ହ୍ଵାଟ୍ସଆପ ରେ ଏଣିକି ପଠାଇ ପାରିବେ HD ଫଟୋ
ନୂଆଦିଲ୍ଲୀ: ବିଶ୍ଵର ଲୋକପ୍ରିୟ ମେସେଜିଂ ପ୍ଲାଟଫର୍ମ ହ୍ବାଟ୍ସଆପରେ ସେୟାର କରିହେବ ହାଇ କ୍ବାଲିଟି ଫଟୋ । ଆପରେ ଫଟୋ ସେୟାରିଂରେ ଉନ୍ନତି ଆଣିବା ପାଇଁ ହ୍ବାଟ୍ସଆପ ଏକ ନୂତନ ଫିଚର ଯୋଡିଛି, ଯାହା ସାହାଯ୍ୟରେ ଆପଣ HD ଫଟୋ ସେୟାର କରିପାରିବେ…
ନୂଆଦିଲ୍ଲୀ: ବିଶ୍ଵର ଲୋକପ୍ରିୟ ମେସେଜିଂ ପ୍ଲାଟଫର୍ମ ହ୍ବାଟ୍ସଆପରେ ସେୟାର କରିହେବ ହାଇ କ୍ବାଲିଟି ଫଟୋ । ଆପରେ ଫଟୋ ସେୟାରିଂରେ ଉନ୍ନତି ଆଣିବା ପାଇଁ ହ୍ବାଟ୍ସଆପ ଏକ ନୂତନ ଫିଚର ଯୋଡିଛି, ଯାହା ସାହାଯ୍ୟରେ ଆପଣ HD ଫଟୋ ସେୟାର କରିପାରିବେ…
ନୂଆଦିଲ୍ଲୀ: ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ । ଏପରି ଧମକ ଶୁଣିବା ପରେ ଚାରିଆଡେ ଖେଳିଗଲା ହଇଚଇ । ଦିଲ୍ଲୀ ଏୟାରପୋର୍ଟରେ ଆଜି ଏପରି ଘଟଣା ଦେଖିବାକୁ ମିଳିଥିଲା । ଆଜି ସକାଳୁ ସକାଳୁ ଦିଲ୍ଲୀ-ପୁଣେ ଫ୍ଲାଇଟକୁ ବୋମାରେ…
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ବିଲକିସ୍ ବାନୋ ଗଣଦୁଷ୍କର୍ମ ମାମଲାର ୧୧ ଦୋଷୀଙ୍କୁ ମିଳିଥିବା ସ୍ୱତନ୍ତ୍ର କ୍ଷମା ଘଟଣାକୁ ନେଇ ଗୁଜୁରାଟ ସରକାରଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ। ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲକିସ୍ ବାନୋଙ୍କୁ ଦୁଷ୍କର୍ମ କରାଯିବା ସହ ତାଙ୍କ ପରିବାରର ସମସ୍ତ…
ମାଲେସିଆ: ମାଲେସିଆର ସେଣ୍ଟ୍ରାଲ ସେଲାଙ୍ଗୋର ରାଜ୍ୟରେ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ଗତକାଲି ଅପରାହ୍ନରେ ଗୋଟିଏ ବିମାନ ଲ୍ୟାଣ୍ଡିଂ କରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ଉପରେ ଖସିପଡିଛି । ଏଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ…
