ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ସ୍ୱାମୀ, ମେୟରଙ୍କୁ ନିଲମ୍ବନ କଲେ ରାଜସ୍ଥାନ ସରକାର

ଜୟପୁର : ରାଜସ୍ଥାନର ଜୟପୁର ହେରିଟେଜ ମହାନଗର ନିଗମର ମେୟର ମୁନେଶ ଗୁର୍ଜରଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଶନିବାର ତାଙ୍କ ସ୍ୱାମୀ ସୁଶୀଲ ଗୁର୍ଜର ଏକ ଜମିକୁ ଲିଜ୍‌ରେ ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ…

ୟୁପିରେ ଦୁଇ ନାବାଳକଙ୍କୁ ଅମାନବୀୟ ନିର୍ଯାତନା

ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଘଟିଛି ଅତ୍ୟନ୍ତ ଭୟଙ୍କର ଘଟଣା। ରାଜ୍ୟର ସିଦ୍ଧାର୍ଥ ନଗରରେ ଦୁଇ ଜଣ ନାବାଳକଙ୍କୁ ଦିଆଯାଇଛି ଅମାନବୀୟ ନିର୍ଯାତନା। ସେମାନଙ୍କୁ ବଳପୂର୍ବକ କିଛି ଲୋକ ପରିସ୍ରା ପିଆଇଛନ୍ତି। ନିବସ୍ତ୍ର କରି କଞ୍ଚା ଲଙ୍କାକୁ ସେମାନଙ୍କ ମଳ ଦ୍ୱାରାରେ…

୫୦୮ ରେଳ ଷ୍ଟେସନର ହେବ ପୁନର୍ବିକାଶ, ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରେଳ ଯାତ୍ରାକୁ ନିରାପଦ କରିବା ପାଇଁ କେନ୍ଦ୍ର ସରକାରଙ୍କ ନୂଆ ପଦକ୍ଷେପ। ଦେଶର 508 ରେଳ ଷ୍ଟେସନର ହେବ ପୁନର୍ବିକାଶ। ଏଥିପାଇଁ ଆଜି ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅମୃତ ଭାରତ ଯୋଜନା…

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଇସଲାମାବାଦ ଟ୍ରାଏଲ କୋର୍ଟ ଇମ୍ରାନଙ୍କୁ ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଏହି ଦଣ୍ଡାଦେଇ ଶୁଣାଇଛନ୍ତି । ପାକିସ୍ତାନର ଜିଲ୍ଲା ଓ ସେସନ୍ସ…

ଜ୍ୟୋତି ମୌର୍ଯ୍ୟଙ୍କ ମାମଲାରେ ନୂଆ ମୋଡ଼: ୩୨ ପୃଷ୍ଠାର ଡାଏରିରେ ୩୩ କୋଟି ଟଙ୍କା ନେଣଦେଣ ସୂଚନା

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଏସ୍‌ଡିଏମ୍‌ ଜ୍ୟୋତି ମୌର୍ଯ୍ୟଙ୍କ ବିରୋଧରେ ତାଙ୍କ ସଫେଇକର୍ମୀ ସ୍ବାମୀ ଆଲୋକ ଆଣିଥିବା ଅଭିଯୋଗକୁ ନେଇ ତଦନ୍ତ ଜୋର୍‌ ଧରିଛି। ତାଙ୍କ ବିରୋଧରେ ବେଆଇନ୍‌ ନେଣଦେଣ ଅଭିଯୋଗ ରହିଥିବା ବେଳେ ସେ ପ୍ରୟାଗରାଜ୍‌ ଯାଞ୍ଚ୍‌ କମିଟି ଆଲୋକ ଓ ଜ୍ୟୋତି…

