ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦଙ୍କ ପରିବାରଲୋକଙ୍କୁ ଚାକିରି ନମିଳିବାର କାରଣ କହିଲେ ଗୃହ ରାଷ୍ଟ୍ରମନ୍ତ୍ରୀ
ନୂଆଦିଲ୍ଲୀ: ଜମ୍ମୁକଶ୍ମୀରର ପୁଲୱାମାରେ ୨୦୧୯ ମସିହାରେ ଆତଙ୍କବାଦୀ ଆକ୍ରମଣରେ ୪୦ଜଣ ଯବାନ ସହିଦ ହୋଇଥିଲେ। ଏହି ଦୁଃଖଦ ଘଟଣା ପରେ ସହିଦ ଯବାନଙ୍କ ପରିବାରକୁ ସରକାରୀ ଚାକିରି ମିଳିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଏହି ପ୍ରତିଶ୍ରୁତି ଅନୁଯାୟୀ ୧୧ଜଣ ସହିଦଙ୍କ ସ୍ତ୍ରୀ…
