ତ୍ରିରଙ୍ଗା ରଙ୍ଗରେ ଝଲସିଲା ଦୁବାଇର ବୁର୍ଜ ଖଲିଫା

ଦୁବାଇ: ତ୍ରିରଙ୍ଗା ରଙ୍ଗରେ ଝଲସିଲା ଦୁବାଇର ବୁର୍ଜ ଖଲିଫା। ସ୍ୱାଧିନତା ଦିବସ ଅବସରରେ ଦୁନିଆର ସବୁଠାରୁ ଉଚ୍ଚ ଅଟ୍ଟାଳିକା ବୁର୍ଜ ଖଲିଫା ଟାୱାର ତ୍ରିରଙ୍ଗାର ତିନିରଙ୍ଗରେ ଝଲସୁଛି। ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା।…

ଖୁସି ଖବର, ଆଜିଠାରୁ ଟମାଟୋ କେଜି ୫୦!

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ଗ୍ରାହକ ମାନଙ୍କ ପାଇଁ ଖୁସି ଖବର । କମ ହେବାକୁ ଯାଉଛି ଟମାଟୋ ଦର । ବିଗତ କିଛି ମାସ ଧରି ଆପଣଙ୍କୁ ହେଉଥିବା ସମସ୍ୟାର ସାମାନ୍ୟ ସମାଧାନର ରାସ୍ତା ଖୋଲିଛି । ବର୍ତ୍ତମାନ ଟମାଟୋ…

ବିଶ୍ୱଗୁରୁ ହେବାକୁ ହେଲେ କେବଳ ଅଭିଭାଷଣ ଦେଲେ ଚଳିବନି: ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ୱାଧୀନତା ଦିବସ ଅଭିଭାଷଣରେ କହିଛନ୍ତି ଯେ ଭାଷଣ ଦେଇ ନୁହେଁ ବରଂ ଭଲ ଶିକ୍ଷା ଦେଇ, ମୁଦ୍ରାସ୍ଫୀତି ନିୟନ୍ତ୍ରଣ କଲେ ଦେଶ ବିଶ୍ୱରେ ଅଗ୍ରଣୀ ହେବ। କେଜ୍ରିୱାଲ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା…

ମମତା ଦିଲ୍ଲୀ ଯିବେ, ଧାରଣା ଦେଇ ହକ ମାଗିବେ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ଫଣ୍ଡ ରୋକାଯିବା ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ଆନ୍ଦୋଳନ କରିବ ତୃଣମୂଳ କଂଗ୍ରେସ। ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ ଏହି ଆନ୍ଦୋଳନର ନେତୃତ୍ୱ ନେବେ। ଅକ୍ଟୋବର ଦୁଇ ତାରିଖ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ଦେବା ସମୟରେ ସୁପ୍ରିମକୋର୍ଟଙ୍କୁ ପ୍ରଶଂସା

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ଦେବା ସମୟରେ  ସୁପ୍ରିମକୋର୍ଟଙ୍କୁ ପ୍ରଶଂସା କରିଛନ୍ତି।   ଆଞ୍ଚଳିକ ଭାଷାରେ କୋର୍ଟଙ୍କ ରାୟ ଉପଲବ୍ଧ କରାଇବା ପାଇଁ  ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଥିବାରୁ ପ୍ରଧାନମନ୍ତ୍ରୀ ଏହାର ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ମୁହଁରେ…

ଦେଶର ଭାଗ୍ୟ ବଦଳାଇବାରେ ସ୍ୱାସ୍ଥ୍ୟ କର୍ମୀଙ୍କର ରହିଛି ବଡ଼ ଭୂମିକା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ରାଜଧାନୀ ନୂଆଦିଲ୍ଲୀରେ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଲାଲକିଲ୍ଲା ପ୍ରାଚୀରରୁ ୫୦ ଜଣ ନର୍ସ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇଥିଲା। ବିଭିନ୍ନ ବର୍ଗର ୧୮୦୦ ସ୍ୱତନ୍ତ୍ର ଅତିଥି ମାନଙ୍କ ମଧ୍ୟରେ ସରପଞ୍ଚ, ଶିକ୍ଷକ,…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହରେ ସାମିଲ ହେଲେନାହିଁ ମଲ୍ଲିକାର୍ଜୁନ ଖଡ଼ଗେ

ନୂଆଦିଲ୍ଲୀ:ଦିଲ୍ଲୀ ଲାଲ୍‌କିଲ୍ଲା ପରିସରରେ ଆଜି ଦେଶର ୭୭ତମ ସ୍ୱାଧୀନତା ଦିବସ ସମାରୋହ ପାଳିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ସମାରୋହରେ ବହୁ ବଡ଼ ବଡ଼ ନେତା ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ। କିନ୍ତୁ…

ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ; ବିଶ୍ୱମିତ୍ରର ପରିଚୟ ସୃଷ୍ଟି କରିଛି ଭାରତ

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିସହ ଭାରତକୁ ମୁକ୍ତ କରିଥିବା ସ୍ବାଧୀନତା ସଂଗ୍ରାମର ଶହୀଦ ତଥା ସଂଗ୍ରାମୀମାନଙ୍କୁ ପ୍ରଣାମ…

ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୦ମ ଥର ପାଇଁ ଲାଲକିଲାରେ ପତାକା ଉତ୍ତୋଳନ…

ମନମୋହନ ସିଂହଙ୍କ ରେକର୍ଡର ସମକକ୍ଷ ହେବେ ମୋଦି – I Odisha

ନୂଆଦିଲ୍ଲୀ : ଦେଶର ୭୭ତମ ସ୍ୱାଧୀନତା ଦିବସର ଦିନକୁ ପୂର୍ବରୁ ପୂରା ଭାରତ ଉତ୍ସବ ମୁଖର ହୋଇ ଉଠିଛି। ଆସନ୍ତାକାଲି ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧନ କରିବେ। ସେ ପତାକା ଉତ୍ତୋଳନ…