କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟି ଘୋଷଣା

ନୂଆଦିଲ୍ଲୀ: ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟିର ତାଲିକା ପ୍ରକାଶ ପାଇଛି ଯେଉଁଥିରେ ସୋନିଆ…

ଜ୍ୟୋତିଷ ହିଁ କହିପାରିବେ କେତେ ଆସନ ଜିତିବୁ: ଶାହା

ଭୋପାଳ: ଚଳିତବର୍ଷ ଶେଷ ଆଡକୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଆଉ ନିର୍ବାଚନକୁ ନେଇ ଉଭୟ ବିଜେପି ଏବଂ କଂଗ୍ରେସ ଏବେ ରଣନୀତି ପ୍ରସ୍ତୁତ କରିବାରେ ଲାଗିପଡିଛନ୍ତି | ତେବେ ବର୍ତ୍ତମାନ ମଧ୍ୟପ୍ରଦେଶ ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ…

କର୍ଣ୍ଣାଟକରେ DRDO ଡ୍ରୋନ କ୍ରାସ୍‌

କର୍ଣ୍ଣାଟକ: DRDO ର ଏକ ତାପସ ଡ୍ରୋନ କର୍ଣ୍ଣାଟକର ଚିତ୍ରଦୁର୍ଗ ନିକଟ ଏକ ଗାଁରେ କ୍ରାସ ହୋଇଛି । ଟ୍ରାଏଲ ସମୟରେ ଡ୍ରୋସ କ୍ରାସ୍‌ ହୋଇଥିବା ସୂଚନା ମିଳିଛି । ଡିଆରଡିଓ ଦ୍ୱାରା ଡେଭଲପ କରାଯାଉଥିବା ଏହି ତାପସ ଡ୍ରୋନ ଦୁର୍ଘଟଣା ନେଇ…

ଚିନ୍ତା ବଢାଇଲା କରୋନା; ଭୂତାଣୁର ନୂଆ ଭାରିଆଣ୍ଟ ଚିହ୍ନଟ

ନୂଆଦିଲ୍ଲୀ: ପୁଣି ଚିନ୍ତା ବଢାଇଲା କରୋନା। ବୈଜ୍ଞାନିକମାନେ କରୋନା ଭୂତାଣୁର ଏକ ନୂଆ ଭାରିଆଣ୍ଟ ଚିହ୍ନଟ କରିଛନ୍ତି। ଏହି ଭାରିଆଣ୍ଟର ନାମ ବିଏ.୨.୮୬। ଏହି ଭାରିଆଣ୍ଟକୁ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଜୁଲାଇ ଶେଷରୁ ବର୍ତ୍ତମାନ ପର୍ଯ୍ୟନ୍ତ ଚାରୋଟି…

୪୦ଥର ଟ୍ରାଫିକ ନିୟମ ଭାଙ୍ଗି ଧରାପଡିଲେ ବ୍ୟକ୍ତି, ଦେଲେ ୧୨ ହଜାର ଟଙ୍କା ଜରିମାନା

ବେଙ୍ଗାଲୁରୁ: ଚାଲାଣ ଉପରେ ଲାଗିଲା ଚାଲାଣ । ଅନେକ ଲୋକ ଟ୍ରାଫିକ ନିୟମ ଭାଙ୍ଗିଥିବା ତ ଆପଣମାନେ ଜାଣିଥିବେ । କିନ୍ତୁ ଜଣେ ବ୍ୟକ୍ତି ୪୦ ଥର ଟ୍ରାଫିକ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି । ବେଙ୍ଗାଲୁରୁ ଟ୍ରାଫିକ ପୋଲିସ ଜଣେ…

ବନ୍ୟାଞ୍ଚଳ ବୁଲି ଦେଖୁଥିବା ବେଳେ ପଞ୍ଜାବ ଶିକ୍ଷା ମନ୍ତ୍ରୀଙ୍କୁ କାମୁଡ଼ିଲା ସାପ

ପଞ୍ଜାବରେ ପୁଣିଥରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜ୍ୟର ୭ଟି ଜିଲ୍ଲାରେ ପାଖାପାଖି ୮୯ଟି ଗ୍ରାମ ବନ୍ୟା ଜଳରେ ବୁଡ଼ି ରହିଛି। ହୋସିୟାର୍‌ପୁର, ଅମୃତସର, କପୁରଥଲା, ରୋପଡ୍‌, ତରନତାରନ, ଫିରୋଜପୁର ଓ ଗୁରଦାସପୁରରେ ବନ୍ୟାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ଏଭଳି ସ୍ଥିତିରେ…

ଅଖିଳେଶ ଯାଦବଙ୍କୁ ଭେଟିଲେ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ

ଲକ୍ଷ୍ନୌ: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶନିବାର ସନ୍ଧ୍ୟାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ରବିବାର ସକାଳେ ଅଭିନେତା ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବଙ୍କୁ ତାଙ୍କ ବାସଭବନସ୍ଥିତ ସାକ୍ଷାତ କରିଛନ୍ତି। ଏହାପରେ ସେ ଅଯୋଧ୍ୟା…

ଲଦାଖ ଜମି ଦଖଲ କରିଛି ଚୀନ୍ ସେନା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଲଦାଖ ଗସ୍ତରେ ଅଛନ୍ତି। ପାଙ୍ଗୋଙ୍ଗ ହ୍ରଦରେ ରାହୁଲ ତାଙ୍କ ପିତା ରାଜୀବ ଗାନ୍ଧୀଙ୍କୁ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ସ୍ମୃତିରେ ଆୟୋଜିତ ଏକ ପ୍ରାର୍ଥନା ସଭାରେ ଯୋଗ ଦେଇଛନ୍ତି। ଏହି ସମୟରେ ଚୀନ୍…

‘ହିନ୍ଦୀରେ ନାଁ, ଇଂରାଜୀରେ ଡ୍ରାଫ୍ଟ’ କହି କେନ୍ଦ୍ର ସରକାରଙ୍କୁ ପି.ଚିଦାମ୍ବରମଙ୍କ ସମାଲୋଚନା

ନୂଆଦିଲ୍ଲୀ: ଦେଶର ଅପରାଧିକ ନ୍ୟାୟ ବ୍ୟବସ୍ଥାର ସୁଧାର ପାଇଁ ଲୋକସଭାରେ ଉପସ୍ଥାପିତ ହୋଇଥିବା କେନ୍ଦ୍ରର ତିନୋଟି ବିଲ୍ ଉପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ପି ଚିଦାମ୍ବରମ୍ ମନ୍ତବ୍ୟ ଦେଇଛନ୍ତି। ପୁଡୁକୋଟ୍ଟଇରେ ସାମ୍ବାଦିକଙ୍କ ସହ ଏକ ସାକ୍ଷାତକାରରେ ଚିଦାମ୍ବରମ୍ ବିଜେପି…

ଲଦାଖରେ ରାଜୀବ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାହୁଲ ଗାନ୍ଧି

ଆଜି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କର ୭୯ତମ ଜୟନ୍ତୀ ପାଳନ ହେଉଛି । ଏହି ଅବସରରେ ଲଦାଖର ୧୪,୨୭୦ ଫୁଟ୍ ଉଚ୍ଚରେ ପୋଙ୍ଗାଙ୍ଗ ସୁ କୂଳରେ ରାଜୀବ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାହୁଲ ଗାନ୍ଧି । ଏହି ଅବସରରେ ଏକ…