କାନାଡାର ଆଲ୍‌ବର୍ଟାରେ ବିମାନ ଦୁର୍ଘଟଣା: ୬ ମୃତ

କ୍ୟାନ୍‌ମୋର: ଶନିବାର ଦିନ ଆଲବର୍ଟା ପ୍ରଦେଶ ଅନ୍ତର୍ଗତ କାଲ୍‌ଗେରିର ପଶ୍ଚିମପ୍ରାନ୍ତରେ ଗୋଟାଏ କ୍ଷୁଦ୍ର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା କଥା କାନାଡାର ପୁଲିସ କହିଛି। ‘ଦି ରୟାଲ୍‌ କାନାଡିୟାନ୍‌ ମାଉଣ୍ଟେଡ୍‌ ପୋଲିସ୍‌’ କହିଛି, ଜଣେ ପାଇଲଟ୍‌ ଓ ୫ଜଣ…

ସାମାନ୍ୟ ଝଗଡ଼ାରୁ ପତ୍ନୀଙ୍କୁ ମାରି ଦେଲେ କଂଗ୍ରେସ ନେତା

ତେଲେଙ୍ଗାନର ଜଣେ ସ୍ଥାନୀୟ କଂଗ୍ରେସ ନେତା ଅତ୍ୟନ୍ତ ନିର୍ମମ ଭାବେ ତାଙ୍କ ପତ୍ନୀଙ୍କୁ ହତ୍ୟା କରିଛନ୍ତି। ହାଇଦ୍ରାବାଦରେ ଉଭୟ ସ୍ୱାମୀସ୍ତ୍ରୀ ରହୁଥିବା ବେଳେ ସାମାନ୍ୟ ଝଗଡ଼ାରୁ କଂଗ୍ରେସ ନେତା ଜଣଙ୍କ ଏତେ ବଡ଼ କାଣ୍ଡ ଘଟାଇଥିଲେ। ପ୍ରମାଣକୁ ବି ନଷ୍ଟ କରିବାକୁ…

୪୬ ହଜାର ବର୍ଷର ବରଫାୟିତ କୃମିକୁ ପୁନରୁଜ୍ଜୀବିତ କଲେ ବୈଜ୍ଞାନିକ

ୱାସିଂଟନ: ୪୬,୦୦୦ ବର୍ଷ ତଳେ ବରଫ ଭିତରେ ରହିଥିବା ଏକ ଗୋଲକୃମିକୁ ବୈଜ୍ଞାନିକମାନେ ଜୀବନ୍ତ କରିତୋଳିଛନ୍ତି। ଅଜ୍ଞାତ ପ୍ରଜାତିର ଏହି କୃମି ସାଇବେରିଆ ଶୀତଳମରୁର ସ୍ଥାୟୀ ବରଫ ଭିତରେ ୪୦ ମିଟର (୧୩୧.୨ ଫୁଟ୍) ତଳେ ଥିଲା। କୃମିଟି ନିଷ୍କ୍ରିୟ ଅବସ୍ଥାରେ…

ଲାଞ୍ଚ କାରବାର ମାମଲାରେ କେନ୍ଦ୍ର ସମବାୟ ମନ୍ତ୍ରଣାଳୟର ୩ ଅଧିକାରୀ ଗିରଫ, ୬୦ ଲକ୍ଷ ଜବତ

ଲାଞ୍ଚ କାରବାର ମାମଲାରେ କେନ୍ଦ୍ର ସମବାୟ ବ୍ୟାପାର ମନ୍ତ୍ରଣାଳୟର ୩ ଅଧିକାରୀଙ୍କ ସମେତ ୪ ଜଣଙ୍କୁ ଧରିଛି ସିବିଆଇ। ୩ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଏପରି ଗିରଫଦାରୀ ହୋଇଛି। ଅଭିଯୁକ୍ତମାନଙ୍କ ଠାରୁ ସିବିଆଇ ନଗଦ ୬୦ ଲକ୍ଷ ଟଙ୍କା…

ISROର ଆଉ ଏକ ନୂଆ ରେକର୍ଡ, ଶ୍ରୀହାରିକୋଟାରୁ PSLV-C56ରେ ୭ଟି ସାଟେଲାଇଟର ସଫଳ ଲଞ୍ଚ

ISRO ଏହାର ସଫଳତାକୁ ନେଇ ମହାକାଶ ଜଗତରେ ଆଉ ଏକ ବଡ଼ ସଫଳତା ହାସଲ କରିଛି । ISRO ଏକା ସହିତ ମହାକାଶକୁ ୭ଟି ସାଟେଲାଇଟ ଉତ୍‌କ୍ଷେପଣ କରିଛି । ଏହି ସମସ୍ତ ସାଟେଲାଇଟଗୁଡିକ ଶ୍ରୀହାରିକୋଟାସ୍ଥିତ ସତୀଶ ଧୱନ ସ୍ପେସ ସେଣ୍ଟରର…

