ଖଣ୍ଡନ କରାଯାଇଛି। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୫ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ଦୁଇ ନେତା ଆଲୋଚନା କରନ୍ତୁ ବୋଲି ଭାରତ…

ମଧୁମିତା ଶୁକ୍ଳା ମର୍ଡର କେସ୍‌; ୨୦ ବର୍ଷ ପରେ ଜେଲ୍‌ରୁ ମୁକୁଳିବେ ଅମରମଣି ତ୍ରିପାଠୀ ଓ ପତ୍ନୀ

ଦୀର୍ଘ ୨୦ ବର୍ଷ କାଳ ଜେଲ୍‌ରେ ରହିବା ପରେ ଉତ୍ତରପ୍ରଦେଶର ପୂର୍ବତନ ମନ୍ତ୍ରୀ ଅମରମଣି ତ୍ରିପାଠୀ ଓ ତାଙ୍କ ପତ୍ନୀ ମଧୁମଣି ତ୍ରିପାଠୀ ଖୁବ୍‌ ଶୀଘ୍ର ମୁକ୍ତ ହେବେ। ମଧୁମିତା ଶୁକ୍ଳା ନାମ୍ନୀ କବି ମର୍ଡର କେସ୍‌ରେ ଫସିଥିବା ଏହି ଦମ୍ପତିଙ୍କ…