ବିହାରରେ ସମ୍ବାଦିକ ହତ୍ୟା ମାମଲା: ୪ ଅଭିଯୁକ୍ତ ଗିରଫ

ବିହାର: ବିହାରର ଅରରିୟାଠାରେ ଗତକାଲି ‘ଦୈନିକ ଜାଗରଣ’ର ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ୪ଜଣ ଦୃର୍ବୃତ୍ତ ଘରେ ପଶି ଗୁଳି କରି ହତ୍ୟା କରିଥିଲେ । ଏହି ଘଟଣା ପରେ ସାରା ରାଜ୍ୟରେ ଗତକାଲି ଚାଞ୍ଚଲ୍ୟ ଖେଳି ଯାଇଥିଲା । ତେବେ…

ଆଜି ବିଶ୍ବ ଫଟୋଗ୍ରାଫି ଦିବସ: ଚଳିତବର୍ଷର ଥିମ୍ ଭୂଦୃଶ୍ୟ

ମୁମ୍ବାଇ: ଆଜି ହେଉଛି ‘ବିଶ୍ବ ଫଟୋଗ୍ରାଫି ଦିବସ’। ଚିତ୍ରୋତ୍ତୋଳନ ବା ଫଟୋଗ୍ରାଫିରେ ଅନ୍ତର୍ନିହିତ ଥିବା କଳା ଓ ବିଜ୍ଞାନ ପ୍ରତି ଏହି ଦିବସ ଉତ୍ସର୍ଗୀକୃତ। ୧୮୩୭ ମସିହାରେ ଫରାସୀ ବୈଜ୍ଞାନିକ ଲୁଇ ଡାଗେର୍‌ଙ୍କ ଦ୍ବାରା ‘ଡିଗେରୋଟାଇପ୍‌’ ନାମକ ସ୍ବତନ୍ତ୍ର ଚିତ୍ରୋତ୍ତୋଳନ ପ୍ରକ୍ରିୟା…

ମୁନ ମିଶନ: ଲ୍ୟାଣ୍ଡିଂ ପ୍ରକ୍ରିୟାର ନିକଟବର୍ତ୍ତୀ ହେଲା ଲ୍ୟାଣ୍ଡର ବିକ୍ରମ

ନୂଆଦିଲ୍ଲୀ : ଜହ୍ନ ରାଇଜକୁ ଆଉ ପାଦେ ଦୂର। ଲ୍ୟାଣ୍ଡିଂ ପ୍ରକ୍ରିୟାର ନିକଟବର୍ତ୍ତୀ ହେଲା ଲ୍ୟାଣ୍ଡର ବିକ୍ରମ। ଡି-ବୁଷ୍ଟିଂ ପରେ ଚନ୍ଦ୍ରର ଆଉ ଏକ ନିମ୍ନ କକ୍ଷପଥରେ ପ୍ରବେଶ କରିଛି ଚନ୍ଦ୍ରଯାନ-୩। ଏଣିକି ଧିମା ହେବ ଚନ୍ଦ୍ରଯାନର ଗତି। ଏବେ ଚନ୍ଦ୍ରର…

ମଣିପୁରରେ ପୁଣି ତେଜିଲା ହିଂସା: କୁକି ସମ୍ପ୍ରଦାୟର ୩ ଯୁବକଙ୍କୁ ହତ୍ୟା

ଇମ୍ଫାଲ: ଦୁଇ ସପ୍ତାହ ବ୍ୟବଧାନ ପରେ ମଣିପୁରରେ ପୁଣି ତେଜିଲା ହିଂସା । କୁକି ସମ୍ପ୍ରଦାୟର ୩ ଜଣ ଆଦିବାସୀ ଯୁବକଙ୍କୁ ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି  । ନାଗା ବହୁଳ ଉଖରୁଲ ଜିଲ୍ଲାରେ…

