National & International

ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତେହେରାନର ତୈଳ ଡିପୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ। ତେହେରାନ ଉପରେ ବର୍ଷୁଛି ମିସାଇଲ। ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି। ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ…

ବେଙ୍ଗଲରେ ରାଷ୍ଟ୍ରପତିଙ୍କୁ ଅସମ୍ମାନ! ପ୍ରୋଟୋକଲ୍ ଉଲ୍ଲଂଘନ ନେଇ କ୍ଷୋଭ ପ୍ରକାଶ କଲେ ଦ୍ରୌପଦୀ ମୁର୍ମୁ

କୋଲକାତା: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଶନିବାର ଦିନ ଉତ୍ତର ବଙ୍ଗଳାରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ ଉଲ୍ଲଂଘନ ଏବଂ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ପାକିସ୍ତାନରେ ତେଲ ଦର ଆକାଶଛୁଆଁ

ଇସଲାମାବାଦ: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ପାକିସ୍ତାନ ଉପରେ ପଡ଼ିଛି। ପାକିସ୍ତାନରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୫୫ଟଙ୍କା ବୃଦ୍ଧି ପାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ତିନି ଜଣ କେନ୍ଦ୍ରୀୟ ମନ୍ତ୍ରୀ ଏହି ଦର ବୃଦ୍ଧି ନେଇ ଘୋଷଣା କରିଛନ୍ତି। ବର୍ଦ୍ଧିତ ମୂଲ୍ୟ…

ଜଳିଗଲା ରଙ୍ଗ ତିଆରି କାରଖାନା, ୫ ମହିଳା ମୃତ, ଅନେକ ଗୁରୁତର

ହରିୟାଣା : ହରିୟାଣାର ଜିନ୍ଦରେ ହୋଲି ରଙ୍ଗ ଏବଂ ଅବିର ତିଆରି ହେଉଥିବା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଭୟଙ୍କର ଅଗ୍ନିକାଣ୍ଡରେ ୫ ଜଣ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ୨୦ରୁ ଅଧିକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି ।…

ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବନି ଇରାନ: ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ

ନୂଆଦିଲ୍ଲୀ : ପଡ଼ୋଶୀ ଦେଶକୁ କ୍ଷମା ମାଗିଲା ଇରାନ । ଯୁଦ୍ଧ ପାଇଁ କରିଥିବା ଆକ୍ରମଣ ଶନିବାର ପଡ଼ୋଶୀ ଗଲ୍ଫ ଦେଶଗୁଡ଼ିକୁ କ୍ଷମା ମାଗିଛନ୍ତି ଇରାନ ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ । ଆମେରିକା ଇସ୍ରାଏଲ୍ ସହ ଯୁଦ୍ଧ ବଢ଼ୁଥିଲେ ବି ଇରାନର…

ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରୁ ବାହାରିଲା ଧୂଆଁ: କଲା ଜରୁରୀ ଅବତରଣ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟାଙ୍କ ହେଲିକପ୍ଟରର ଜରୁରୀ ଅବତରଣ । ଲକ୍ଷ୍ନୌ ଏୟାରପୋର୍ଟରେ ହେଲିକପ୍ଟର ଜରୁରୀ ଅବତରଣ କରିଛି । କୌଶାମ୍ବୀ ଯାଉଥିବା ବେଳେ ହେଲିକପ୍ଟରରେ ଯାନ୍ତ୍ରିତ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ କରିଥିଲା । ହେଲିକପ୍ଟର…

ଯୁଦ୍ଧ ପାଇଁ ଆକାଶ ଛୁଆଁ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ : ତେଲ ଦରରେ ନିଆଁ । ୯୦ ଡଲାର ପାର୍ କଲା ଅଶୋଧିତ ତେଲ । ବଢ଼ିପାରେ ପେଟ୍ରୋଲ-ଡିଜେଲ ଦାମ୍ । ଇରାନ ସହ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତେଲ ଦର ଆକାଶଛୁଆଁ । ବ୍ରେଣ୍ଟ…

ଛତ୍ରପତି ହତ୍ୟା ମାମଲା: ଦୋଷମୁକ୍ତ ହେଲେ ଗୁରମିତ ରାମ ରହିମ

ନୂଆଦିଲ୍ଲୀ : ପ୍ରମାଣ ଅଭାବରୁ ଛତ୍ରପତି ହତ୍ୟା ମାମଲାରେ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଦୋଷମୁକ୍ତ କରିଛନ୍ତି । ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏହି ମାମଲାରେ ଦାୟର ହୋଇଥିବା ଅପିଲକୁ…

ସର୍ତ୍ତହୀନ ଆତ୍ମସମର୍ପଣ କର, ନହେଲେ ବୁଝାମଣା ନାହିଁ: ଟ୍ରମ୍ପ

ନୂଆଦିଲ୍ଲୀ : ଇରାନକୁ ଟ୍ରମ୍ପଙ୍କ ଚରମ ବାଣୀ! । ସର୍ତ୍ତହୀନ ଆତ୍ମସମର୍ପଣ କର, ନହେଲେ ବୁଝାମଣା ନାହିଁ । ଇରାନ ଏବଂ ଆମେରିକା-ଇସ୍ରାଏଲ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ରୂପ ନେଇଛି । ଏହି ସମୟରେ ଆମେରିକା ରାଷ୍ଟ୍ରପତି…

ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ

ନୂଆଦିଲ୍ଲୀ : ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ…