ଜାମ୍ମୁକାଶ୍ମୀରରେ ଭୁକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୫.୨

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ଆଜି ଭୂକମ୍ପ ଅନୁଭୂତ ହୋଇଛି । ସକାଳ ୮.୩୬ ରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଚର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ ମ୍ୟାଗ୍ନିଚ୍ୟୁଡ୍ ରେକର୍ଡ ହୋଇଛି । ଭୂକମ୍ପ ଭୂପୃଷ୍ଠରୁ ୧୨୯ କିମି ତଳେ ତଥା…

କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୮ ଜୀବନ

ରାଜସ୍ଥାନର କୋଟାରୁ ପୁଣି ଆସିଛି ଏକ ଛାତିଥରେ ଘଟଣା। ମେଡିକାଲ ପାଇଁ କୋଚିଂ ନେଉଥିବା ଉତ୍ତରପ୍ରଦେଶର ଜଣେ ଛାତ୍ର ଝୁଲି ପଡ଼ିଥିବା ଖବର ଲୋକଙ୍କ ମନରୁ ନ ଲିଭୁଣି ପୁଣି ଥରେ ଘଟିଛି ସମାନ ଘଟଣା। ଏଥର ଜଣେ ୧୭ ବର୍ଷୀୟ…

ଟ୍ରାକ୍ଟର ଓ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଚାଲିଗଲା ୫ ଜୀବନ

ଉତ୍ତରପ୍ରଦେଶର ହାଥରସ ଜିଲ୍ଲାର ସହପଉ ଥାନା ଅଞ୍ଚଳରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଚାଲିଗଲା ୫ ଜୀବନ । ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଜଣ ଗୁରୁତର…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି

‘ମୁଁ ମୋ ଆତ୍ମସମ୍ମାନ ବିରୋଧରେ କାମ କରି ପାରିବିନି । ତେଣୁ ନିଜ ପଦରୁ ଇସ୍ତଫା ଦେଉଛି।’ ଗତକାଲି ଏପରି କହି ନିଜ ପଦରୁ ଇସ୍ତଫା ଦେଇଛନ୍ତି ବମ୍ବେ ହାଇକୋର୍ଟର ବିଚାରପତି ରୋହିତ ଦେଓ । ରୋହିତ ଦେଓ ବମ୍ବେ ହାଇକୋର୍ଟର ନାଗପୁର…

ସର୍ଚ୍ଚ ଅପରେସନ ବେଳେ ଆଖିବୁଜା ଗୁଳିମାଡ଼, ୩ ଯବାନ ଶହୀଦ

ନକ୍ସଲଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ଏପରି ଏକ ଘଟଣା ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଗତକାଲି ଘଟିଛି। ନକ୍ସଲ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି। ଦକ୍ଷିଣ…

ପୁଣି ଥରେ ମଣିପୁରରେ ଫୁଟିଲା ଗୁଳି, ଗଡ଼ିଲା ୩ ମୁଣ୍ଡ

ପୁଣି ଥରେ ମଣିପୁରରେ ବ୍ୟାପିଲା ହିଂସାର ନିଆଁ। ମୁହାଁମୁହିଁ ହେଲେ ମୈତୀ ଓ କୁକୀ ସମ୍ପ୍ରଦାୟ ଲୋକେ। ଫୁଟିଲା ଗୁଳି, ଆଉ ଅକାଳରେ ଚାଲିଗଲା ୩ ଜୀବନ । ବିକ୍ଷୋଭକାରୀ ବହୁ ଲୋକଙ୍କ ଘରେ ନିଆଁ ଲଗାଇ ଦେଇଥିବା ଜଣାଯାଇଛି। ବିଷ୍ଣୁପୁର…

ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପରେ ‘ସତ୍ୟର ବିଜୟ’ ବୋଲି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ମୋଦି ସରନେମ୍ ମାମଲାରେ ସୁପ୍ରିମକୋର୍ଟ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ଦେବା ସହ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଛନ୍ତି । ଏଥିସହ ରଦ୍ଦ ହୋଇଥିବା ରାହୁଲ ଗାନ୍ଧୀଙ୍କ ଲୋକସଭା ସାଂସଦ ପଦ ମିଳିଛି । ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପ୍ରଥମ ପ୍ରତିକ୍ରିୟା…

ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି। ଶୁକ୍ରବାର କୋଲକତା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। ଏଥିରେ କୁହାଯାଇଛି ଯେ ପଶ୍ଚିମବଙ୍ଗ ପୋଲିସ ବିଜେପି ନେତା ସୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରିବ। ମୁଖ୍ୟ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡ଼ଙ୍କ ଅଧ୍ୟକ୍ଷତା ପୀଠ କହିଛନ୍ତି,…

ସର୍ବସାଧାରଣଙ୍କ ପାଇଁ ଅଗଷ୍ଟ ୧୬ରୁ ପୁଣି ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ: ଅଗଷ୍ଟ ୧୬ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନରେ ଅବସ୍ଥିତ ପ୍ରସିଦ୍ଧ ‘ଅମୃତ ଉଦ୍ୟାନ’। ବର୍ଷକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅମୃତ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉଦ୍ୟାନ ଉତ୍ସବ-୧ ଅଧୀନରେ ଚଳିତ…

NCC କ୍ୟାଡେଟଙ୍କୁ ସିନିୟର ଛାତ୍ରଙ୍କ ନିସ୍ତୁକ ମାଡ

NCC କ୍ୟାଡେଟଙ୍କୁ ସିନିୟର ଛାତ୍ରଙ୍କ ନିସ୍ତୁକ ମାଡ । କାଦୁଅ ମଧ୍ୟରେ NCC କ୍ୟାଡେଟକୁ ନୁଆଇଁ ବାଡିରେ ପିଟୁଛନ୍ତି ଜଣେ ଯୁବକ । ଜଣଙ୍କ ପରେ ଜଣଙ୍କୁ ପିଟୁଛନ୍ତି ଯୁବକ । ମହାରାଷ୍ଟ୍ର ଥାନେ ଜୋଷୀ ବେଦକର କଲେଜରେ ଏପରି ଘଟଣା…