ବାରାଣସୀରେ ଆରମ୍ଭ ହେଲା ୱାଇ-୨୦ ଶିଖର ସମ୍ମିଳନୀ

ବାରାଣସୀ: ଉତ୍ତର ପ୍ରଦେଶର ବାରାଣସୀସ୍ଥିତ ରୁଦ୍ରାକ୍ଷ ଆନ୍ତର୍ଜାତିକ ସହଯୋଗ ଓ କନଭେନ୍‌ସନ ସେଣ୍ଟରରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୱାଇ-୨୦ ଶିଖର ସମ୍ମିଳନୀ । ଏହାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା…

ଥରିଲା କଲମ୍ବିଆ ମାଟି, ରିକ୍ଟର ସ୍କେଲରେ ତୀବ୍ରତା ୬.୩ ରେକର୍ଡ

  ଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପରେ ଥରିଲା କଲମ୍ବିଆ ମାଟି  । କଲମ୍ବିଆ ରାଜଧାନୀ ବଗୋଟାରେ ଭୂମିକମ୍ପ ଅନୁଭୂତ ହୋଇଛି  । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି  । ଗତକାଲି ରାତି ୧୨ ଟା ସମୟରେ ଭୂମିକମ୍ପ ହୋଇଥିଲା …

ଲାଲୁଙ୍କ ଜାମିନ ରଦ୍ଦ କରିବାକୁ ସିବିଆଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ

ପାଟନା: ବଢିଲା ଲାଲୁ ଯାଦବଙ୍କ ସମସମ୍ୟା। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ରଦ୍ଦ କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ସିବିଆଇ। ଲାଲୁଙ୍କ ଜାମିନକୁ ରଦ୍ଦ କରିବା ପାଇଁ ସିବିଆଇ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲା ଏବଂ…

ରାହୁଲ ଗାନ୍ଧି ଆମେଠିରୁ ଲଢ଼ିବେ ଲୋକସଭା ନିର୍ବାଚନ, ୟୁପି କଂଗ୍ରେସ ଅଧ୍ୟକ୍ଷଙ୍କ ବଡ଼ ଘୋଷଣା

ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୟୁପି କଂଗ୍ରେସର ନୂତନ ଅଧ୍ୟକ୍ଷ ଅଜୟ ରାୟ କହିଛନ୍ତି ଯେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଆମେଠିରୁ ନିର୍ବାଚନ ଲଢ଼ିବେ।…

ଶକ୍ତ ଚାପୁଡ଼ା ପରେ ରେଳଧାରଣା ଉପରେ ପଡ଼ିଗଲେ ଯୁବକ, କିଛି କ୍ଷଣ ମଧ୍ୟରେ ଟ୍ରେନ୍‌ ଚକ ତଳେ ଚାଲିଗଲା ଜୀବନ

ମୁମ୍ବାଇର ସିୟନ ଷ୍ଟେସନରେ ଘଟିଛି ଅଭାବନୀୟ ଘଟଣା। ଅସଦାଚରଣ ଅଭିଯୋଗରୁ ଚାଲିଯାଇଛି ଜୀବନ। ଟ୍ରେନ ଲାଇନରେ ପଡ଼ି ୨୬ ବର୍ଷୀୟ ଜଣେ ଯୁବକ ଦିନେଶଙ୍କର ମୃତ୍ୟୁ ହୋଇଛି। ସିସିଟିଭିରେ କଏଦ ହୋଇଛି ଏହି ଭିଜୁଆଲ୍‌। ଏଥିରେ ଦିନେଶ ଧଳା ସାର୍ଟ ଓ…

ସାମ୍ବାଦିକଙ୍କ ଘରେ ପଶି ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ପାଟନା: ବିହାରର ଅରରିୟାଠାରେ ଜଣେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସାମ୍ବାଦିକଙ୍କ ନାଁ ବିମଳ କୁମାର ଯାଦବ । ବିମଳ ‘ଦୈନିକ ଜାଗରଣ’ର ସାମ୍ବାଦିକ ବୋଲି ଜଣାପଡିଛି । ଘଟଣା ଆଜି ସକାଳ ଘଟିଛି । ୪ ଜଣ…