ତାଲିବାନ ସହ ମିଶିବାକୁ ଚାହୁଁଛି ଅଲ କାଏଦା

ଇସଲାମବାଦ : ଆଗକୁ ବଢ଼ିବ ସନ୍ତ୍ରାସବାଦୀ ଆକ୍ରମଣ । ଦକ୍ଷିଣ ଏସିଆରେ ସୃଷ୍ଟି କରିବେ ଅସ୍ଥିରତା । କାରଣ ମିଶିବାକୁ ଯାଉଛନ୍ତି ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି)ସହ ଅଲକାଏଦା ସନ୍ତ୍ରାସବାଦୀ ସଂଗଠନ । ଏମିତି ଖବର ସମ୍ବଳିତ ରିପୋର୍ଟ ଦିଆଯାଇଛି ଜାତିସଂଘ ନିରାପତ୍ତା ପରିଷଦକୁ…

ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲଙ୍କ ଆଶଙ୍କା, ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଭୂମିକା

ନୂଆଦିଲ୍ଳୀ : ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଶକ୍ତିର ଭୂମିକା। ଏହାକୁ ଅସ୍ୱୀକାର କରାଯାଇ ପାରିବ ନାହିଁ ବୋଲି ଆଶଙ୍କା କରାଯାଇଛି। ଚୀନ୍‌ ଆଡ଼କୁ ଅଙ୍ଗୁଳି ଦେଖାଇଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନର୍ଭାଣେ। ବିଭିନ୍ନ ଉଗ୍ରବାଦୀ ସଂସ୍ଥାଙ୍କୁ…

ଚେତାଇଲେ ଜାତିସଙ୍ଘ ମହାସଚିବ, ‘ଏବେ ଗ୍ଲୋବାଲ୍ ବଏଲିଂ ଯୁଗ ଆରମ୍ଭ’

ଜେନିଭା : ସମ୍ପ୍ରତି ମଣିଷର କେବଳ ଚାଲିଚଳଣି ବଦଳିନି, ସମାଜ ସହ ତାଳ ଦେଇ ପ୍ରକୃତି ମଧ୍ୟ ବଦଳି ଯାଇଛି। ଦିନକୁ ଦିନ ଦୂଷିତ ହେବାକୁ ଲାଗୁଛି ପରିବେଶ। ବର୍ଷା-ଶୀତ-ଖରାର କୌଣସି ତାରତମ୍ୟ ରହୁନାହିଁ। ଚଳିତ ବର୍ଷ ଏହି ଅସନ୍ତୁଳନକୁ ବେଶ୍…

ମିଳିତ ସମରାଭ୍ୟାସ ବେଳେ ହେଲିକପ୍ଟର କ୍ରାଶ୍‌, ୪ କ୍ରିଉ ମେମ୍ବର ନିଖୋଜ

କୁଇନ୍ସଲ୍ୟାଣ୍ଡ : ମିଳିତ ସମରାଭ୍ୟାସ ବେଳେ ମଝି ସମୁଦ୍ର ଉପରେ କ୍ରାଶ୍‌ ହେଲା ହେଲିକପ୍ଟର। ଉକ୍ତ ସମୟରେ ହେଲିକପ୍ଟରରେ ଥିବା ୪ କ୍ରିଉ ମେମ୍ବରଙ୍କ ପତ୍ତା ମିଳୁନି। ଏପରି ଏକ ଅଘଟଣ ଗତକାଲି ରାତିରେ ଅଷ୍ଟ୍ରେଲିଆରେ ଘଟିଛି। ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡ ସମୁଦ୍ର…

ରାହୁଲଙ୍କ ପାଇଁ ଝିଅଟିଏ ଖୋଜିଦିଅ, ମହିଳା କୃଷକଙ୍କୁ ଏଭଳି କହିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ କିଛି ଦିନ ପୂର୍ବରୁ ସୋନିପତର ମହିଳା କୃଷକମାନଙ୍କୁ ଦିଲ୍ଲୀ ଆସିବାକୁ ନିମନ୍ତ୍ରଣ କରିଥିଲେ | ଆଉ ଆଜି କିଛି ମହିଳା କୃଷକ ଦିଲ୍ଲୀରେ ପହଞ୍ଚିଥିଲେ ଏବଂ ୧୦ ଜନପଥରେ ସୋନିଆ ଗାନ୍ଧୀଙ୍କ ବାସଭବନକୁ ଯାଇଥିଲେ…