ଜହ୍ନର ଆହୁରି ନିକଟତର ହେବ ଚନ୍ଦ୍ରଯାନ: ଆଜି ଛୁଇଁବ କକ୍ଷପଥ

ନୂଆଦିଲ୍ଲୀ : ମୁନ୍‌ ମିଶନରେ ଆଜି ଗୁରୁତ୍ୱପୂର୍ଣ୍ଣ ଦିନ । ଜହ୍ନ ରାଇଜର ଆହୁରି ନିକଟତର ହେବ ଚନ୍ଦ୍ରଯାନ । ଆଜି ଚନ୍ଦ୍ର କକ୍ଷପଥରେ ପହଞ୍ଚିବ ଚନ୍ଦ୍ରଯାନ-୩ । ସଂଧ୍ୟା ୭ଟା ବେଳକୁ ଏହା ଚନ୍ଦ୍ର କକ୍ଷପଥରେ ପ୍ରବେଶ କରିବ । ବର୍ତ୍ତମାନ…

ବ୍ରିଟେନରେ ବ୍ୟାପୁଛି କରୋନାର ନୂଆ ଭାରିଏଣ୍ଟ EG.5.1

ସମଗ୍ର ବିଶ୍ୱରୁ କୋଭିଡ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ୨୦୨୦ରେ ଆରମ୍ଭ ହୋଇଥିବା ମହାମାରୀ ୩ ବର୍ଷ ହେଲାଣି ଶେଷ ହୋଇନାହିଁ । କୋଭିଡ ଭାଇରସର ଅଲଗା ଅଲଗା ଭାରିଏଣ୍ଟ ସମଗ୍ର ବିଶ୍ୱରେ ଦେଖିବାକୁ ମିଳିଛି । ଏପରି ସ୍ଥଳେ ବ୍ରିଟେନରେ…

ସାହାରା ଜମାକାରୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା ଶୁକ୍ରବାର ନୂଆଦିଲ୍ଲୀରେ ସିଆରସିଏସ – ସାହାରା ରିଫଣ୍ଡ ପୋର୍ଟାଲ ମାଧ୍ୟମରେ ସାହାରା ଗ୍ରୁପ୍ ଅଫ୍ କୋଅପରେଟିଭ୍ ସୋସାଇଟିର ପ୍ରକୃତ ଜମାକାରୀଙ୍କୁ ଅର୍ଥ ହସ୍ତାନ୍ତର ଆରମ୍ଭ କରିଛନ୍ତି। ଏହି ଅବସରରେ…

ଚିନିର ଅନ୍ତର୍ଜାତୀୟ ମୂଲ୍ୟରେ ରେକର୍ଡ ବୃଦ୍ଧି

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଚିନି ମୂଲ୍ୟ ଭାରତ ତୁଳନାରେ ପ୍ରାୟ ୫୦% ଅଧିକ । ଦେଶରେ ଚିନିର ହାରାହାରି ଖୁଚୁରା ମୂଲ୍ୟ କିଲୋଗ୍ରାମ ପିଛା ପ୍ରାୟ ୪୩ ଟଙ୍କା ଏବଂ ଏହା କେବଳ ସୀମା ମଧ୍ୟରେ ରହିବାର ସମ୍ଭାବନା ଅଛି । ହେଲେ…

ନୁହରେ ହିଂସା ପରେ ପୁଣି ଗର୍ଜିଲା ବୁଲଡୋଜର: ହଟାଗଲା ଜବରଦଖଲ, ଭଙ୍ଗାଗଲା ଦୋକାନ

ନୁହ: ନୁହରେ ହିଂସା ପରେ ପୁଣି ଗର୍ଜିଲା ବୁଲଡୋଜର ।  ହଟାଗଲା ଜବରଦଖଲ, ଭଙ୍ଗାଗଲା ଦୋକାନ । ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ପୁଣି ବୁଲୁଛି ଜବରଦଖଲ ଇଲକାରେ  ବୁଲଡୋଜର । ଶନିବାର ଏଠାରେ ଏସଏଚକେଏମ ସରକାର ମେଡିକାଲ କେଲଜ ନିକଟରେ…