ପଞ୍ଜାବ: ଦେଶର ଅନେକାଂଶରେ ଜାରି ଲଗାଣ ବାର୍ଷା । ସେପଟେ ଭୀଷଣ ବନ୍ୟାରେ ପଞ୍ଜାବର ସ୍ଥିତି ବେହାଲ ହୋଇଛି । ଚାରିଆଡେ କେବଳ ପାଣି ହିଁ ପାଣି । ତଳିଆ ଅଞ୍ଚଳ ସହ ସହରର ରାଜପଥରେ ଚାଲିଛି ଆଣ୍ଠୁଏ ଲେଖାଏଁ ପାଣି…
ଦିଲ୍ଲୀ : ବଦଳିଲା ନେହେରୁ ମେମୋରିଆଲ୍ ମ୍ୟୁଜିୟମ୍ ଏବଂ ଲାଇବ୍ରେରୀ ର ନାମ। ନୂଆଦିଲ୍ଲୀସ୍ଥିତ ଏହି ସଂଗ୍ରହାଳୟ ଏବେ ‘ପ୍ରଧାନମନ୍ତ୍ରୀ ମ୍ୟୁଜିୟମ୍ ଏବଂ ଲାଇବ୍ରେରୀ ସୋସାଇଟି’ ନାମରେ ପରିଚିତ ହେବ। ଏହାକୁ ଔପଚାରିକ ଭାବେ ପରିବର୍ତ୍ତନ କରିଦିଆଯାଇଛି। ନାମ ପରିବର୍ତ୍ତନକୁ ନେଇ…
କାବୁଲ: ଆଫଗାନିସ୍ତାନରେ ଏବେ ତାଲିବାନ କ୍ଷମତାରେ ରହିଛି । ପୂର୍ବରୁ ଗଣତନ୍ତ୍ରର ହତ୍ୟା ହୋଇଥିବା କୁହାଯାଉଥିବା ବେଳେ ଆଜି ବିଧିବଦ୍ଧ ଭାବେ ଏହା ଶେଷ ହୋଇଛି । ଦେଶରେ ଥିବା ସମସ୍ତ ୭୩ ପଂଜିକୃତ ରାଜନୈତିକ ଦଳର ମାନ୍ୟତା ରଦ୍ଦ କରାଯାଇଛି…
କଟକ: ଅଦାଲତ ଅବମାନନା ମାମଲାଗୁଡିକରେ ସରକାରୀ ଅଧିକାରୀଙ୍କୁ କିପରି ସମନ କରାଯିବ ସେ ନେଇ ଏକ ଏସଓପି ପାଇଁ ସରକାର, ସୁପ୍ରିମକୋର୍ଟଙ୍କୁ ସୁପାରିଶ କରିଛନ୍ତି। ସେଥିରେ ରହିଛି, ଅତି ଜରୁରୀ ଥିଲେ ହିଁ ସରକାରୀ ଅଧିକାରୀଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଲଞ୍ଚ୍ କରିଛନ୍ତି ସ୍ୱଦେଶୀ ଯୁଦ୍ଧପୋତ ‘ବିନ୍ଧ୍ୟଗିରି’। ଏହି ନୌସେନା ଯୁଦ୍ଧପୋତକୁ ରାଷ୍ଟ୍ରପତି ମୁର୍ମୁ କୁମ୍କୁମ୍ ଲଗାଇ ଦେଇଥିଲେ ଏବଂ ଏହାପରେ ନଡ଼ିଆ ଭାଙ୍ଗି ମାଳା ପିନ୍ଧାଇ ଏହାକୁ ଜଳାବତରଣ କରିଥିଲେ। ଏଥିସହ ରାଷ୍ଟ୍ରପତି ଯୁଦ୍ଧପୋତର ନାମକରଣ…
ରେଳ ଯାତ୍ରୀଙ୍କ ସୁବିଧା ପାଇଁ ସରକାର ଅନେକ ସୁବିଧା କରୁଛନ୍ତି । ତେଣୁ ଷ୍ଟେସନରେ ଯଦି କୌଣସି ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଯାଏ, ସେଥିପାଇଁ ଅନେକ ଅସୁବିଧାର ସାମ୍ନା କରିବାକୁ ପଡିଥାଏ । ତେଣୁ ରେଳଯାତ୍ରୀଙ୍କୁ ଶସ୍ତାରେ ଔଷଧ ଦେବା ପାଇଁ ରେଳ…